ଦାରିଙ୍ଗବାଡି ଦନେକବାଡି ଗାଁର ସୁନିତା ନାୟକ ଆଉ ତାଙ୍କୁ ବିବାହ କରିଛନ୍ତି ଟିକାବାଲି ବ୍ଲକ ବଡିମୁଣ୍ଡା ଗାଁର ମଳୟ ଦିଗାଳ । ଦୁହେଁ ପ୍ରେମରେ ପଡିବା ପରେ ଏବେ ସ୍ୱାମୀ-ସ୍ତ୍ରୀ ଭାବେ ସମାଜରେ ଚଳି ଆସୁଛନ୍ତି । ଏମାନଙ୍କର ଖୁସି ଦେଖିଲେ ଆପଣ ବି ଆନନ୍ଦିତ ହେବେ। ଆଇନାରେ ନିଜକୁ ଦେଖି ମଥାରେ ଟୋପାଏ ସିନ୍ଦୁର ପିନ୍ଧନ୍ତି ତ ଆଉ କେତେବେଳେ ପ୍ରେମିକ ମଳୟ ଦିଗାଳ ପାଖରେ ବସି ମୁଣ୍ଡ କୁଣ୍ଡାଇ ଦେଉଛନ୍ତି।
ନିକଟ ଅତୀତରେ ସେ ନିଜର କୋଟି କୋଟି ଟଙ୍କାର ସମ୍ପତ୍ତି ଦାନ କରି ମଧ୍ୟ ଚର୍ଚ୍ଚାରେ ରହିଥିଲେ ।
ପବନ୍ ୱେଡସ୍ କ୍ରିଷ୍ଟନ୍ । ପ୍ରେମ ପାଇଁ ସୀମା ସରହଦ ଡେଇଁଲେ । ଫେସବୁକରୁ ଆରମ୍ଭ ହୋଇଥିଲା ପ୍ରେମ । ଏବେ ଏକାଠି ହେଲେ ପ୍ରେମପକ୍ଷୀ ।
ଜଣେ ପାକିସ୍ତାନୀ ଯୁବତୀ ଅନ୍ଲାଇନ୍ରେ ଲୁଡୁ ଖେଳୁଥିବା ସମୟରେ ଜଣେ ଭାରତୀୟ ଯୁବକଙ୍କ ପ୍ରେମରେ ପଡିଗଲେ। ତାଙ୍କ ଭଲ ପାଇବା ନେଇ ସେ ପାକିସ୍ତାନରୁ ଭାରତ ଚାଲିଆସିଲେ। କିଛି ଦିନ ସେମାନେ ଏକାଠି ମଧ୍ୟ ରହିଲେ। ହେଲେ…
ଫିଲ୍ମରେ ଦେଖିଥିବା କାହାଣୀ ଏବେ ବାସ୍ତବରେ ଦେଖାଦେଇଛି। ଦେଖିବାକୁ ମିଳିଛି ଯେ ଜଣେ ଧନୀ ଘରର ମହିଳା କିପରି ଜଣେ ଟାୟାର୍ ପଙ୍କ୍ଚର୍ ବ୍ୟକ୍ତିଙ୍କ ପ୍ରେମରେ ପଡୁଛନ୍ତି ଆଉ ବିବାହ କରୁଛନ୍ତି। ଆସନ୍ତୁ ଜାଣିବା ତାଙ୍କ ପ୍ରେମ କାହାଣୀ ବିଷୟରେ।
ଶିକ୍ଷକଙ୍କ ନାଁରେ ଥାନାରେ ଝିଅକୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ କରିଥିଲେ ।
ପାଞ୍ଚ ଦିନ ଶୀତକାକରରେ ପ୍ରେମିକ ଘର ସାମ୍ନାରେ ବସିବା ପରେ ନ୍ୟାୟ ପାଇଲା ପ୍ରେମିକା ।
ସମ୍ପର୍କକୁ ଘରେ ଅସ୍ୱୀକାର ପରେ ନେଇଥିଲେ ଚରମ ନିଷ୍ପତ୍ତି । ନାବାଳିକାଙ୍କୁ ହତ୍ୟା ହୋଇଥିବା ଅଭିଯୋଗ ଆଣିଲେ ପରିବାର ।
ପ୍ରେମ କେଉଁଠି କେତେବେଳେ ହେବ କହିହେବନି । ଏହି ଉକ୍ତିକୁ ସତ କରି ଦେଖାଇଛନ୍ତି କେନ୍ଦ୍ରାପଡା ଜିଲ୍ଲା ମହାକାଳପଡାର ବୃଦ୍ଧ ଦମ୍ପତ୍ତି ଭଜେଶ୍ୱରୀ ଓ ଶକ୍ତିପ୍ରସାଦ ।
