ଆଗେ ଆଗେ ପ୍ରେମିକ, ପଛେ ପଛେ ପ୍ରେମିକା । ପରସ୍ପରକୁ ନିବିଡ଼ ଭାବେ ଭଲ ପାଉଥିଲେ, ହେଲେ ଜଣେ ଜଣକୁ ଅଧା ରାସ୍ତାରେ ଛାଡ଼ି ଚାଲିଯିବାରୁ ଆର ଜଣକ ମଧ୍ୟ ବାଛିନେଲେ ସମାନ ରାସ୍ତା ।