ମହା ବିଷୁବ ସଂକ୍ରାନ୍ତିରୁ ଆରମ୍ଭ ହୁଏ ଓଡ଼ିଆ ନୂଆବର୍ଷ। ଓଡ଼ିଆଙ୍କର ପ୍ରକୃତ ନୂଆବର୍ଷ ଜାନୁଆରୀ ୧ ନୁହେଁ, ଏପ୍ରିଲ ୧୪। ଏହିଦିନ ଓଡ଼ିଆଙ୍କର ଅନେକ ନୂଆକଥା ଆରମ୍ଭ ହୋଇଥାଏ। ତା ସହିତ ଏକାଧିକ ପର୍ବ ମଧ୍ୟ ଏହିଦିନ ପଡ଼ିଥାଏ।
ଓଡ଼ିଆ ପରମ୍ପରା ଅନୁଯାୟୀ ପଣା ସଂକ୍ରାନ୍ତି ଠାରୁ ନୂଆ ବର୍ଷ ଆରମ୍ଭ ହୋଇଥାଏ। ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଇଥାଏ। ଏହି ଦିନ ବେଲ ଆଦି ପଣା ତିଆରି କରି ପିଆଯାଏ। ଆସନ୍ତୁ ଜାଣିବା ଏହା ପଛରେ ଥିବା ବୈଜ୍ଞାନିକ କାରଣ।
ପିଠିରେ ଲାଗିଥିବା କଣ୍ଟାରେ ରଶି ଲଗାଇ ଭକ୍ତଙ୍କ ଆଡକୁ ମୁହଁ କରି ଘୁରିଥାନ୍ତି ଏହି ମାନସିକଧାରୀ । ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଭୀମପୁର ଗାଁରେ କାହିଁ କେଉଁ କାଳରୁ ଏଭଳି ପରମ୍ପରା ଚାଲି ଆସୁଛି ।