ଦୁଇ ବର୍ଷ ତଳେ ନିଯୁକ୍ତି ପାଇ ଏଠାକୁ ଆସିଥିଲେ ଡାକ୍ତର ଚମ୍ପେଶ୍ୱର । ସେତେବେଳେ ବଣ୍ଡା ଜନଜାତି, ସ୍ୱାସ୍ଥ୍ୟକେନ୍ଦ୍ର ନଆସି ଗୁଣିଆ ଓ ଦିଶାରିଙ୍କୁ ଭରସା କରୁଥିଲେ ।
ଦୁଇ ବର୍ଷ ତଳେ ନିଯୁକ୍ତି ପାଇ ଏଠାକୁ ଆସିଥିଲେ ଡାକ୍ତର ଚମ୍ପେଶ୍ୱର । ସେତେବେଳେ ବଣ୍ଡା ଜନଜାତି, ସ୍ୱାସ୍ଥ୍ୟକେନ୍ଦ୍ର ନଆସି ଗୁଣିଆ ଓ ଦିଶାରିଙ୍କୁ ଭରସା କରୁଥିଲେ ।
ମଥାରେ କେଶ ରଖନ୍ତି ନାହିଁ… ଦେହରେ ବି ପୋଷାକ ଖୁବ୍ କମ୍ ପିନ୍ଧନ୍ତି.. କଥାରେ ଅଛି ବଣ୍ଡା-ଲଣ୍ଡା.. କିନ୍ତୁ ଏହା ପଛରେ ରହିଛି ରାମାୟଣର ସମ୍ପର୍କ.. ସେଦିନ ମାତା ସୀତା କାହିଁକି ଦେଇଥିଲେ ଅଭିଶାପ !
ଲୋକଙ୍କ ଭାବନା ସହ ଖେଳି ଚାଉଳ ସଂଗ୍ରହ କରି ଏମିତି ପକାଇ ରଖାଯିବାକୁ ନାପସନ୍ଦ କରିଛନ୍ତି ମାଲକାନଗିରି ବାସିନ୍ଦା ।
ଆବାସ ଘର ହୋଇନି ହେଲେ ବିଲ୍ ଟଙ୍କା ଉଠାଇ ଚଳୁ। ଆବାସ ଦୁର୍ନୀତିର୍ ବଡ଼ ଚଞ୍ଚକତା । ନୀଳଗିରି ବ୍ଲକ କର୍ମଚାରୀ ତଥା ମହିଳା GRSଙ୍କ ବଡ଼ କେଲେଙ୍କାରୀ।
କାଲିମେଳାର ଝିଅ, MV-75 ଗାଁର ଯୁବତୀ। ଯାହାଙ୍କ ନାଁ ମୋନିକା ସମାଦ୍ଦାର। ବୟସ ପ୍ରାୟ ୨୦ ବର୍ଷ। ମୋନିକା ହୁଏତ ବଣମଲ୍ଲୀ, କିନ୍ତୁ ଆଗକୁ ମହକିବେ ରୂପେଲି ପରଦାରେ।
ସ୍ୱାମୀଙ୍କ ମୃତଦେହକୁ ଧରି ବାହୁନି ବାହୁନି କାନ୍ଦୁଥିବା ବେଳେ ଅଚେତ ହୋଇପଡିଥିଲେ । ପରିବାର ସଦସ୍ୟ ତାଙ୍କୁ ଡାକ୍ତରଖାନା ନେଇଥିଲେ ହିଁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଖଣ୍ଡେ ରାସ୍ତା, ଟୋପେ ପାଣି ଆଉ ଟିକିଏ ବିଜୁଳି ପାଇଁ ବାବୁଙ୍କୁ ଗୁହାରି କରି କରି ଥକିଗଲେଣି । ଦୁଃଖ ଶୁଣିବାକୁ କାହା ପାଖରେ ସମୟ ନାହିଁ । ମୌଳିକ ସୁବିଧାରୁ ଏବେ ବି ବଂଚିତ ଏମାନେ...ଆଉ କେବେ ଶୁଣିବେ ସରକାର?
