ସଫଳ ହେଲା ପ୍ରେମ। ମଝି ରାସ୍ତାରେ ପଡିଲା ହାତଗଣ୍ଠି...ପ୍ରେମିକାଙ୍କ ମଥାରେ ସିନ୍ଦୂର ଦେଇ ସାତ ଜନ୍ମର ସାଥୀ କଲେ ପ୍ରେମିକ। ଶହଶହ ଲୋକଙ୍କ ଉପସ୍ଥିତିରେ ସଂପନ୍ନ ହେଲା ବାହାଘର
ଯେତେବେଳେ ଋଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଥିଲା, ସେତେବେଳେ ଏହି ପ୍ରେମୀ ଯୁଗଳ ନିଜ ନିଜ ଦେଶ ଛାଡ଼ି ଚାଲି ଆସିଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଆଉ ଏବେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି।
ହିନ୍ଦୁ ଯୁବକଙ୍କୁ ଲଭ୍ ମ୍ୟାରେଜ୍ କରିବା ପରେ ମୁସଲିମ୍ ଯୁବତୀଙ୍କ ଗୁହାରୀ
ଆଲୋ ହେ...ତୁ କିଏ ଲୋ? ତୋ ପାଦ ତଳେ ମୋ ଗେରସ୍ତ କାହିଁ ମୁଣ୍ଡ କାଟି ଥୋଇବ? ମୁଁ କଣ ତୋ ପାଇଁ ବିଧବା ହେବି? ଅନେଇଲୁ...
ତପସ୍ୱିନୀ କହିଛନ୍ତି ଯେ, ଆଜି କୋର୍ଟଙ୍କ ରାୟ, ମୋତେ ନ୍ୟାୟ ଦେବ, ଆଜି ହିଁ ପୂର୍ଣ୍ଣଚ୍ଛେଦ ପଡ଼ିବ ବୋଲି ମୁଁ ଆଶା କରୁଛି।
ମୁଁ ଏ ଘରୁ ଯେତିକି ନିର୍ଯାତନା ପାଇଛି, ମୁଁ ଆଦୌ ଭୁଲିପାରୁନି। କେବଳ ଗର୍ଭପାତକୁ ଛାଡିଦେଲେ ମୋ ସ୍ୱାମୀ କେବେ ହାତ ଉଠାଇ ମାରିନାହନ୍ତି କି କଷ୍ଟ ଦେଇନାହାନ୍ତି।
ଏହାକୁ ଚାଲେଞ୍ଜ କରିଛନ୍ତି ତପସ୍ବିନୀଙ୍କ ସ୍ୱାମୀ ସୁମିତ ସାହୁ। ଏନେଇ ସେ ଉପର କୋର୍ଟ ତଥା ଜିଲ୍ଲା ଦୌରାଜଜଙ୍କ କୋର୍ଟକୁ ଯାଇଛନ୍ତି ସୁମିତ। ବିବାହର ସତ୍ୟତାକୁ ନେଇ ସୁମିତଙ୍କ ଓକିଲ ଜିଲ୍ଲା ଦୌରାଜଜଙ୍କ କୋର୍ଟକୁ ଯାଇଛନ୍ତି।
ଯଦି ସେ ଅଡିଓ ଦେଇପାରିଲେ ତେବେ ଭିଡିଓ ଦେଲେନାହିଁ କାହିଁକି? ଦେହ ଖରାପ ଅଛି ବୋଲି କହି ସେ ଛୁଟି ନେଇଛନ୍ତି। ବାସ୍ତବରେ ସେ ଅସୁସ୍ଥ ଅଛନ୍ତି ନା ତପସ୍ୱିନୀଙ୍କୁ ଠକିବାକୁ ଏମିତି କରିଛନ୍ତି?
ବହୁଚର୍ଚ୍ଚିତ ବ୍ରହ୍ମପୁରର ତପସ୍ବିନୀ ବିବାଦ ମାମଲାରେ ଆଜି ପ୍ରତିକ୍ରିୟା ରଖି ଡାକ୍ତର ସୁମିତ ସାହୁ କହିଛନ୍ତି ଯେ- ସ୍ତ୍ରୀ ତପସ୍ୱିନୀ ତାଙ୍କୁ ସମ୍ପୂର୍ଣ୍ଣ ବରବାଦ୍ କରିଦେଇଛନ୍ତି।
ଅସୁସ୍ଥତା ଭିତରେ ସାଙ୍ଗ ଓ ପରିବାରକୁ ଜଣାଇ ଘର ଖୋଜା ଚାଲିଛି । ଖୁବ ଶୀଘ୍ର ଘର ମିଳଯାଇପାରେ । ହେଲେ ତାଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ ।
ପୋଲିସ ମଧ୍ୟ ତାଙ୍କ ବିରୋଧରେ କୌଣସି ପଦକ୍ଷେପ ନେଇପାରୁନି। କିନ୍ତୁ ଶ୍ୱଶୁର ଗୋଟିଏ ଭୁଲି ଯାଉଛନ୍ତି ଯେ, ସେ ନିଜେ ମଧ୍ୟ ଲଭ୍ ମ୍ୟାରେଜ୍ କରିଥିଲେ।
ମଧ୍ୟପ୍ରଦେଶର ବେତୁଲରେ ପଛୁଆ ବର୍ଗର ଜଣେ ନର୍ସିଂ ଛାତ୍ରୀ ଦଲିତ ଯୁବକଙ୍କୁ ବିବାହ କରିବା ଯୋଗୁଁ ତାଙ୍କ ବାପା ନର୍ମଦା ନଦୀରେ ସ୍ନାନ କରାଇ ଶୁଦ୍ଧି କରାଯାଇଥିବା ପରି ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି । ଅନର୍ କିଲିଂ ଭୟରେ ଦମ୍ପତି ବର୍ତ୍ତମାନ ପୋଲିସର ସୁରକ୍ଷା ଲୋଡିଛନ୍ତି
ମୋରେନା ନିବାସୀ ଜଣେ ୨୩ ବର୍ଷର ଯୁବକଙ୍କୁ ୨୧ ବର୍ଷୀୟ ଯୁବତୀଙ୍କୁ ଅଗଷ୍ଟ ୧୬ରେ ଗ୍ୱାଲିଅରର ଲୋହା ମାଣ୍ଡି ଦୁର୍ଗର ଆର୍ଯ୍ୟ ସମାଜ ମଣ୍ଡପରେ ପ୍ରେମ ବିବାହ କରିଥିଲେ । ଆର୍ଯ୍ୟ ସମାଜ ମଧ୍ୟ ଏହି ବିବାହର ପ୍ରମାଣପତ୍ର ଦେଇଛନ୍ତି । ହେଲେ ପ୍ରେମ ବିବାହ ପରେ ଉଭୟଙ୍କ ପରିବାର ପକ୍ଷରୁ ଧମକ ଦିଆଯାଇଥିବା ଅଭିଯୋଗ କରି ସୁରକ୍ଷା ସମ୍ପର୍କରେ ହାଇକୋର୍ଟରେ ଆବେଦନ କରିଥିଲେ ଦମ୍ପତି