ଖାଲି ସେତିକି ନୁହେଁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉକ୍ତ ପ୍ରେମିକାକୁ ଜଙ୍ଗଲରେ ଫିଙ୍ଗି ଦେଇଥିଲା ପ୍ରେମିକ ।
ଭିଡିଓରେ ଜଣେ ଯୁବକ ଜଣେ ଯୁବତୀଙ୍କୁ ପ୍ରପୋଜ କରୁଛନ୍ତି । ଆଉ ଏଭଳି ପ୍ରପୋଜ୍ ଆପଣ କେବେ ଦେଖିନଥିବେ ।
ଜଣେ ତାନ୍ତ୍ରିକକୁ ବିନା କାରଣରେ ବଦ୍ନାମ କରିଥିଲେ ପରକ୍ରିୟା ପ୍ରେମରେ ଲିପ୍ତ ଥିବା ଦୁଇ ପ୍ରେମୀ ଯୁଗଳ । ଆଉ ତାହାର ପ୍ରତିଶୋଧ ନେଲା ତାନ୍ତ୍ରିକ ।
ବାରମ୍ବାର ମନା କରିବା ପରେ ବି କାହାର କଥାକୁ ଖାତିର ନକରି ଦିବ୍ୟାଙ୍ଗ ପ୍ରେମିକ ସଦନଙ୍କ ହାତ ଧରି ସଂସାର କରିବାକୁ ନିଷ୍ପତ୍ତି ନେଇଥିଲେ ନୀଳମତି ।
ପୂର୍ବରୁ କୁହାଯାଇଛି, ପ୍ରେମ ହେଉଛି ଅନ୍ଧ। ଏହା ପ୍ରେମିକ କିମ୍ବା ପ୍ରେମିକର ଷ୍ଟାଟସ୍ ଦେଖେନାହିଁ। ଯେମିତି ଏହି ଯୁବତୀଙ୍କ କ୍ଷେତ୍ରରେ ଘଟିଛି। ତାଙ୍କ ପ୍ରେମିକ ଦିବ୍ୟାଙ୍ଗ ହୋଇଯିବା ପରେବି, ପରିବାର କଥା ନଶୁଣି, ସେ ପ୍ରେମିକଙ୍କ ହାତ ଧରିଛନ୍ତି।
ଦୀର୍ଘ ଦିନର ଭଲ ପାଇବାର ଅନ୍ତ ଯେ ଏମିତି ଘଟିବ, ତାହା କେହି ବି ବିଶ୍ୱାସ କରିପାରିବେନି । ବାହା ହୋଇ ସୁଖର ସଂସାର କରିବା ପାଇଁ ସ୍ୱପ୍ନ ଦେଖିଥିବା ମଣିଷ ଯଦି ସେହି ମନର ମଣିଷକୁ ଅଧା ବାଟରେ ହରାଇ ଦିଏ। ତେବେ କେତେ ଯେ କଷ୍ଟ, ତାହା ଅଙ୍ଗେ ଲିଭାଇଥିବା ମଣିଷ ହିଁ ବୁଝିପାରିବ ।
ଇଏ ହିଁ ପ୍ରକୃତ ପ୍ରେମ। ବେଦୀରେ ବର ବସିଛି, ହ୍ୱିଲ ଚେୟାରରେ କନିଆଁ ବସିଛି। ହୁତୁହୁତୁ ହୋଇ ଜଳିଲା ହୋମକୁଣ୍ଡ..ପଣ୍ଡିତଙ୍କ ମନ୍ତ୍ର ଉଚ୍ଚାରଣରେ ଦିବ୍ୟାଙ୍ଗ ପ୍ରେମିକାର ହାତ ଧରିଲେ ପ୍ରେମିକ..ସବୁଠି ଏଇ ବାହାଘରକୁ ନେଇ ଚାଲିଛି ଚର୍ଚ୍ଚା
ପ୍ରେମ କେତେ ପବିତ୍ର ଏହି କାହଣା ହିଁ ବୟାନ କରୁଛି । ୭ ବର୍ଷ ପ୍ରେମରେ ବାଧକ ସାଜିପାରିନି ଦିବ୍ୟାଙ୍ଗ । ପଣ୍ଡିତଙ୍କ ବେଦମନ୍ତ୍ର ଉଚ୍ଚାରଣ ହେଉଛି ଦେବସ୍ମିତାଙ୍କ ମଥାରେ ସିନ୍ଦୁର ଦେଉଛନ୍ତି ଶୁଭ୍ରାଂଶୁ । କନିଆ ବେକରେ ବରଣମାଳାର ଅଦଳବଦଳ ବି ହେଉଛି, ଆଉ ଶେଷରେ ସାତ ଜନ୍ମ ପାଇଁ ସାଥି ହୋଇ ରହିବା ପାଇଁ ଅଗ୍ନିକୁ ସାକ୍ଷୀ ରଖି ଶୁଭ୍ରାଂଶୁ ୭ ଫେରା ନେଉଛନ୍ତି । ଆଉ ହ୍ୱିଲ ଚେୟାରରେ ବସିଛନ୍ତି ଦେବସ୍ମିତା ।