୨୨ ବର୍ଷର ସ୍ଥିର ସରକାର । ଏଯାଏଁ ଗାଁକୁ ମିଳିଲାନି ମୌଳିକ ସୁବିଧା...ପିଇବା ପାଣି ପାଇଁ ନଈ, ଆଲୁଅ ଲାଗି ଡିବିରି ଭରସା
୨୨ ବର୍ଷର ସ୍ଥିର ସରକାର । ଏଯାଏଁ ଗାଁକୁ ମିଳିଲାନି ମୌଳିକ ସୁବିଧା...ପିଇବା ପାଣି ପାଇଁ ନଈ ଭରସା, ଆଲୁଅ ଲାଗି ଡିବିରି ଭରସା
ଝଡାଫୁଙ୍କାରେ ଚାଲିଛି ହାଡ ଭଙ୍ଗା ଚିକିତ୍ସା । ଡାକ୍ତର ବଦଳରେ ଦିସାରୀକୁ ଲୋକେ କରୁଛନ୍ତି ଅଧିକ ଭରସା ।
ଆଜବେଷ୍ଟସ୍ ଉଡିଲା, ଘରର ଜିନିଷପତ୍ର ଛିନଛତର ହୋଇ ପଡ଼ିଲା । ଏମିତିରେ କାଳେ ଜାତୀୟସ୍ତରରେ ଏମାନେ ରେକର୍ଡ କରିବେ?
ମାଲକାନଗିରି ଜିଲ୍ଲା ଉପ-କାରାଗାର । ଏଠାରେ ରହୁଛନ୍ତି ୬୦୦ରୁ ଅଧିକ କଏଦୀ । ସରକାରଙ୍କ ପକ୍ଷରୁ କଏଦୀଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥାଏ । କିନ୍ତୁ ଏଠାରେ କଏଦୀଙ୍କ ଲାଗି ଚୋରାରେ ଯାଉଛି ବିଜୁଳି । ହେଲେ କାହିଁକି ଏମିତି ଚୋରାରେ ବିଜୁଳି ଯାଉଛି? ବିଭାଗୀୟ କର୍ତ୍ତୃପକ୍ଷ ଅବଗତ ଅଛନ୍ତି କି ନାହିଁ?
ଓଡ଼ିଶା ଜଙ୍ଗଲରୁ ପୁଣି ଚନ୍ଦନ କାଠ ତସ୍କରି ଆରମ୍ଭ କରିବ ପୁଷ୍ପା.. ପ୍ରସ୍ତୁତି ଆରମ୍ଭ ହେଇଗଲାଣି..
ବାଃ ବାଃରେ ଡିଜିଟାଲ୍ ସେବା । ମୋବାଇଲ ଧରିବାକୁ ହେଲେ ଚଢିବାକୁ ପଡ଼ିବ ପାହାଡ...ଆମ୍ବୁଲାନ୍ସ ଡାକିବାକୁ ହେଲେ ଦଉଡିବାକୁ ପଡିବ ୩ କୋଷ ବାଟ । ଇଏ ଏମିତି ଏକ ଗାଁ ଯେଉଁଠି ଯାହା କଲେ ଚଢିବାକୁ ହୁଏ ପାହାଡ଼
ବଣମଲ୍ଲୀ ବଣରେ ମଉଳି ଯାଇନି.. ପିଲାଟି ଦିନରୁ ବାପା ମାଆ ଛେଉଣ୍ଡ ବୁଦ୍ରି, ନିଜ ପରିଶ୍ରମ ଓ ନିଷ୍ଠା ବଳରେ ଦୁବାଇ ଯିବାକୁ ମନୋନୀତ ହୋଇଛନ୍ତି..
ମହଙ୍ଗା ପଡ଼ିଲା ଲଢ଼େଇ, ଥାନାରେ ବନ୍ଧା ହେଲା କୁକୁଡ଼ା । ମାଲକାନଗିରି ଥାନା ଅନ୍ତର୍ଗତ ଦୁମାଲିଗୁଡ଼ାଠାରେ କୁକୁଡ଼ା ଲଢ଼େଇ ଚାଲିଥିବା ବେଳେ ପୋଲିସ ଚଢ଼ାଉ କରି କୁକୁଡ଼ା ସମେତ ୪ ଜଣଙ୍କୁ ଉଠାଇ ଆଣିଛି..
