ଗାଡ଼ିରେ ପୋଲିସ ଲେଖିବା ଦ୍ୱାରା ରାସ୍ତାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ ବୋଲି ସାଧାରଣରେ ଲୋକଙ୍କ ଧାରଣା ଥାଏ । ଏବେ ଉକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି ।
ବିରୋଧୀ ଶକ୍ତିଙ୍କୁ ଏକଜୁଟ କରିବାରେ ଲାଗିପଡ଼ିଛନ୍ତି ନୀତିଶ ଓ ମମତା। କିଛି ଦିନ ତଳେ ମମତା ଓଡ଼ିଶା ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ।
‘କାଳୀ’ ଫିଲ୍ମର ବିବାଦୀୟ ପୋଷ୍ଟରକୁ ନେଇ ଏଭଳି ପ୍ରତିକ୍ରିୟା ରଖିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ।