ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ପକ୍ଷରୁ ମ୍ୟାଲେରିଆ ପାଇଁ ଦ୍ୱିତୀୟ ଟିକା ସୁପାରିସ କରାଯାଇଛି । ଶିଶୁମାନଙ୍କ ମ୍ୟାଲେରିଆ ମୁକାବିଲା ପାଇଁ ବିଶେଷ ଫଳପ୍ରଦ ହେବ ।
ମ୍ୟାଲେରିଆ ପାଇଁ ଭ୍ୟାକ୍ସିନ୍। ମ୍ୟାଲେରିଆ ବିପକ୍ଷରେ ବିଶ୍ୱର ପ୍ରଥମ ଭ୍ୟାକ୍ସିନକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO)ମଞ୍ଜୁରୀ ଦେଇଛି। ମ୍ୟାଲେରିଆ ବିପଦକୁ କମ୍ କରିବା ପାଇଁ ବୈଜ୍ଞାନିକମାନେ ଏହି ଭ୍ୟାକ୍ସିନ୍ ପ୍ରସ୍ତୁତ କରିଛନ୍ତି। ଏହି ଭ୍ୟାକ୍ସିନ୍ ଛୋଟ ପିଲାଙ୍କ ପାଇଁ ପ୍ରସ୍ତୁତ କରାଯାଇଛି।