ପାଣିରେ ଉବୁଟୁବୁ କୋଲାକତା । ଲଗାଣ ବର୍ଷାରେ ବେହାଲ ସିଟି ଅଫ ଜୟ । ସଲ୍ଟ ଲେକ୍, ପାର୍କ ଷ୍ଟିଟ୍, ଟଲିଗଞ୍ଜ ଭଳି ଏକାଧିକ ଅଞ୍ଚଳରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି । ବିଶେଷ ଭାବେ ହାୱଡା ଅଞ୍ଚଳରେ ସ୍ଥିତି ବିଗିଡ଼ିଛି ।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା। ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଓ୍ବାର୍ଣ୍ଣିଂ।
ଆସନ୍ତା ୨୮ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୯ ତାରିଖ ଯାଏ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର: ପ୍ରବଳ ବର୍ଷିବ । ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ । ଲଘୁଚାପଜନିତ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲାଗୁଡ଼ିକୁ ବର୍ଷା ପାଇଁ ସତର୍କ ରହିବାକୁ…