ପଣ୍ଡ ହେଲା ମାଓବାଦୀଙ୍କ ବିସ୍ଫୋରଣ ଉଦ୍ୟମ । ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ଖଞ୍ଜାଯାଇଥିଲା ଲ୍ୟାଣ୍ଡମାଇନ୍ ।
ପ୍ରଜାକୋର୍ଟରେ ଜଣକୁ ପିଟିପିଟି ହତ୍ୟା କରାଯାଇଛି । ଗୁଣି ଗାରେଡ଼ିକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି
କିଛିବର୍ଷ ପୂର୍ବେ ପୂରା ଅଞ୍ଚଳ ଥିଲା ନକ୍ସଲଙ୍କ କବଜାରେ। ସେଠିକୁ କେହି ପୋଲିସ୍ ବାବୁ ଯିବାକୁ ରାଜି ହୁଅନ୍ତି ନାହିଁ। କିନ୍ତୁ ଏହି ଅଂଚଳରେ ଦୀର୍ଘଦିନ ଧରି କାମ କରି ଲୋକପ୍ରିୟ ହୋଇପାରିଥିଲେ ଜଣେ ଥାନାବାବୁ। ତାଙ୍କରି ସମୟରେ ସୁରକ୍ଷା ବ୍ୟବସ୍ଥାରେ ଅନେକ ଉନ୍ନତି ହୋଇଛି। ଲୋକେ ତାଙ୍କୁ କହୁଥିଲେ ଷଣ୍ଢ ପୋଲିସ୍ ବାବୁ। ଏବେ ତାଙ୍କର ବଦଳି ହେବାପରେ ତାଙ୍କୁ ଲୋକେ କେମିତି ବିଦାୟ ଦେଇଥିଲେ ଦେଖନ୍ତୁ…
ପାଣି ନାଁରେ ବି ବିଷ । ଖରା ତାତିରୁ ରକ୍ଷା ପାଇବା ପାଇଁ ରଖାଯାଉଥିବା ଜଳଛତ୍ରରେ ବିଷ ମିଶାଯାଇଥିବା ଅଭିଯୋଗ ହୋଇଛି ।
ଏୟାରପୋର୍ଟ ପାଇଁ ୯୫ ହେକ୍ଟର ଜମି ଅଧିଗ୍ରହଣ ଶେଷ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।
ଓଃ କି ଷ୍ଟାଇଲ୍ ମ !! ଆଗରୁ କବାଟ ଦେଇ ଭିତରେ ଜବରଦସ୍ତ ଚାଲିଛି ତାସ୍ ମାଡ଼। ଇଏ ତ ଲାଲପାନ ବିବି...କିଏ ହେବରେ ଚିଡିଆଖାନା। କି କଥା, ଆମେ ସରକାରୀ ଚାକିରିଆ...ଆମ ଇଚ୍ଛା ହେଲେ କାମ କରିବୁ ନହେଲେ ଖେଳିବୁ...
ଋତୁସ୍ରାବ ଏକ ବାୟୋଲୋଜିକାଲ ପ୍ରକ୍ରିୟା। ଏ ନେଇ ଆଦିବାସୀ ଯୁବତୀଙ୍କୁ ସଚେତନ କରୁଛି ବଡଦିଦି । ଏହି ସମୟରେ କେମିତି ନେବେ ଶରୀରର ଯତ୍ନ । କଣ ଖାଇବେ? କେମିତି ଯୋଗ କରିବେ ?
୨ ଶିଶୁଙ୍କ ସଲିଳ ସମାଧି । ପୋଖରୀରେ ଗାଧୋଉଥିବାବେଳେ ବୁଡିଗଲେ ୨ ଶିଶୁକନ୍ୟା । ମାଲକାନଗିରି ଚାଲାଣଗୁଡ଼ା ପଞ୍ଚାୟତର ମୁଣ୍ଡାଗୁଡ଼ା ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା ।