ଶୀତ କାକରରେ ସପ୍ତାହେ ଧରି ଅମଳ ଧାନ ସହ ମଣ୍ଡିରେ ପଡିରହିଥିବା ଚାଷୀ ଏବେ ସନ୍ଧି କରିଛି । ବର୍ଷକର ପରିଶ୍ରମ ବିକ୍ରି ନ ହେବାରୁ ବାଧ୍ୟ ହୋଇଛି ମିଲର ସହ ବୁଝାମଣା କରିବାକୁ।
ଡିସେମ୍ବର ୨ ତାରିଖ । ନଡିଆ ଭାଙ୍ଗି ଦାଦନ ପ୍ରବଣ ବେଲପଡା ବ୍ଳକ ମଣ୍ଡଳ ମଣ୍ଡିରେ ଧାନ କିଣାବିକା ଆରମ୍ଭ କରିଥିଲେ ଜିଲ୍ଳାପାଳ ।
ନୂଆ ସରକାର, ନୂଆ ନିୟମ ଓ ଧାନ ପାଇଁ ମିଳିବ କୁଇଣ୍ଟାଲ୍ ପିଛା ୩୧ଶହ ଟଙ୍କା ।
ଧାନ କିଣା ହେବ ସ୍ୱଚ୍ଛ, ଚାଷୀ ହେବେନି ଅସନ୍ତୁଷ୍ଟ । ଏଥିପାଇଁ ଧାନକିଣାରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର ।
କେଉଁଠି ଆଦୌ ଖୋଲିନି ତ ଆଉ କେଉଁଠି ଦେଖା ନାହାନ୍ତି ମିଲର୍ସ ।