• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Manish Anurag Death Case

Manish Anurag
୪ ଦିନିଆ ରିମାଣ୍ଡରେ ଯିବେ ଅମ୍ରିତ-ଦିନେଶ-ମୃତ୍ୟୁଞ୍ଜୟ

ରିମାଣ୍ଡରେ ଯିବେ ଅମ୍ରିତ-ଦିନେଶ-ମୃତ୍ୟୁଞ୍ଜୟ । ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ ଇନ୍‌ଫୋସିଟି ପୋଲିସ । ୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଭୁବନେଶ୍ୱର JMFC କୋର୍ଟଙ୍କ ନିକଟରେ ଆବେଦନ କରିଥିଲା ପୋଲିସ ।

Manish Anurag Death Case | 3 Arrested For Murder & Evidence Destroying Charges, Says Bhubaneswar DCP
ସାଙ୍ଗ ହୋଇ ଧୋକା ଦେଲେ!

ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁର ବଡ଼ ଖୁଲାସା କରିଛି କମିଶନରେଟ୍ ପୋଲିସ..

Manish Anurag Death Case | His Friends Attacked Him Outside The Hotel, Informs Bhubaneswar DCP
ବିଲ୍ ପେମେଣ୍ଟ ପାଇଁ ମନୀଷଙ୍କୁ ହତ୍ୟା!

ବହୁଚର୍ଚ୍ଚିତ ମନୀଷ ଅନୁରାଗ ମୃତ୍ୟୁ ମାମଲାରେ ୩ ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ପୋଲିସ ହାତରେ ଲାଗିଛି ପ୍ରତ୍ୟେକ୍ଷଦର୍ଶୀ.. ଗିରଫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବା ପରେ ମର୍ଡର ଏଙ୍ଗେଲ୍ ଜଣାପଡ଼ିପାରେ..

Manish Anurag
ମନୀଷ ମୃତ୍ୟୁ ଘଟଣା ଉପରୁ ହଟିଲା ପରଦା: କେମିତି ହୋଇଥିଲା ମୃତ୍ୟୁ ? ହେଲା ବଡ଼ ଖୁଲାସା...

ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ରହସ୍ୟଜନକ ମୃତ୍ୟୁ ଘଟଣା ଉପରୁ ପରଦା ହଟିଛି। କେମିତି ହୋଇଥିଲା ମନୀଷଙ୍କ ମୃତ୍ୟୁ ? କେଉଁମାନେ ଏଥିରେ ସମ୍ପୃକ୍ତ ଅଛନ୍ତି ? ମୃତ୍ୟୁ ପଛର କାରଣ କ’ଣ ? ଏସବୁର ଖୁଲାସା କରିଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ। 

Commissionerate Police Arrests 3 In Manish Anurag Death Case
ମନୀଷ ମୃତ୍ୟୁ ମାମଲାରେ ତିନି ଜଣ ଗିରଫ

ବହୁଚର୍ଚ୍ଚିତ ମନୀଷ ମୃତ୍ୟୁ ମାମଲାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ଅମ୍ରିତ ବିଶ୍ୱାଳ, ଦିନେଶ ଓ ମୃତ୍ୟୁଞ୍ଜୟଙ୍କୁ ଗିରଫ କରାଯାଇଛି । ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ତିନି ଜଣକୁ ଗିରଫ କରିଛି ପୋଲିସ ।

Manish Anurag Death Case
ମନୀଷ ମୃତ୍ୟୁ ମାମଲା : ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ତିନି ଜଣ ଗିରଫ

ବହୁଚର୍ଚ୍ଚିତ ମନୀଷ ମୃତ୍ୟୁ ମାମଲାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ଅମ୍ରିତ ବିଶ୍ୱାଳ, ଦିନେଶ ଓ ମୃତ୍ୟୁଞ୍ଜୟଙ୍କୁ ଗିରଫ କରାଯାଇଛି । ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ତିନି ଜଣକୁ ଗିରଫ କରିଛି ପୋଲିସ ।

Mystery in Hotel SouthCity
ଚର୍ଚ୍ଚାରେ ରାଜଧାନୀର ହୋଟେଲ୍ ସାଉଥସିଟି: ବ୍ଲୁ ଲାଇଟ୍‌ରେ ରଂଗୀନ ହୁଅନ୍ତି ଗ୍ରାହକ?

