• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Lpg Price

6 changes from April 1st
ଗ୍ୟାସ ଦରରୁ କ୍ରେଡିଟ୍ କାର୍ଡ ଯାଏ...ଏପ୍ରିଲ ପହିଲାରୁ ହେବ ଏହି ୬ଟି ପରିବର୍ତ୍ତନ

ଆଇସିଆଇସିଆଇ ବ୍ୟାଙ୍କ କ୍ରେଡିଟ କାର୍ଡ ଅଧୀନରେ ତିନି ମାସରେ ୩୫ ହଜାର ଟଙ୍କା କିମ୍ବା ଅଧିକ ଖର୍ଚ୍ଚ କଲେ ଏୟାରପୋର୍ଟ ଲାଉଞ୍ଜ ଏକସେସ୍ ସୁବିଧା ପ୍ରଦାନ କରାଯିବ। ସେହିପରି ଆକ୍ସିସ୍ ବ୍ୟାଙ୍କ କ୍ରେଡିଟ୍ କାର୍ଡରେ ଗ୍ୟାସ, ବୀମା ଏବଂ ସୁନା କିଣଲେ ରିୱାର୍ଡ ପଏଣ୍ଟ ଦିଆଯିବ ନାହିଁ ।

LPG Gas Cylinder Prices Slashed By Rs 200
ଜନତାଙ୍କୁ ବଡ଼ ଆଶ୍ୱସ୍ତି: ୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦର, ଆଜିଠୁ ନୂଆ ଦର ଲାଗୁ...

ଘରୋଇ LPG ଗ୍ୟାସ୍‌ ସିଲିଣ୍ଡର ଦର ୨୦୦ ଟଙ୍କା ହ୍ରାସ କରିଛନ୍ତି କେନ୍ଦ୍ର ସରକାର। ଆଜିଠାରୁ ଏହି ନୂତନ ପରିବର୍ତ୍ତିତ ଦର ଲାଗୁ ହେବ।

LPG gas cylinder
ରାକ୍ଷୀପୂର୍ଣ୍ଣିମା ଭେଟି : ସମସ୍ତ ଘରୋଇ ଗ୍ୟାସ୍ ସିଲିଣ୍ଡର ଉପରେ ୨୦୦ ଟଙ୍କା ସବସିଡି

ଉଜ୍ଜ୍ବଳା ଯୋଜନା ଉପଭୋକ୍ତାକୁ ମିଳିବ ମୋଟ ୪ଶହ ଟଙ୍କା ସବ୍ ସିଡି। ପୂର୍ବରୁ ମିଳୁଥିବା ୨୦୦ ଏବଂ ଏବେର ୨୦୦ ମିଶାଇ ମୋଟ ୪୦୦ ଟଙ୍କା ସବସିଡି ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି।

LPG Cylinder Prices
ଶସ୍ତା ହେଲା ରୋଷେଇ ଗ୍ୟାସ୍‌ : କମର୍ସିଆଲ LPG ଗ୍ୟାସ୍‌ ସିଲିଣ୍ଡର ଦାମ୍‌ କମିଲା

୧୭୧ ଟଙ୍କା ଶସ୍ତା ହେଲା କମର୍ସିଆଲ LPG ଗ୍ୟାସ୍‌ ସିଲିଣ୍ଡର । ହେଲେ ଘରୋଇ ବ୍ୟବହାର ସିଲିଣ୍ଡର ଦାମ୍‌ ଅପରିବର୍ତ୍ତିତ ରହିଥିବା ସୂଚନା ।

