ନେତାଏ କାନ ଖୋଲି ଶୁଣନ୍ତୁ..ଏମାନେ ହେଲେ କଟକ ଜିଲ୍ଲା ମାହାଙ୍ଗା ବ୍ଲକ ଗୋପାଳପୁର ବେଗୁନିଆପଦା ଗାଁର ଲୋକ.. ଆପଣଙ୍କର ଭୂମିହୀନ ଭୋଟର୍..
ମାହାଙ୍ଗାରେ ସମର୍ଥକ-ବିରୋଧୀ ସଂଘର୍ଷରେ ୨ ଆହତ । ପ୍ରତାପ ଜେନାଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି ।
କ’ଣ ଥିଲା ତତ୍କାଳୀନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଭୂମିକା ? ଗୁମର ଖୋଲିବ ବହୁଚର୍ଚ୍ଚିତ Call Details Report ତଥା CDR ।
ମାମଲା ଚାଲୁ ରଖିବାକୁ ସାଲେପୁର JMFCଙ୍କ ନିର୍ଦ୍ଦେଶ । ମାମଲା ଭୁବନେଶ୍ବର ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତର ।
ମୃତ ଛାତ୍ରୀଙ୍କ ଏକ ଭାଇରାଲ୍ ଚିଠି ଓ କ୍ରୀଡ଼ା ଶିକ୍ଷକଙ୍କ ମା’ଙ୍କ ସହ ବିଜେଡିରୁ ନିଲମ୍ବିତ ନେତା ଶରତ ନାୟକଙ୍କ ଅଡିଓ ଭାଇରାଲ୍ ପରଠୁ ଉଠୁଥିବା ଏଭଳି ନାନା ପ୍ରଶ୍ନ ଭିତରେ ପ୍ରଥମେ ଶରତ ନାୟକଙ୍କୁ ପଚରାଉଚରା କରିଥିଲା କଟକ ଗ୍ରାମାଞ୍ଚଳ ପୋଲିସ ।
ଠାକୁରଙ୍କ ସାମ୍ନାରେ ହାଣ୍ଡି ହାଣ୍ଡି ଭୋଗରାଗ ସଜେଇ ରଖାଯାଇଥାଏ । ଧାଡ଼ିକି ଧାଡ଼ି ବିମାନ ଦଣ୍ଡାୟମାନ ।
କଟକ ମାହାଙ୍ଗାରେ ସମ୍ପତ୍ତି ପାଇଁ ସାନ ଭାଇର ସୀମାପାର ନୃଶଂସତା । କ୍ଷଣିକ ଆକ୍ରୋଶରେ ପାଞ୍ଚ ପାଞ୍ଚ ଜଣଙ୍କୁ ହତ୍ୟା କରି ବଡ଼ ଭାଇର ପୁରା ପରିବାରକୁ ନିଶ୍ଚିହ୍ନ କରିଦେଲା ସାନ ଭାଇ ।
ପୈତୃକ ସମ୍ପତ୍ତି ବିବାଦରୁ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । ଏହି ଗଣହତ୍ୟା ପଛରେ ଯେଉଁ ଜାଗାବାଡ଼ି ବିବାଦ କଥା ଉଠୁଛି, ଏବେ ବି ସମସ୍ତଙ୍କ ମୁହଁରୁ ସେହି ସମାନ କଥା ଶୁଣିବାକୁ ମିଳିଛି ।
ମଞ୍ଚ ଉପରେ ଚେୟାରରେ ବସିଥିବା ବେଳେ ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପରକୁ ଚପଲ ଫିଙ୍ଗିଲେ ଯୁବକ। ତା’ବି ପୁଣି ନିଜ ନିର୍ବାଚନମଣ୍ଡଳୀରେ। ଯାହାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି।
ସେମାନେ ଗୋଟିଏ ଅର୍କେଷ୍ଟ୍ରା ପାର୍ଟିର ସମସ୍ୟ। ସମସ୍ତେ ସୁନ୍ଦର ଗାଆନ୍ତି ଓ ବାଦ୍ୟ ବଜାନ୍ତି। ବିଭିନ୍ନ ଆଡ଼େ ପ୍ରୋଗ୍ରାମ ପାଇଁ ଯାଆନ୍ତି।