ସାକ୍ଷୀଙ୍କୁ ପ୍ରଭାବିତ ନ କରିବା ଓ ପାସପୋର୍ଟ ଜମା ପାଇଁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ସ୍ୱତନ୍ତ୍ର ସିବିଆଇ କୋର୍ଟ । ପ୍ରତି ୧୫ ଦିନରେ ତଦନ୍ତ ଅଧିକାରୀଙ୍କୁ ସାକ୍ଷାତ ପାଇଁ ମଧ୍ୟ କଡ଼ା ନିର୍ଦ୍ଦେଶ ରହିଛି ।
ବିଲ୍ଡର୍ ଶିଶିର ଦାସଙ୍କୁ ଜାମିନ ମିଳିଛି । ପାରାଦୀପ ପୋର୍ଟ ଲାଞ୍ଚ କାରବାରରେ ଗିରଫ ହୋଇଥିବା ୭ ଜଣଙ୍କ ମଧ୍ୟରୁ ୬ ଜଣ ବିଚାର ବିଭାଗୀୟ ହାଜତରେ ରହିବେ ।
ମହିମା ମିଶ୍ର ଓ ତାଙ୍କ ପୁଅ ଚନ୍ଦନଙ୍କୁ ମଧ୍ୟ ଜେରା କରିଥିଲା CBI ।
ଶିଳ୍ପପତି ମହିମା ମିଶ୍ର ଓ ତାଙ୍କ ବଡ଼ ପୁଅ ଚନ୍ଦନ ମିଶ୍ର ପୁଣି CBIରେ ହାଜର ହୋଇଛନ୍ତି। ପୁଣି ଥରେ ତାଙ୍କୁ ସିବିଆଇ ଅଫିସରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏବେ ଉଭୟ ବାପା ପୁଅଙ୍କୁ ସିବିଆଇ ଜେରା କରୁଛି।
ଆଜି ସକାଳୁ ମହିମା ମିଶ୍ରଙ୍କ ସାନ ପୁଅ ଚର୍ଚ୍ଚିତ ମିଶ୍ରଙ୍କୁ ଗିରଫ କରିଛି ସିବିଆଇ । ଗିରଫ କରିବା ପରେ ତାଙ୍କୁ କୋର୍ଟ ଚାଲାଣ ମଧ୍ୟ କରିଛି ।
ଶିଳ୍ପପତି ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର ଗିରଫ ହୋଇଛନ୍ତି। ଆଜି ଭୋର୍ରେ ଚର୍ଚ୍ଚିତ ଭୁବନେଶ୍ୱର ସ୍ଥିତ ସିବିଆଇ ଅଫିସରେ ହାଜର ହୋଇଥିଲେ।
ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର CBI କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଲାଞ୍ଚ କାରବାର ମାମଲାର ଅଭିଯୁକ୍ତ ତାଲିକାରେ ଚର୍ଚ୍ଚିତଙ୍କ ନାଁ ରହିଛି।
ଘରୋଇ କମ୍ପାନିକୁ ଅହେତୁକ ଅନୁକମ୍ପା ଅଭିଯୋଗରେ ଚିଫ୍ ମେକାନିକାଲ ଇଞ୍ଜିନିୟର ସରୋଜ ଦାସ ଗିରଫ, OSL DGMଙ୍କ ସହ ଆଉ ୩ ଜଣଙ୍କୁ ବାନ୍ଧିଲା ସିବିଆଇ...
ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍ ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି...
ସିବିଆଇ ନୋଟିସ୍ ପରେ ଆଜି ସେ ସିବିଆଇ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ।