ପ୍ରେମିକ ଜଣେ ସରକାରୀ ଡାକ୍ତର । ଅଭିଯୋଗକାରିଣୀ ବି ଏକ ପ୍ରତିଷ୍ଠିତ ଜାତୀୟ ସ୍ତରର ଶିକ୍ଷାନୁଷ୍ଠାନର କର୍ମଚାରୀ । ଡାକ୍ତର ଜଣକ ଏବେ ନୂଆପଡ଼ା ଡାକ୍ତରଖାନାରେ କାର୍ଯ୍ୟରତ ।
ସୌମ୍ୟରଂଜନ ପାଣିଗ୍ରାହୀ । ନିଶା ତାଙ୍କର ମଡେଲିଂ । ଏଥିପାଇଁ ମୁମ୍ବାଇରେ ବି ରହୁଥିଲେ । କିନ୍ତୁ ଲକ୍ଡାଉନ୍ ପ୍ରଭାବରେ ପ୍ରଭାବିତ ହୋଇଗଲା ତାଙ୍କ କ୍ୟାରିୟର୍ ।
୯ ବର୍ଷ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ପ୍ରେମିକାକୁ ଧରାଛୁଆଁ ଦେଉନାହିଁ ପ୍ରେମିକ। ଅନ୍ୟତ୍ର ବାହା ହେଉଥିବା କଥା ଶୁଣି ପ୍ରେମିକର ଦୁଆରେ ବସିଲେ ପ୍ରେମିକା। ଆଉ କହୁଛନ୍ତି, ନ୍ୟାୟ ନମିଳିଲେ ବିଷ ପିଇବି