ହ୍ରାସ ପାଇଲା ଗ୍ୟାସ ସିଲିଣ୍ଡର ଦର। ଶନିବାର ଦେଶରେ ନୂଆ ଦର ଲାଗୁ ହୋଇଥିବା ବେଳେ ସିଲିଣ୍ଡର ଉପରେ ୩୦ ଟଙ୍କା ହ୍ରାସ ପାଇଛି।
ଆଇସିଆଇସିଆଇ ବ୍ୟାଙ୍କ କ୍ରେଡିଟ କାର୍ଡ ଅଧୀନରେ ତିନି ମାସରେ ୩୫ ହଜାର ଟଙ୍କା କିମ୍ବା ଅଧିକ ଖର୍ଚ୍ଚ କଲେ ଏୟାରପୋର୍ଟ ଲାଉଞ୍ଜ ଏକସେସ୍ ସୁବିଧା ପ୍ରଦାନ କରାଯିବ। ସେହିପରି ଆକ୍ସିସ୍ ବ୍ୟାଙ୍କ କ୍ରେଡିଟ୍ କାର୍ଡରେ ଗ୍ୟାସ, ବୀମା ଏବଂ ସୁନା କିଣଲେ ରିୱାର୍ଡ ପଏଣ୍ଟ ଦିଆଯିବ ନାହିଁ ।
ଘରୋଇ LPG ଗ୍ୟାସ୍ ସିଲିଣ୍ଡର ଦର ୨୦୦ ଟଙ୍କା ହ୍ରାସ କରିଛନ୍ତି କେନ୍ଦ୍ର ସରକାର। ଆଜିଠାରୁ ଏହି ନୂତନ ପରିବର୍ତ୍ତିତ ଦର ଲାଗୁ ହେବ।
ଉଜ୍ଜ୍ବଳା ଯୋଜନା ଉପଭୋକ୍ତାକୁ ମିଳିବ ମୋଟ ୪ଶହ ଟଙ୍କା ସବ୍ ସିଡି। ପୂର୍ବରୁ ମିଳୁଥିବା ୨୦୦ ଏବଂ ଏବେର ୨୦୦ ମିଶାଇ ମୋଟ ୪୦୦ ଟଙ୍କା ସବସିଡି ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି।
୧୭୧ ଟଙ୍କା ଶସ୍ତା ହେଲା କମର୍ସିଆଲ LPG ଗ୍ୟାସ୍ ସିଲିଣ୍ଡର । ହେଲେ ଘରୋଇ ବ୍ୟବହାର ସିଲିଣ୍ଡର ଦାମ୍ ଅପରିବର୍ତ୍ତିତ ରହିଥିବା ସୂଚନା ।
ବଢ଼ିଲା LPG ସିଲିଣ୍ଡର ଦର। ଉଭୟ ଘରୋଇ ଓ କମର୍ସିଆଲ LPG ସିଲିଣ୍ଡର ଦର ବୃଦ୍ଧି ପାଇଛି।
ନୂଆବର୍ଷ ଆରମ୍ଭରୁ ଅଏଲ୍ ମାର୍କେଟିଂ କମ୍ପାନୀ ଗୁଡ଼ିକ ଗ୍ରାହକଙ୍କୁ ବଡ଼ ଝଟ୍କା ଦେଇଛନ୍ତି। ବର୍ଷ ୨୦୨୩ ଆରମ୍ଭରୁ ଏଲ୍ପିଜି ସିଲିଣ୍ଡର( LPG Cylinder) ଦର ବୃଦ୍ଧି ପାଇଛି।
ଏବେ ସାରା ଦେଶରେ ତଥା ଆମ ରାଜ୍ୟରେ ଗ୍ୟାସ୍ ଦର ହଜାରେ ଟଙ୍କା ପରେ ରହିଥିବା ବେଳେ ରାଜସ୍ଥାନରେ ଏପ୍ରିଲ୍ରୁ ୫୦୦ ଟଙ୍କାରେ ମିଳିବ ଗ୍ୟାସ ।