ଜଣେ ପୋଲିସ କର୍ମଚାରୀ ଯାହାଙ୍କ ନାଁ ପ୍ରସନ୍ନ ବେହେରା। ହେଲେ ମଦମାଂସର ଆସର ଭିତରେ ବେଶ୍ ଝୁମୁଛନ୍ତି ରଂଗୀଲା ହୋଇ। ବାବୁ କିନ୍ତୁ କୌଣସି ଗ୍ରାହକ ନୁହଁନ୍ତି। କିମ୍ବା ଟଙ୍କା ଦେଇ ବି ଏଠାକୁ ଆସିନାହାଁନ୍ତି। ପ୍ରସନ୍ନ ହେଉଛନ୍ତି ଏହି ହୋଟେଲର ଅନ୍ୟତମ ଲିଜଧାରୀଙ୍କ ଭାଇ।

South City Hotel In Bhubaneswar
ଚର୍ଚ୍ଚାରେ ହୋଟେଲ୍‌ ସାଉଥ୍ ସିଟି: ଉଡୁଥିଲା ଟଙ୍କା, ଅଧ ରାତି ଯାଏ ଜମୁଥିଲା ନାଚଗୀତର ଆସର

ଚର୍ଚ୍ଚାରେ ଭୁବନେଶ୍ୱର ପାତ୍ରପଡ଼ାରେ ଥିବା ହୋଟେଲ ସାଉଥ୍ ସିଟି। ରାତିରେ ରଙ୍ଗୀନ ହେଉଥିଲା ଏହି ବାର୍ କମ୍ ରେଷ୍ଟୁରାଣ୍ଟ। ଉଡୁଥିଲା ଟଙ୍କା। ବିଳମ୍ବିତ ରାତି ଯାଏ ଜମୁଥିଲା ନାଚଗୀତର ଆସର।

manish Anurag Death Mystery
ଧରାପଡ଼ିବା ଭୟରେ ଦୋଷୀ ରଚିଛି ଷଡ଼ଯନ୍ତ୍ର !

ଏଠି ପ୍ରଶ୍ନ ଉଠୁଛି, ହୋଟେଲ ସାଉଥ୍ ସିଟିରେ ମନୀଷଙ୍କୁ ଏକୁଟିଆ ଛାଡ଼ି କାହିଁକି ପଳାଇ ଆସିଲେ ଦୁଇ ସାଙ୍ଗ ଏବଂ ମୃତ୍ୟୁଞ୍ଜୟ ଓ ଦିନେଶ? ହୋଟେଲ୍ ବାହାରେ ବିଲ୍‌କୁ ନେଇ ଯେଉଁ ବଚସା ହୋଇଥିବା କୁହାଯାଉଛି, ତାହା କେବଳ ବଚସାରେ ସୀମିତ ଥିଲା ନା ଉତ୍ତେଜନାରୁ ଘଟିଛି ଅପ୍ରୀତିକର ପରିସ୍ଥିତି?

