ପବିତ୍ର ମାଘ ସପ୍ତମୀରେ ହଜାର ହଜାର ଶ୍ରଦ୍ଧାଳୁ ଚନ୍ଦ୍ରଭାଗାରେ ବୁଡ଼ ପକାଇ ପୂଣ୍ୟ ଅର୍ଜନ କରିଛନ୍ତି। ଏନେଇ ଚନ୍ଦ୍ରଭାଗାରେ ପ୍ରବଳ ଜନସମାଗମ ଦେଖାଦେଇଥିଲା। ମହାପ୍ରଭୁଙ୍କ ମହାସ୍ନାନ ପରେ ପରେ ଭୋର ୪ଟା ୪୧ରେ ଶ୍ରଦ୍ଧାଳୁମାନେ ମାଘବୁଡ଼ ପକାଇ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି।
ପବିତ୍ର ମାଘ ସପ୍ତମୀ ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ଚନ୍ଦ୍ରଭାଗାରେ ବୁଡ଼ ପକାଇ ପୂଣ୍ୟ ଅର୍ଜନ କରିଛନ୍ତି। ମହାପ୍ରଭୁଙ୍କ ମହାସ୍ନାନ ପରେ ପରେ ଭୋର ୪ଟା ୪୧ରେ ଶ୍ରଦ୍ଧାଳୁମାନେ ମାଘବୁଡ଼ ପକାଇ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି।
ଆଜି ପବିତ୍ର ମାଘ ସପ୍ତମୀ । କୋଭିଡ କଟକଣା ମଧ୍ୟରେ ବିନା ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ ଅନୁଷ୍ଠିତ ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଚନ୍ଦ୍ରଭାଗା ତୀର୍ଥ ପଡିଆକୁ ଶ୍ରଦ୍ଧାଳୁମାନଙ୍କ ପ୍ରବେଶ ଉପରେ କଟକଣା ରହିଛି । କାଲି ଅପରାହ୍ନ ୪ ଟାରୁ ଆଜି ୧୧ଟା ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି ।
ଆଜି ମଣ୍ଡପରେ ଜଗତଜନନୀ ମାଆ ଦୁର୍ଗାଙ୍କ ସପ୍ତମୀ ପୂଜା । ଗତକାଲି ଷଷ୍ଠୀରେ ମାଆଙ୍କୁ ବିଲ୍ବବରଣ କରାଯାଇ ପାଛୋଟି ଅଣାଯାଇଥିଲା ।