ଆପଣମାନେ ୧୯୯୯ ର ବ୍ଲକବଷ୍ଟର ଫିଲ୍ମ ‘ହମ ଦିଲ୍ ଦେ ଚୁକେ ସନମ’ ଦେଖିଥିବେ । ବିହାରରେ ଠିକ ସମାନ ଘଟଣା ଘଟିଛି, ଯାହା ଫିଲ୍ମର ସିନ୍ ରିକ୍ରିଏସନ୍ ଭଳି ଲାଗିବ ।
PUBG ଖେଳୁ ଖେଳୁ ହୋଇଗଲା ପ୍ରେମ । ଏମିତିକି ପ୍ରେମିକକୁ ପାଇବା ପାଇଁ ବର୍ଡର ପାର୍ କରିଗଲେ ମହିଳା ।
ଉଭୟ ବିବାହ କରିବାକୁ ଇଚ୍ଛା ପ୍ରକାଶ କରିବାରୁ ସୁଧାର କେନ୍ଦ୍ର ପରିଚାଳକ ଓ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି କ୍ରମେ ଉଭୟେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି।
ପ୍ରେମରେ ପାଗଳ ନାବାଳିକା ପ୍ରେମିକା । ବୟଫ୍ରେଣ୍ତକୁ ଦେଖା କରିବା ପାଇଁ ସାତ ଶହ କିମି ପାର୍ କଲା ପ୍ରେମିକା । ତଥାପି ମିଳିଲାନି ପ୍ରେମିକର ଦେଖା । ରାଗରେ ନିଜ ହାତ କାଟିବାକୁ ପଛାଇଲାନି ପ୍ରେମିକା । ହାତ କାଟି ଥାନାରେ ପହଞ୍ଚିଲା ନାବାଳିକା ।
ପରିବାରର ମୂଲ୍ୟବୋଧ ବୁଝିବା ସହ, ପରକୀୟା ସମ୍ପର୍କରେ ଲିପ୍ତ ନହୋଇ ହସଖୁସିରେ ଜୀବନ ବିତାଇବାକୁ, ଏକ ସଂସ୍ଥା ଏଭଳି ନିୟମ କରିଛି ।
ମନର ମାନସୀଙ୍କୁ ଜୀବନସାଥୀ କଲେ ବିଜୟ, ଦୁଇ ଦିବ୍ୟାଙ୍ଗ ବିଜୟ ଓ ସଲାମୀଙ୍କ ପ୍ରେମ କାହାଣୀ
ଏକଥା କୋର୍ଟ ସେତେବେଳେ କହିଥିଲେ ଯେତେବେଳେ ଓକିଲ କୋର୍ଟଙ୍କୁ ଜଣାଇଲେ ଯେ, ଏହି ଦମ୍ପତ୍ତିଙ୍କର ପ୍ରେମ ବିବାହ ହୋଇଛି ।
୨୨ ବର୍ଷୀୟ ଡାନିୟାଲ୍ ୨୦୨୧ ମସିହାରେ ତାଙ୍କର ୪୮ ପ୍ରେମିକାଙ୍କୁ ବିବାହ କରିଥିଲେ। ପୂର୍ବରୁ ବିବାହ କରିଥିବା ଜମିଲା ୨୦୦୭ ମସିହାରେ ତାଙ୍କ ସ୍ୱାମୀଙ୍କଠାରୁ ଅଲଗା ହୋଇଯାଇଥିଲେ ଏବଂ ସେବେଠାରୁ ତାଙ୍କ କ୍ୟାରିୟର ଉପରେ ଧ୍ୟାନ ଦେଉଥିଲେ।