Manish Anurag
ମନୀଷ ମୃତ୍ୟୁ ମାମଲା: ବିଲ୍ ପେମେଣ୍ଟ ବିବାଦ ପରେ ସାମ୍ନାକୁ ଆସିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ

ମନୀଷ ଅନୁରାଗଙ୍କ ମୃତ୍ୟୁ ଘଟଣାରେ ଧିରେ ଧିରେ ଗୁମର ଫିଟୁ ଥିବାବେଳେ ନୂଆ eନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ମନୀଷଙ୍କ ପାଖକୁ ୨ଟି ପର୍ଯ୍ୟାୟରେ ପରିବାର ଲୋକ ଅନ୍‌ଲାଇନ୍‌ରେ ଟଙ୍କା ପଠାଇ ଥିଲେ। ମାମଲାର ତନାଘନା ଭିତରେ ସାମ୍ନାକୁ ଆସିଛି ଏହି ତଥ୍ୟ।

Manish Anurag Death | Manish Had Altercation With Friends
ବିଲ୍ ପେମେଣ୍ଟକୁ ନେଇ ମନିଷ ସହ ହୋଇଥିଲା ବଚସା

ମନିଷ ମୃତ୍ୟୁ ପୂର୍ବଦିନ ସିସି ଟିଭି ଫୁଟେଜ ଯାଞ୍ଚ ରୁ ମିଳିଛି ଏମିତି କିଛି ଗୁରୁତ୍ୱ ପୂର୍ଣ୍ଣତଥ୍ୟ।

manish
ଧିରେ ଧିରେ ଫିଟୁଛି ଗୁମର, ପାଣିରେ ବୁଡ଼ିବା ପୂର୍ବରୁ ମନୀଷଙ୍କ ମୃତ୍ୟୁ !

ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ଘଟଣାରେ ଧିରେ ଧିରେ ଗୁମର ଫିଟୁ ଥିବାବେଳେ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ପାଣିରେ ବୁଡ଼ି ମନୀଷଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ପ୍ରମାଣ ମିଳୁନି।

Manish Anurag Death - Commissionerate Police Brings 2 Surrendered Suspects From Phulbani
ମନୀଷ ଅନୁରାଗ ମୃତ୍ୟୁ ଘଟଣାରେ ପୋଲିସର ତନାଘନା

ମନୀଷ ଅନୁରାଗ ମୃତ୍ୟୁ ଘଟଣାରେ ପୋଲିସର ତନାଘନା। ଫୁଲବାଣୀରେ ଆତ୍ମସର୍ପଣ କରିଥିବା ୨ ଯୁବକଙ୍କୁ ଭୁବନେଶ୍ୱର ଆଣିଲା ପୋଲିସ।

Manish Anurag
ହଟିବ କି ମନୀଷ ମୃତ୍ୟୁରୁ ପରଦା ? ଆତ୍ମସମର୍ପଣ କରିଥିବା ୨ ଯୁବକଙ୍କୁ ଭୁବନେଶ୍ୱର ଆଣିଲା ପୋଲିସ୍‌

ମନୀଷ ଅନୁରାଗଙ୍କ ମୃତ୍ୟୁ ଘଟଣାରେ ପୋଲିସ୍‌ ତନାଘନା ଚଳାଇଛି। କନ୍ଧମାଳ ଜିଲ୍ଲା ଫୁଲବାଣୀ ଟାଉନ ଥାନାରେ ଆତ୍ମସର୍ପଣ କରିଥିବା ମୃତ୍ୟୁଞ୍ଜୟ ଓ ଦୀନେଶଙ୍କୁ କମିଶନରେଟ ପୋଲିସ ଭୁବନେଶ୍ୱର ଆଣିଥିବା ସୂଚନା ମିଳିଛି। ଏଥିପାଇଁ କମିଶନରେଟ ପୋଲିସ୍‌ର ଏକ ୪ ଜଣିଆ ଟିମ୍‌ ଫୁଲବାଣୀ ଯାଇଥିଲା।

manish das
ଏଥର ଖୋଲିବ ଗୁମର..

ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ଘଟଣାକୁ ନେଇ ପୋଲିସ୍ ଛାନ୍‌ଭିନ୍‌ ଜାରି ରଖିଛି। ଏସବୁ ଭିତରେ ଏବେ ସାମ୍ନାକୁ ଆସିଛି ଅଘଟଣ ପୂର୍ବର ମନୀଷଙ୍କ ଶେଷ ଭିଡ଼ିଓ।