୨୯ ବର୍ଷିୟ ଯବାନ ନାୟକ କେ. କୋଟେଶ୍ୱରା ରେଡ୍ଡୀ ସଂଧ୍ୟା ୬ଟା ସମୟରେ ହାଇଦ୍ରାବାଦ ଗୋଲକୋଣ୍ଡାର ମିଲିଟାରୀ ହସ୍ପିଟାଲକୁ ବାଇକ୍ ଯୋଗେ ଯାଉଥିଲେ ।
ବାଇକରେ ଆସୁଥିବା ବେଳେ ବାଲିକୁଦା ଛକ ନିକଟରେ ସୂତା ଲାଗିଯିବାରୁ ସେମାନଙ୍କ ବେଗରେ ଗଭୀର ଆଘାତ ଲାଗିଛି ।