ଏହାସହ ଦିଦି କହିଛନ୍ତି ଦେଶରେ କରୋନା ଯେମିତି ଭାବରେ କାୟା ବିସ୍ତାର କରିଛି ଏବଂ ଯେତେ ମାତ୍ରାରେ ଲୋକଙ୍କ ଜୀବନ ଯାଉଛି ତାହାକୁ ନେଇ ଆମେ ଚିନ୍ତିତ।
ତୃଣମୂଳ କଂଗ୍ରେସ ଦ୍ୱାରା ପ୍ରକାଶିତ ପାଞ୍ଚ ଦିନିଆ କାର୍ଯ୍ୟସୂଚୀ ଅନୁଯାୟୀ ମମତା ବାନାର୍ଜୀ ଆଜି ଅପରାହ୍ନ ୪ଟାରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ । ସେହିପରି ବୁଧବାର ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ମଧ୍ୟ ଭେଟିବାର ସମ୍ଭାବନା ରହିଥିବା ସୂଚନା ମିଳିଛି ।
କୋଲକତା: ପଶ୍ଚିମବଙ୍ଗରେ ମମତାଙ୍କ ପାଇଁ ବଢ଼ିଲା ଅଡ଼ୁଆ। ନୋଟିସ୍ ଜାରି କଲେ ନିର୍ବାଚନ ଆୟୋଗ। କହିଲେ, ୪୮ ଘଣ୍ଟାରେ ଜବାବ ଦିଅ। ମମତାଙ୍କ ଗଡ଼ କୁହଯାଉଥିବା ପଶ୍ଚିମବଙ୍ଗରେ ଏବେ ଖୋଦ୍ ମମତାଙ୍କ ସ୍ଥିତି ଟଳମଳ ହେଲାଣି। କିଏ ଯିବ କିଏ ହାରିବ, କାହାର ସରକାର ହେବ ସେନେଇ ଟିଏମସି ନେତା ମଧ୍ୟ ଦ୍ୱନ୍ଦ୍ୱରେ ଥିବା ଦେଖାଯାଉଛି। ଗୋଟିଏ ପଟେ ମମତା ଛାତି ପିଟି ସରକାର ଗଠନ କରିବେ ବୋଲି ନିର୍ବଚନୀ ସଭା ମଞ୍ଚରେ କହୁଥିବା ବେଳେ ତାଙ୍କ […]
ନୂଆଦିଲ୍ଲୀ: ନାରଦ ଲାଞ୍ଚ ମାମଲାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆବେଦନ ଉପରେ ଶୁଣାଣି କରିବାକୁ ସୁପ୍ରିମକୋର୍ଟର ଜଣେ ଜଜ ନିଜ ଆଡୁ ମନା କରି ଦେଇଛନ୍ତି। ଜଷ୍ଟିସ ଅନିରୁଦ୍ଧ ବୋଷ ଏହାର ଶୁଣାଣିରୁ ଓହରି ଯିବା ପରେ ଏହି ମାମଲାର…
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଘମାସାନରେ ନୂଆ ଟ୍ୱିଷ୍ଟ । ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଆଲାପନ୍ ବନ୍ଦୋପଧ୍ୟାୟଙ୍କ କେନ୍ଦ୍ରୀୟ ଡେପୁଟେସନ ପ୍ରସଙ୍ଗକୁ ନେଇ ଉଗ୍ର ହୋଇଛି ବିବାଦ । ତାଙ୍କୁ ଏବେ ରାଜ୍ୟ ସରକାର ଛାଡି ପାରିବେ ନାହିଁ ବୋଲି ପ୍ରଧାନମନ୍ତ୍ରୀଙ୍କୁ ଚିଠି…
ନୂଆଦିଲ୍ଲୀ: ମମତାଙ୍କ ପିଛା ଛାଡ଼ୁନି ବିବାଦ । ଶୁକ୍ରବାର ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୩୦ ମିନିଟ ବିଳମ୍ବରେ ଯୋଗଦେଇଥିଲେ । ଏହାସହ ବାତ୍ୟା ୟାସ୍ ସମ୍ବନ୍ଧୀୟ ଏକ ରିପୋର୍ଟ ପ୍ରଦାନ କରି ତୁରନ୍ତ ସେଠାରୁ…