ମନୋଜଙ୍କ ଉପରେ ପୁଣି ମୋହନ ସରକାରଙ୍କ ଭରସା । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଚାକିରି ଅବଧିକୁ ବଢ଼ାଇଛନ୍ତି ରାଜ୍ୟ ସରକାର । ଆସନ୍ତା ଡିସେମ୍ୱର ୩୧ରେ ସରୁଥିଲା ମନୋଜଙ୍କ ୩୪ ବର୍ଷର ଚାକିରି କାର୍ଯ୍ୟକାଳ ।
ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ବର୍ଷେ ବଢ଼ିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ।
ମନୋଜ ଆହୁଜା ହେଲେ ରାଜ୍ୟର ନୂଆ ଶାସନ ସଚିବ । ମୂଳତଃ ପଞ୍ଜାବ ନିବାସୀ ତଥା ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚର ଏହି ବରିଷ୍ଠ ଆଇଏଏସ୍ଙ୍କୁ ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା କ୍ୟାଡରକୁ ଫେରାଯାଇଥିଲା ।