• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Mahanga Quintuple Murder

Mahanga Mass Murder
ମାହାଙ୍ଗା ଗଣହତ୍ୟା ମାମଲା: ପୋଷ୍ଟମର୍ଟମ ରିପୋର୍ଟରୁ ମିଳିଲା ଚାଞ୍ଚଲ୍ୟକର ତଥ୍ୟ

କଟକ ଜିଲ୍ଲା ମାହାଙ୍ଗା ଗଣହତ୍ୟାର ପୋଷ୍ଟମର୍ଟମ ରିପୋର୍ଟ ଆସିଛି। ସମସ୍ତ ମୃତକଙ୍କର ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ସହ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଥିବା ଏଥିରୁ ଜଣାପଡ଼ିଛି। ହତ୍ୟାକାଣ୍ଡ ବେଳେ ସମସ୍ତେ ପ୍ରତିରୋଧ କରିଥିବା ରିପୋର୍ଟରୁ ସୂଚନା ମିଳଛି।

Mahanga Quintuple Murder
ମୁଁ ଶିବ ସାହୁ, ମୁଁ ହତ୍ୟାକାରୀ

ପ୍ରତିଶୋଧ ନେଇଛି ସମ୍ପତ୍ତି ବିବାଦର । ମୁଁ ଜଣ ଜଣ କରି ୫ ଜଣଙ୍କୁ କଟୁରୀରେ ହାଣି ହତ୍ୟା କରିଛି । ମୁଁ ହିଁ ବନିଥିଲି ହତ୍ୟାକାରୀ। ମାହାଙ୍ଗା କୁସୁପୁର ଗଣହତ୍ୟାର ମୁଖ୍ୟ ଅଭିଯୁକ୍ତ ଶିବ ସାହୁ ଆଜି ଏଭଳି ଢଙ୍ଗରେ ତଥ୍ୟ ବଖାଣିଛି କ୍ରାଇମସ୍ପଟ୍‌ରେ।

shiba sahu
ପାଞ୍ଚ ଜଣଙ୍କୁ ଏକା ମାରିଥିଲା ଶିବ : ଡେମୋ ଦେଖାଇବା ପରେ ASPଙ୍କ ସୂଚନା

ପ୍ରାରମ୍ଭିକ ତଦନ୍ତ ଆଧାରରେ ହତ୍ୟାକାଣ୍ଡରେ ଏକା ଶିବର ସଂପୃକ୍ତି ରହିଥିବା ଜଣାପଡ଼ିଛି । ଭାଇ ଭାଇର ଶତ୍ରୁତା ଓ ଜମିଜମା ପାଇଁ ଏପରି ନାରକୀୟ କାଣ୍ଡ ଘଟାଇଛି ଅଭିଯୁକ୍ତ ।

Quintuple Murder In Mahanga
‘ଶିବ ୫ ଜଣଙ୍କୁ ମାରିଛି ଶୁଣି ଛାନିଆ ହୋଇଗଲି’

ପୋଲିସ ରିମାଣ୍ଡରେ କଟକ ଜିଲ୍ଲା ମାହାଙ୍ଗା କୁସୁପୁର ଗଣହତ୍ୟା ଘଟଣାର ଅଭିଯୁକ୍ତ ଶିବ ସାହୁ। କୋର୍ଟଙ୍କ ଅନୁମତି ପରେ ଶିବକୁ ଗତକାଲିଠାରୁ ୩ ଦିନ ପାଇଁ ମାହାଙ୍ଗା ପୋଲିସ ରିମାଣ୍ଡରେ ନେଇଛି। ଏସବୁ ଭିତରେ ଏକ ଚାଞ୍ଚଲ୍ୟକର ବୟାନ ସାମ୍ନାକୁ ଆସିଛି। 

Mahanga Quintuple Murder
ପାଞ୍ଚ ଜଣଙ୍କୁ ଘରେ ବନ୍ଦ କରି ଏକା କେମିତି ହତ୍ୟା କଲା ଶିବ ?

୫ ଜଣଙ୍କୁ ନୃଶଂସ ଭାବେ ହାଣିବା ସତ୍ତ୍ୱେ, ଶିବ ଦେହରେ ଟିକିଏ ବି ରକ୍ତ ଲାଗିଲାନି କେମିତି ? ଆଜିକୁ ୨ଦିନ ହେଲା, ସମସ୍ତଙ୍କ ମୁଣ୍ଡରେ ଘୁରିବୁଲୁଛି ଏମିତି ଅସମାହିତ ପ୍ରଶ୍ନ । ଏସବୁ ଭିତରେ ଆଜି ଅଭିଯୁକ୍ତ ଶିବର ପତ୍ନୀ ସେହି କାଳରାତିର କାହାଣୀ ବଖାଣିଛନ୍ତି ।

Mahanga Quintuple Murder
ଏକା ସାଙ୍ଗରେ ୫ ଜଣଙ୍କୁ କେମିତି ମାରିଲା ଶିବ?

ପୈତୃକ ସମ୍ପତ୍ତି ବିବାଦରୁ ତିକ୍ତତା ନେଲା ଭୟଙ୍କର ଭ୍ରାତୃ ବିବାଦର ରୂପ । ଶେଷରେ ସାନ ଭାଇର ସଇତାନୀ କାଣ୍ଡରେ ନିଶ୍ଚିହ୍ନ ହୋଇଗଲା ବଡ଼ ଭାଇର ପରିବାର । ମାହାଙ୍ଗା କୁସୁପୁର ଗଣହତ୍ୟା ପଛରେ ଯେଉଁ ଜାଗାବାଡ଼ି ବିବାଦ କଥା ଉଠୁଛି, ଆଜି ବି ସମସ୍ତଙ୍କ ମୁହଁରୁ ସେହି ସମାନ କଥା ଶୁଣିବାକୁ ମିଳିଛି । ହେଲେ ପାଞ୍ଚ ପାଞ୍ଚ ଜଣ ବ୍ୟକ୍ତିଙ୍କୁ ବନ୍ଦ ଘରେ କେମିତି ଏକୁଟିଆ ହତ୍ୟା କଲା ସାନ ଭାଇ ଶିବ ? ୫ ଜଣଙ୍କୁ ନୃଶଂସ ଭାବେ ହାଣିବା ସତ୍ତ୍ୱେ, ଶିବ ଦେହରେ ଟିକିଏ ବି ରକ୍ତ ଲାଗିଲାନି କେମିତି ?