ମାହାଙ୍ଗା ଡବଲ ମର୍ଡର ମାମଲାରେ ଆସିଲା ବଡ଼ ରାୟ । ୯ ଜଣ ଦୋଷୀଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ସାଲେପୁର ଏଡିଜେ ।
ମାହାଙ୍ଗା ଡବଲ ମର୍ଡର ମାମଲାରେ ଗତ ୩୧ ତାରିଖ ହାଇକୋର୍ଟ ଯାଇଥିଲେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଜେନା । ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ପ୍ରତାପ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।
ଗତ ମାସ ୧୫ ତାରିଖରେ କଗନିଜେନ୍ସ ଗ୍ରହଣ କରିଥିଲେ ସାଲେପୁର JMFC କୋର୍ଟ । ହତ୍ୟା (୩୦୨) ଅପରାଧିକ ଷଡ଼ଯନ୍ତ୍ର (୧୨୦ ବି) ଏବଂ ଧମକ (୫୦୬) ଆଦି ଦଫାରେ ଆପାତତଃ ବିଚାରଯୋଗ୍ୟ ତଥ୍ୟ ରହିଥିବା କୋର୍ଟ କହିଥିଲେ ।
ଗତ ୨୦୨୧ ଜାନୁଆରୀ ୨ରେ ବିଜେପି ନେତା କୁଳମଣି ଓ ତାଙ୍କ ସହଯୋଗୀ ଦିବ୍ୟସିଂହଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା।
ପୁଣି ଉଠିଲା ମାହାଙ୍ଗା ଡବଲ ମର୍ଡର ଘଟଣା । ଘଟଣାକୁ ବର୍ଷେ ପୁରିଲା ହେଲେ ମାମଲା ଯେଉଁଠି ଥିଲା ସେଇଠି ଅଛି । ମୁଖ୍ୟମନ୍ତ୍ରୀଙ୍କୁ ଏଭଳି କଡ଼ା ସମାଲୋଚନା କରିଛନ୍ତି କେନ୍ଦ୍ର ଉଚ୍ଚ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ମାହାଙ୍ଗା ଡବଲ ମର୍ଡର ମାମଲାରେ ପୁନଃ ତଦନ୍ତ ରିପୋର୍ଟ ଦାଖଲ ପାଇଁ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ସାଲେପୁର JMFC କୋର୍ଟ । ମାମଲାର ଶୁଣାଣି କରୁଥିବା ସାଲେପୁର JMFC କୋର୍ଟ ଗତ ୨୯ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।