ଏମିତିକି ମାମଲାର ଶୀଘ୍ର ସମାଧାନ କିଭଳି ହେବ ସେଥିପ୍ରତି ମଧ୍ୟ କୋର୍ଟ ଗୁରୁତ୍ୱ ଦେବା ଉଚିତ ବୋଲି ଦିଲ୍ଲୀ ହାଇକୋର୍ଟ କହିଥିଲେ ।
ଜଣେ ଦମ୍ପତିଙ୍କ ବିବାହ ଅନେକ ବର୍ଷ ବିତିଯାଇଥିଲେ ବି କିନ୍ତୁ ତାଙ୍କର ପ୍ରେମ ଏବେବି ନୂଆ ପରି ଲାଗୁଛି। ଯାହାର ହାତ ଧରିଛନ୍ତି ଜୀବନର ସର୍ବସ୍ୱ ତାଙ୍କରି ନିକଟରେ ହିଁ ସମର୍ପିତ କରିଛନ୍ତି।
ପାରମ୍ପରିକ ରୀତିନୀତିରେ ବ୍ୟାଣ୍ଡ, ବାଜା ଓ ବାରାତ ଧରି ବର ପହଁଚିଥିଲେ କନିଆଁ ପାଖରେ। ହାତଗଣ୍ଠି ପଡିବା ପରେ ଅନନ୍ୟାଙ୍କ ମଥାରେ ସିନ୍ଦୁର ଦେଇ ସାତ ଜନ୍ମର ସାଥୀ ବନାଇଥିଲେ ଚଂଚଳ ରାଣା।
ଆଜି ସିନା ଏ ଦୁନିଆରେ ଋଷି କପୁର ନାହାଁନ୍ତି, କିନ୍ତୁ ତାଙ୍କ ଜୀବନସାଥୀ ନୀତୁ କପୁର ତାଙ୍କୁ ଆଜି ବି ଝୁରି ହୁଅନ୍ତି। ଉଭୟଙ୍କ ପ୍ରେମ କାହାଣୀ ମଧ୍ୟ ବହୁତ ପ୍ରସିଦ୍ଧ ଥିଲା। ଉଭୟଙ୍କୁ ବଲିଉଡର ରୋମାଣ୍ଟିକ୍ ଦମ୍ପତି ବୋଲି କୁହାଯାଉଥିଲା। ସେମାନଙ୍କ ପ୍ରେମ କାହାଣୀ କିପରି ଆରମ୍ଭ ହୋଇଥିଲା ଆସନ୍ତୁ ଜାଣିବା।
ସଚ୍ଚା ପ୍ରେମ କେବଳ ଚଳଚ୍ଚିତ୍ର କିମ୍ବା ଟିଭିରେ ଦେଖିବାକୁ ମିଳେ ନାହିଁ, ଏହା ବାସ୍ତବ ଜୀବନରେ ମଧ୍ୟ ଦେଖାଯାଏ। ଏକ ଯୋଡ଼ି ଏହାକୁ ବାସ୍ତବତାରେ କରି ଦେଖେଇଛନ୍ତି। ଭାଇରାଲ୍ ହେଉଛି ଏହି ଭିଡିଓ। ଆପଣ ଦେଖିଲେ ବି ଭାବପ୍ରବଣ ହୋଇଯିବେ।
ଇଣ୍ଟର୍ନେଟ୍ରେ ଭାଇରାଲ୍ ହେଉଛି କରଣ କୁନ୍ଦ୍ରା ଏବଂ ତେଜସ୍ୱୀ ପ୍ରକାଶଙ୍କ ଭିଡିଓ। ଏହି ଭିଡିଓରେ କରଣଙ୍କ ସହ ନିଜ ସମ୍ପର୍କକୁ ନେଇ ମୁହଁ ଖୋଲିଛନ୍ତି ତେଜସ୍ୱୀ। ଏହି ସମୟରେ ସେ କାନ୍ଦି ପକଉଛନ୍ତି। ଆସନ୍ତୁ ଜାଣିବା ପୂରା ଘଟଣା କ’ଣ…
