• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Mahanadi

Flood expected in the Mahanadi river tomorrow | Latest Updates
ଆସନ୍ତାକାଲି ମହାନଦୀରେ ଆସିପାରେ ବନ୍ୟା

ମହାନଦୀରେ ଆସିପାରେ ବନ୍ୟା। ଆସନ୍ତାକାଲି କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ ଏକ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି । ଏନେଇ SRC ପ୍ରଦୀପ ଜେନା ସୂଚନା ଦେଇଛନ୍ତି।

Hirakud Dam
ଫୁଲୁଛି ମହାନଦୀ, ୨୪ଟି ଗେଟ୍ ଦେଇ ହୀରାକୁଦରୁ ବନ୍ୟା ଜଳ ନିଷ୍କାସନ ଜାରି

ହୀରାକୁଦ ଡ୍ୟାମ୍‌ରୁ ଗତକାଲି ରାତି ସୁଦ୍ଧା ୨୪ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଆଜି ସକାଳ ୬ଟା ସୁଦ୍ଧା ମିଳିଥିବା ସୂଚନା ଅନୁସାରେ, ଏବେ ହୀରାକୁଦ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୪ ଲକ୍ଷ ୩୫ ହଜାର ୭୯୪ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ୪ ଲକ୍ଷ ୨୩ ହଜାର ୮୯ କ୍ୟୁସେକ୍‌ ବନ୍ୟା ଜଳ ନିଷ୍କାସନ ହେଉଛି।

Flood Water Munduli
ମହାନଦୀରେ ଛୋଟ ବା ମଧ୍ୟମ ଧରଣର ବନ୍ୟା ଆଶଙ୍କା

ମହାନଦୀରେ ଏକ ଛୋଟ ବା ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି। ଏନେଇ SRC ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି।ହୀରାକୁଦ ଓ ମହାନଦୀର ଜଳସ୍ତର ନେଇ SRC ସୂଚନା ଦେଇଛନ୍ତି, ହୀରାକୁଦ ତଳ ମୁଣ୍ଡରେ ବର୍ଷା କମିଛି। ହେଲେ ଉପର ମୁଣ୍ଡରେ ପ୍ରବଳ ବର୍ଷା ହୋଇଛି। 

mahanadi
୨ ବର୍ଷ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର: ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲର ଅବଧି । ଅହୁରି ୨ବର୍ଷ ପର୍ଯ୍ୟନ୍ତ ଟ୍ରିବ୍ୟୁନାଲ ଅବଧିକୁ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଜଳ ସଂପଦ ନଦୀ ବିକାଶ ଓ ଗଙ୍ଗା ସରକ୍ଷଣ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି ।…