ଏହାକୁ ବୋଧହୁଏ କୁହାଯାଏ ଶାସ୍ୱତ୍ତ ପ୍ରେମ। ସାତ ଜନ୍ମର ସାଥୀ ହେବାକୁ କଥା ଦେଇଥିଲେ..ପ୍ରେମିକା ଦିବ୍ୟାଙ୍ଗ ହେବା ପରେ ବି କଥା ରଖି ବିବାହ କଲେ। ହ୍ୱିଲ ଚେୟାରରେ ବସି ପଡିଲା ହାତଗଣ୍ଠି, ବ୍ରାହ୍ମଣଙ୍କ ବେଦମନ୍ତ୍ରୀରେ ପ୍ରକମ୍ପିତ ହେଲା ପୂରା ଏରିୟା...ବର୍ଷ ବର୍ଷ ପ୍ରେମ ସାମ୍ନାରେ ସବୁ ହେଲା ତୁଚ୍ଛ...ଦେଖନ୍ତୁ ପ୍ରେମର ଏହି ସୁନ୍ଦର କାହାଣୀ
ଯୁବକଙ୍କ ନା ହାଫିଜ୍ ମହମ୍ମଦ ନଦୀମ । ଆଉ ମହିଳା ଜଣକ ହେଉଛନ୍ତି ପୋଲାଣ୍ଡ ଦେଶର ମୂଳ ବାସିନ୍ଦା । ତାଙ୍କର ନା ବ୍ରୋମା ।
ପ୍ରେମ ଜ୍ୱର ଥରେ ମୁଣ୍ତରେ ଚଢ଼ିଲେ ଓହ୍ଲାଇବାକୁ ନାଁ ଧରେନି । ଠିକ୍ ଏଭଳି ଏକ ପ୍ରେମ କାହଣୀ ଏବେ ରାଜସ୍ଥାନରେ ଦେଖିବାକୁ ମିଳିଛି ।
ତା’ ବିନା ସବୁ କିଛି ଅଧୁରା ଲାଗୁଥିଲା । ପ୍ରେମିକାର ପରିବାର ଲୋକ ଭେଟିବାକୁ ଦେଉନଥିଲେ । ଶେଷରେ ଚରମ ନିଷ୍ପତ୍ତି ନେଲେ ଯୁବକ । ‘ତେରେ ବିନା ମରଜାୱାଁ’ ଗୀତରେ ରିଲ୍ କରି ବିଷ ପିଇଦେଲେ ।
ପ୍ରେମିକାର ଭାଇ ତାକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ।
ବିବାହ ପରେ ସ୍ୱାମୀ ଓ ସ୍ତ୍ରୀଙ୍କ ପାରିବାରିକ ସଂସାର ଠିକ୍ଠାକ୍ ଚାଲିଥିଲା । ସୁକାନ୍ତ ରାଜ୍ୟ ବାହାରେ କାମ କରୁଥିଲେ । ଆଉ ପରିବାର ବେଶ୍ ଭଲରେ ଚଳୁଥିଲା ।
କିଏ କହେ ପ୍ରେମ ତ୍ୟାଗରେ। କିଏ କହେ ଭୋଗରେ। କିଏ ପ୍ରେମ ପାଇଁ ଜୀବନ ଦେଇଦିଏ , କିଏ ପ୍ରେମ ପାଇଁ ଜୀବନ ନେଇଯାଏ। ପୁରାଣରୁ ଇତିହାସ ଯାଏ, ଇତିହାସରୁ ବର୍ତ୍ତମାନ ଯାଏ ଅନେକ କାହାଣୀ ପ୍ରେମର ଏମିତି ଭିନ୍ନ ଭିନ୍ନ ସଂଜ୍ଞା ନିର୍ଦ୍ଧାରଣ କରି ଆସିଛନ୍ତି। ହେଲେ ଏଇ ବୃଦ୍ଧ ଦମ୍ପତିଙ୍କ କାହାଣୀ ଏକ ଭିନ୍ନ ପ୍ରେମର କାହାଣୀ କୁହେ ।
ପ୍ରେମରେ ସବୁ କିଛି ସମ୍ଭବ । କେତେବେଳେ କିଏ କାହାକୁ ଯେ ହୃଦୟ ଦେଇ ବସିବ ସେକଥା କେହି କହିପାରିବେ ନାହିଁ ।