LPG
ଖୁସି ଖବର ! କମିଲା LPG ଦର

ଘରୋଇ ସିଲିଣ୍ଡର ଦରରେ କୌଣସି ପରିବର୍ତ୍ତନ ହୋଇ ନଥିବା ସୂଚନା ।

LPG Cylinder Price Hiked
ମାସ ଆରମ୍ଭରୁ ମହଙ୍ଗା ମାଡ଼: ବଢ଼ିଲା LPG ସିଲିଣ୍ଡର ଦର

ବଢ଼ିଲା LPG ସିଲିଣ୍ଡର ଦର। ଉଭୟ ଘରୋଇ ଓ କମର୍ସିଆଲ LPG ସିଲିଣ୍ଡର ଦର ବୃଦ୍ଧି ପାଇଛି।

Commercial LPG Cylinder Price Hike
ବର୍ଷ ଆରମ୍ଭରୁ ଜନତାଙ୍କୁ ଝଟ୍‌କା, ମହଙ୍ଗା ହେଲା LPG ସିଲିଣ୍ଡର୍‌

ନୂଆବର୍ଷ ଆରମ୍ଭରୁ ଅଏଲ୍‌ ମାର୍କେଟିଂ କମ୍ପାନୀ ଗୁଡ଼ିକ ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଇଛନ୍ତି। ବର୍ଷ ୨୦୨୩ ଆରମ୍ଭରୁ ଏଲ୍‌ପିଜି ସିଲିଣ୍ଡର( LPG Cylinder) ଦର ବୃଦ୍ଧି ପାଇଛି।

Gas Cylinder
ଗେହଲଟଙ୍କ ବଡ଼ ଘୋଷଣା ! ଏଣିକି ୫୦୦ ଟଙ୍କାରେ ମିଳିବ ରନ୍ଧନ ଗ୍ୟାସ

ଏବେ ସାରା ଦେଶରେ ତଥା ଆମ ରାଜ୍ୟରେ ଗ୍ୟାସ୍ ଦର ହଜାରେ ଟଙ୍କା ପରେ ରହିଥିବା ବେଳେ ରାଜସ୍ଥାନରେ ଏପ୍ରିଲ୍‌ରୁ ୫୦୦ ଟଙ୍କାରେ ମିଳିବ ଗ୍ୟାସ ।

Know The LPG Gas Cylinder Price For December 2022
ଜାଣନ୍ତୁ, LPG ଗ୍ୟାସ୍‌ ସିଲିଣ୍ଡର ଶସ୍ତା ହେଲା ନା ମହଙ୍ଗା...

ଗତ କିଛିମାସ ହେବ ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡର ଦର(LPG Cylinder Price)ରେ ଗ୍ରାହକଙ୍କୁ କୌଣସି ଆଶ୍ୱସ୍ତି ମିଳିନାହିଁ। ଚଳିତ ମାସରେ ମଧ୍ୟ ସରକାରୀ ତୈଳ କମ୍ପାନୀ ଗ୍ୟାସ୍‌ ସିଲିଣ୍ଡର ଦରରେ କୌଣସି ବୃଦ୍ଧି କରି ନାହାନ୍ତି।

Commercial LPG Cylinder Price Reduced
କମିଲା ଏଲ୍‌ପିଜି ସିଲିଣ୍ଡର ଦାମ୍

ପୂର୍ବରୁ ଅକ୍ଟୋବର ୧ରେ ସିଲିଣ୍ଡରର ଦାମ ୨୫ ଟଙ୍କା ଶସ୍ତା ହୋଇଥିଲା।

GAS
ନଭେମ୍ବରରୁ ବଦଳିବ ଏହି ୫ ନିୟମ, ଜାଣନ୍ତୁ କ’ଣ..

ଆସନ୍ତୁ ଜାଣିବା କ’ଣ ଏହି ସବୁ ନିୟମ । ତାହା କେମିତି ଆମ ଦୈନନ୍ଦିନ ଜୀବନ ଉପରେ ପ୍ରଭାବ ପକାଇବ ।

Commercial Cooking Gas Cylinder Prices Cut
ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି: ଆହୁରି ଶସ୍ତା ହେଲା LPG ଗ୍ୟାସ୍‌

