ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଛି। ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରିୟ ରହିଛି।
କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଆଜି କେରଳ ଉପକୂଳରେ ମୌସୁମୀ ବାୟୁ ପ୍ରବେଶ କରିଛି । ଏହାସହ ଦେଶର ଉତ୍ତର ପୂର୍ବ ଭାଗକୁ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ସୂଚନା ମିଳିଛି ।
ଉଚ୍ଚ ଆଦ୍ରତା ଯୋଗୁଁ ଗୁଳୁଗୁଳିର ମାତ୍ରା ବଢୁଛି । ରାଜ୍ୟରେ ୩ଦିନ ହେବ ବର୍ଷା କମିଛି, ବଢିଛି ତାତି ।
ସ୍କାଏମେଟ୍ ପକ୍ଷରୁ ଆକଳନ କରାଯାଇଛି ଯେ, ଏଥର ଭାରତରେ ୬୫ ପ୍ରତିଶତ ବର୍ଷା ହେବ । ନୂଆ ଦିଲ୍ଲୀରେ ସାଧାରଣ ଭାବେ ବର୍ଷା ହେବ ।
ଭୁବନେଶ୍ୱର: ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ରାଜ୍ୟକୁ ଆଚ୍ଛାଦିତ କରିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ଉତ୍ତର ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏହା…
ଭୁବନେଶ୍ୱର: ମୌସୁମୀ ରୁତୁରେ ବର୍ଷାକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଜଳ ସମ୍ପଦ ବିଭାଗର ଆଗୁଆ ପ୍ରସ୍ତୁତି । ଲଘୁଚାପ ଜନିତ ବର୍ଷା ଓ ମୌସୁମୀ ପ୍ରଭାବରେ ରାଜ୍ୟରେ ଅଧିକ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ବନ୍ୟା…