ଷ୍ଟ୍ରୋକ୍ ପୀଡିତ ଏବଂ ଅନ୍ୟମାନେ ଯେଉଁମାନେ କଥା କହିବାର କ୍ଷମତା ହରାଇଛନ୍ତି, ଏହି ଟେକ୍ନୋଲୋଜିରୁ ସେମାନେ ଉପକୃତ ହୋଇପାରିବେ, ସେମାନଙ୍କୁ ସେମାନଙ୍କ ଭାବନା ପ୍ରକାଶ କରିବା ସହ ଅନ୍ୟମାନଙ୍କ ସହିତ ଯୋଗାଯୋଗ କରିବାର ମାଧ୍ୟମ ହୋଇପାରିବ।
ବିଷ ସ୍ପ୍ରେ ମେସିନ ବଣ୍ଟନରେ ଅନିୟମିତତା। ଆଦିବାସୀ ଅଧ୍ୟୁଷିତ ନୀଳଗିରି ଆଇଟିଡିଏ କାର୍ଯ୍ୟାଳୟରେ ଦୁର୍ନୀତିର ଗନ୍ଧ। ବିଷ ସ୍ପ୍ରେ ମେସିନ ଯୋଗାଣ ନେଇ କାଗଜପତ୍ରରେ ହୋଇଛି ବିଲ୍। ମାତ୍ର ଚାଷୀଙ୍କୁ ଏଯାଏଁ ମେସିନ ମିଳିନଥିବା ଅଭିଯୋଗ ହୋଇଛି।