ନୀତା ଓ ମୁକେଶଙ୍କ ବିବାହ କଥା ଜାଣିଲେ ଆପଣଙ୍କୁ ନିଶ୍ଚୟ କିଛି ଅଲଗା ଲାଗିବ । ଆଉ ଭାବିବେ ସେତେବେଳ ସମୟରେ ସତରେ କ’ଣ ଏମିତି ଥିଲା ପ୍ରେମ । ୧୯୮୫ ମସିହାରେ ଉଭୟ ବିବାହ କରିଥିଲେ ।
ଆପଣ ବି ପ୍ରେମ କରିଥିବେ ଆଉ ପ୍ରେମିକାକୁ ପ୍ରେମଭରା ଚିଠିଟିଏ ଲେଖିଥିବେ । କିନ୍ତୁ ଏମିତି ଚିଠିଟିଏ ଆଗରୁ କେବେ ଦେଖିନଥିବେ।
ଭୀଷଣ ବର୍ଷା ଆଉ ଥଣ୍ଡାରେ ପ୍ରେମିକାକୁ ଫେରାଇ ଆଣିବାକୁ ଯୁବକଙ୍କ ଏପରି ଉଦ୍ୟମ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି ।
୨୦୦୬ ରେ ରିଲିଜ୍ ହୋଇଥିବା ବ୍ଲକ୍ବଷ୍ଟର ଫିଲ୍ମ ‘ବିବାହ’ ଆପଣମାନେ ନିଶ୍ଚୟ ଦେଖିଥିବେ । ତାହା ଥିଲା ରିଲ୍ ଲାଇଫ୍ । କିନ୍ତୁ ରିଅଲ୍ ଲାଇଫ୍ରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି । ଜାଣନ୍ତୁ ପୂରା କାହାଣୀ..
କର୍ଣ୍ଣାଟକ ହାଇକୋର୍ଟଙ୍କ ବଡ଼ ରାୟ । ଲିଭ୍ ଇନ୍ ରିଲେସନ୍ସିପ୍କୁ ନେଇ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ବର୍ଷ ବର୍ଷ ଧରି ଲିଭ୍ ଇନ୍ ରିଲେସନ୍ସିପ୍ରେ ରହିଲେ ମହିଳା ଆଣିପାରିବେନି ଦୁଷ୍କର୍ମ ଅଭିଯୋଗ ।
ନିରଜ ଏବଂ ତାଙ୍କ ପତ୍ନୀ ରୁବି ଦେବୀ ୨୦୦୯ ମସିହାରେ ବିବାହ କରିଥିଲେ । ଉଭୟଙ୍କ ୪ଟି ସନ୍ତାନ ମଧ୍ୟ ରହିଛି ।
ଏହି ପ୍ରେମ କାହାଣୀ କୌଣସି ଯୁବ ପିଢ଼ିଙ୍କର ନୁହେଁ । ଏହି ପ୍ରେମ କାହାଣୀରେ ଥିବା ଦୁଇ ପ୍ରେମୀ ଯୁଗଳଙ୍କ ବୟସ ୭୦ ଉପରେ ।
ପୁରା ଦକ୍ଷିଣ ଭାରତ ଶୈଳୀରେ ନିର୍ମିତ ହୋଇଥିବା ଏହି ମନ୍ଦିରର ମୁଖଶାଳା ୮୬ ଫୁଟ୍ ଉଚ୍ଚ ହୋଇଥିବା ବେଳେ ମୁଖ୍ୟ ମନ୍ଦିରର ଉଚ୍ଚତା ହେଉଛି ୬୫ ଫୁଟ ।
ଗୁରୁତ୍ୱପୂର୍ଣ୍ଣ କଥା ହେଲା ଚଞ୍ଚଳ ଓ ଅନନ୍ୟା ନିଜେ ଗହଣା ଦୋକାନକୁ ଯାଇ ସୁନାଗହଣା ବି କିଣିଥିଲେ ।