ଗତ କିଛିମାସ ହେବ ଏଲ୍ପିଜି ଗ୍ୟାସ୍ ସିଲିଣ୍ଡର ଦର(LPG Cylinder Price)ରେ ଗ୍ରାହକଙ୍କୁ କୌଣସି ଆଶ୍ୱସ୍ତି ମିଳିନାହିଁ। ଚଳିତ ମାସରେ ମଧ୍ୟ ସରକାରୀ ତୈଳ କମ୍ପାନୀ ଗ୍ୟାସ୍ ସିଲିଣ୍ଡର ଦରରେ କୌଣସି ବୃଦ୍ଧି କରି ନାହାନ୍ତି।
ଆସନ୍ତୁ ଜାଣିବା କ’ଣ ଏହି ସବୁ ନିୟମ । ତାହା କେମିତି ଆମ ଦୈନନ୍ଦିନ ଜୀବନ ଉପରେ ପ୍ରଭାବ ପକାଇବ ।
ଭାରତୀୟ ତୈଳ ମାର୍କେଟିଂ କମ୍ପାନୀ କମର୍ସିଆଲ୍ LPG ସିଲିଣ୍ଡର(LPG Cylinders Price) ଦାମ୍ ହ୍ରାସ କରିଛନ୍ତି। ଜାତୀୟ ରାଜଧାନୀ ଦିଲ୍ଲୀରେ କମର୍ସିଆଲ୍ LPG ସିଲିଣ୍ଡର ଦାମ୍ ୨୫ ଟଙ୍କା ୫୦ ପଇସା ହ୍ରାସ ପାଇଛି।
ଆଜିଠୁ ଅର୍ଥାତ୍ ସେପ୍ଟେମ୍ବର ୧ରୁ LPG ସିଲିଣ୍ଡର ଦାମ୍ ହ୍ରାସ ପାଇଛି। ତେବେ ୧୪.୨ କିଲୋ ଘରୋଇ LPG ସିଲିଣ୍ଡର ଦାମ୍ରେ କୌଣସି ପରିବର୍ତ୍ତନ ହୋଇନାହିଁ।
ପୁଣି କମିଲା କମର୍ସିଆଲ୍ LPG ସିଲିଣ୍ଡର ଦାମ୍। ଅଏଲ୍ ମାର୍କେଟିଂ କମ୍ପାନୀ ଗୁଡ଼ିକ ଆଜିଠୁ କମର୍ସିଆଲ୍ LPG ସିଲିଣ୍ଡର ଦାମ୍ ହ୍ରାସ ନେଇ ଘୋଷଣା କରିଛନ୍ତି।
ଗତ ମାସରେ ତୈଳ କମ୍ପାନୀ ଗୁଡ଼ିକ କମର୍ସିଆଲ୍ LPG ସିଲିଣ୍ଡର ଦାମ୍ କମ୍ କରିଥିବା ବେଳେ ଚଳିତ ମାସ ଆରମ୍ଭରୁ ପୁଣି ଏହି ଦାମ୍ ହ୍ରାସ ପାଇଛି। ଆଜିଠୁ ନୂଆ ଦର ଲାଗୁ ହୋଇଛି।
ଶସ୍ତା ହେଲା LPG ଗ୍ୟାସ୍ ସିଲିଣ୍ଡର ଦାମ୍। ଆଜି ତୈଳ କମ୍ପାନୀ ଗୁଡ଼ିକ କମର୍ସିଆଲ୍ LPG ସିଲିଣ୍ଡର ଦାମ୍ କମ୍ କରିଛନ୍ତି। ୧୯ କିଲୋ ଏଲ୍ପିଜି ସିଲିଣ୍ଡର ଦାମ୍ ୧୩୫ ଟଙ୍କା ଶସ୍ତା ହୋଇଛି।
ପୁଣି ଲପିଜି ଗ୍ୟାସ ଦର ବୃଦ୍ଧି ପାଇଛି। ଦେଢ ବର୍ଷ ମଧ୍ୟରେ ୧୧ ଥର ରୋଷେଇ ଗ୍ୟାସ ବୃଦ୍ଧି ପାଇଲାଣି । ଏଲପିଜି ଗ୍ୟାସ ବୃଦ୍ଧି ପାଇବାରୁ ରୋଷେଇ ଘର ବଜେଟ ଉପରେ ଚାପ ବଢି ଯାଇଛି।