ଭାରତୀୟ ତୈଳ ମାର୍କେଟିଂ କମ୍ପାନୀ କମର୍ସିଆଲ୍‌ LPG ସିଲିଣ୍ଡର(LPG Cylinders Price) ଦାମ୍‌ ହ୍ରାସ କରିଛନ୍ତି। ଜାତୀୟ ରାଜଧାନୀ ଦିଲ୍ଲୀରେ କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌ ୨୫ ଟଙ୍କା ୫୦ ପଇସା ହ୍ରାସ ପାଇଛି।

Commercial LPG Cylinder Price Reduced
ମହଙ୍ଗା ମାଡ଼ ଭିତରେ ସାଧାରଣଜନତାଙ୍କୁ ବଡ଼ ଆଶ୍ୱସ୍ତି: ପୁଣି କମିଲା LPG ଗ୍ୟାସ୍‌ ଦାମ୍‌

ଆଜିଠୁ ଅର୍ଥାତ୍‌ ସେପ୍ଟେମ୍ବର ୧ରୁ LPG ସିଲିଣ୍ଡର ଦାମ୍‌ ହ୍ରାସ ପାଇଛି। ତେବେ ୧୪.୨ କିଲୋ ଘରୋଇ LPG ସିଲିଣ୍ଡର ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ। 

LPG cylinder prices slashed from today
ମାସ ଆରମ୍ଭରୁ ଗ୍ରାହକଙ୍କ ପାଇଁ ଖୁସି ଖବର: ପୁଣି କମିଲା LPG ଗ୍ୟାସ୍‌ ଦାମ୍‌

ପୁଣି କମିଲା କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌। ଅଏଲ୍‌ ମାର୍କେଟିଂ କମ୍ପାନୀ ଗୁଡ଼ିକ ଆଜିଠୁ କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌ ହ୍ରାସ ନେଇ ଘୋଷଣା କରିଛନ୍ତି। 

Commercial LPG cylinder price reduced across India
ଆହୁରି ଶସ୍ତା ହେଲା LPG ଗ୍ୟାସ୍‌

ଗତ ମାସରେ ତୈଳ କମ୍ପାନୀ ଗୁଡ଼ିକ କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌ କମ୍‌ କରିଥିବା ବେଳେ ଚଳିତ ମାସ ଆରମ୍ଭରୁ ପୁଣି ଏହି ଦାମ୍‌ ହ୍ରାସ ପାଇଛି। ଆଜିଠୁ ନୂଆ ଦର ଲାଗୁ ହୋଇଛି।

Commercial LPG cylinder gets cheaper
ସାଧାରଣଜନତାଙ୍କ ପାଇଁ ଖୁସି ଖବର ! ପେଟ୍ରୋଲ ଓ ଡିଜେଲ ପରେ ଶସ୍ତା ହେଲା LPG ଗ୍ୟାସ୍‌

ଶସ୍ତା ହେଲା LPG ଗ୍ୟାସ୍‌ ସିଲିଣ୍ଡର ଦାମ୍‌। ଆଜି ତୈଳ କମ୍ପାନୀ ଗୁଡ଼ିକ କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌ କମ୍‌ କରିଛନ୍ତି। ୧୯ କିଲୋ ଏଲ୍‌ପିଜି ସିଲିଣ୍ଡର ଦାମ୍‌ ୧୩୫ ଟଙ୍କା ଶସ୍ତା ହୋଇଛି।

lpg price increased
ପୁଣି ବଢିଲା ଏଲପିଜି ସିଲିଣ୍ଡର ଦାମ୍‌

ପୁଣି ଲପିଜି ଗ୍ୟାସ ଦର ବୃଦ୍ଧି ପାଇଛି। ଦେଢ ବର୍ଷ ମଧ୍ୟରେ ୧୧ ଥର ରୋଷେଇ ଗ୍ୟାସ ବୃଦ୍ଧି ପାଇଲାଣି । ଏଲପିଜି ଗ୍ୟାସ ବୃଦ୍ଧି ପାଇବାରୁ ରୋଷେଇ ଘର ବଜେଟ ଉପରେ ଚାପ ବଢି ଯାଇଛି।