କାମରେ ନିୟୋଜିତ ୫ରୁ ଅଧିକ ଗାଡି ଜାଳିଦେଇଥିଲେ । କେବଳ ସେତିକି ନୁହେଁ ଘଟଣାସ୍ଥଳରେ ଉପସ୍ଥିତ ରହି କାମ ତଦାରଖ କରୁଥିବା ସୁପରଭାଇଜରଙ୍କୁ ଅପହରଣ କରିନେଇଛନ୍ତି ମାଓବାଦୀ।
ସ୍କୁଲକୁ କିଭଳି ଛାତ୍ରଛାତ୍ରୀ ସୁରକ୍ଷିତ ଭାବେ ଗାଡିରେ ଯାଇପାରିବେ, ସେନେଇ ଆଇନକୁ କଡାକଡି କରିଛନ୍ତି ସରକାର । ହେଲେ ମାଲକାନଗିରି ଜିଲ୍ଲାରେ ଖୋଦ ପ୍ରଶାସନିକ ସ୍କୁଲ ବସ୍ ଆଇନକୁ ଉଲ୍ଲଂଘନ କରି ରାସ୍ତାରେ ଗଡୁଛି । । ଦେଖିନ୍ତୁ ଏହି ରିପୋର୍ଟ ।
ମାଓବାଦୀଙ୍କ ନାଲି ଆଖି ହେଉ କି ଅଧିକ ଆୟର ଲୋଭ, ଗଂଜେଇ ଚାଷ ସମ୍ପୂର୍ଣ୍ଣ ବେଆଇନ୍ ଜାଣିବା ସତ୍ତ୍ୱେ ୟା ସପକ୍ଷରେ ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ପ୍ରଜାମେଳି।
ଦୁର୍ଘଟଣା ପରେ ସେଠାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି।
ସମସ୍ୟା ଜଣାଇବାକୁ ଦୀର୍ଘ ୧୫ କମି ମାଆଙ୍କୁ ଟ୍ରଲିରେ ନେଇ ଜିଲ୍ଲାପାଳଙ୍କ ଅଫିସରେ ପହଂଚିଥିଲେ ଦୀପକ। ରୋଗୀଣା ମାଆକୁ ଟ୍ରଲିରେ ନେଇ ଜିଲ୍ଲାପାଳଙ୍କ ପାଖରେ ଗୁହାରୀ କଲା ପୁଅ।
କରୋନା ମହାମାରୀ ଯୋଗୁଁ ଏମିତିକା ଗଲା ଦେଢ଼ବର୍ଷ ହେଲା ଲକଡାଉନ୍-ସଟଡାଉନ୍ ଯନ୍ତ୍ରଣା ଭିତରେ ରୋଜଗାର କମୁଥିବାବେଳେ, ମହଙ୍ଗା ତେଲ ମାଡ଼ ଯେମିତି ଜନତାଙ୍କୁ ଆକ୍ତାମାକ୍ତା କରିଦେଲାଣି।
ମାଲକାନଗିରି ମୋଟୁ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ। ପ୍ରବଳରୁ ଅତି ପ୍ରବଳ ବର୍ଷା କାରଣରୁ ବ୍ରିଜ୍ ଉପରେ ୨ଫୁଟରୁ ଅଧିକ ଉଚ୍ଚତାର ପାଣି ପ୍ରବାହିତ ହେଉଛି । ଗୁଲାବ୍ ଗଲାପରେ ସ୍ଥିତି ବିଗିଡିବାରେ ଲାଗିଛି। ସରକାରଙ୍କ ତରଫରୁ ଏନେଇ ସଚେତନତା ଜାରି କରାଯାଇଛି।