ରାଷ୍ଟ୍ରପତି ଭବନରେ ଦେଶର ପ୍ରଥମ ନାଗରିକ ଦ୍ରୌପଦୀ ମୁର୍ମୁ ସମସ୍ତ ଖେଳାଳିଙ୍କୁ ପୁରସ୍କୃତ କରିଥିଲେ। ମନୁ ଭାକର, ଡି ଗୁକେଶ, ହରମନପ୍ରୀତ ସିଂ ଏବଂ ପାରା ଆଥଲେଟ୍ ପ୍ରବୀଣ କୁମାରଙ୍କୁ ଖେଳରତ୍ନରେ ସମ୍ମାନିତ କରାଯାଇଥିଲା।
ମନୁଙ୍କ ସମେତ ଏକାଧିକ ଆଥଲେଟଙ୍କ ପଦକର ରଙ୍ଗ ଛାଡି ଯାଇଥିଲା। ପଦକ ଖରାପ ହୋଇଥିବା ନେଇ ଅଭିଯୋଗ ଆସିବା ପରେ ପଦକ ଗୁଡିକ ଫେରାଇ ନେବାକୁ ନିଷ୍ପତ୍ତି ନେଇଛି ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟି।
ଦୀର୍ଘ ୧୨ ବର୍ଷ ପରେ ଶୁଟିଂରେ ଭାରତର ପଦକ ମରୁଡି ଶେଷ କରିଥିବା ମନୁଙ୍କ ଜୀବନରେ ଆସିଛି ବଡ ପରିବର୍ତ୍ତନ। ପ୍ୟାରିସର ସଫଳତା ପରେ ମନୁ ପାଲଟି ଯାଇଛନ୍ତି କୋଟିପତି। ବ୍ରୋଞ୍ଜ ପଦକ ସଫଳତା ପରେ ମନୁ କୋଟି କୋଟି ଭାରତୀୟଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟି ଯାଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ଖେଳାଳିମାନେ ଅନେକ ଉପହାର ଦେଇଥିଲେ । ସୁଟର ମନୁ ଭାକର ପିଏମ ମୋଦୀଙ୍କୁ ଏକ ପିସ୍ତଲ ଦେଇଥିଲେ ।
ମନୁ ଓ ନୀରଜ ପ୍ୟାରିସ ଅଲିମ୍ପିକ୍ସରେ ଭାରତର ସବୁଠୁ ସଫଳତମ ଆଥଲେଟ୍ ରହିଛନ୍ତି । ଉଭୟ ନିଜ ଖେଳରେ ଆହୁରି ଭଲ ପ୍ରଦର୍ଶନ ଆଶା ରଖିଥିଲେ ମଧ୍ୟ ଭାରତ ପାଇଁ ଗୌରବ ଆଣିଛନ୍ତି ।
ଏଇ କିଛି ସେକେଣ୍ଡର ହୃଦୟ ସ୍ପର୍ଶୀ ଭିଡିଓ, ବର୍ତ୍ତମାନ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି । ଜଣେ ହେଉଛନ୍ତି ଜାଭେଲିନ ଷ୍ଟାର ନୀରଜ ଚୋପ୍ରା... ଆଉ ଜଣେ ସୁଟର ମନୁ ଭାକରଙ୍କ ମା’ ।
ସରିଲା ବିଶ୍ବ କ୍ରୀଡ଼ା ମହାକୁମ୍ଭ। ଜାଭେଲିନ ଥ୍ରୋ’ରେ ନୀରଜ ଚୋପ୍ରା ଏକ ମାତ୍ର ରୌପ୍ୟ ପଦକ ହାସଲ କରିଥିବା ବେଳେ, ସୁଟିଂରୁ ସର୍ବାଧିକ ୩ଟି ଏବଂ ହକି ଓ କୁସ୍ତିରେ ଗୋଟିଏ ଲେଖାଏଁ ବ୍ରୋଞ୍ଜ ପଦକ ମିଳିଛି। ତେବେ ଏହି ସମୟରେ ଏକ ଭିଡିଓ ସାମ୍ନାକୁ ଆସିଛି।
ସୁଟର ମନୁ ଭାକରଙ୍କୁ ମିଳିଲା ବଡ଼ ଦାୟିତ୍ୱ । ପ୍ୟାରିସ ଅଲିମ୍ପିକ୍ସ ୨୦୨୪ର ଉଦଯାପନୀ ସମାରୋହରେ ହେବେ ଭାରତର ଧ୍ୱଜା ବାହକ ।
ମହିଳା ୨୫ ମିଟର ପିସ୍ତଲ ସୁଟିଂ ଇଭେଣ୍ଟ ଫାଇନାଲରେ ମନୁ ଭାକର ୨୮ ପଏଣ୍ଟ ସ୍କୋର କରିଥିଲେ । ତେବେ ସୁଟ୍ ଅଫରେ ହେଙ୍ଗରୀର ବ୍ରୋଞ୍ଜ ପଦକ ବିଜେତା ଭେରୋନିକେ ମେଜରଙ୍କଠାରୁ ସେ ପରାଜିତ ହୋଇଥିଲେ ।
ଶୁକ୍ରବାର ପ୍ୟାରିସ୍ ଅଲିମ୍ପିକ୍ସର ଷଷ୍ଠ ଦିନରେ ମନୁ ଭାକର ୨୫ ମିଟର ଏୟାର ପିସ୍ତଲ ମହିଳା ଯୋଗ୍ୟତା ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରିଥିଲେ ଏବଂ ୨୫ ମିଟର ଏୟାର ପିସ୍ତଲ ଫାଇନାଲରେ ନିଜ ସ୍ଥାନ ପକ୍କା କରିଛନ୍ତି ।
ରାତା ରାତି ଷ୍ଟାର ବନିଛନ୍ତି ମନୁ । ମନୁଙ୍କ ଆୟ ଲକ୍ଷରୁ କୋଟିରେ ପହଞ୍ଚିଛି । ସୂଚନା ଅନୁସାରେ ପାଖାପାଖି ୪୦ଟି ବ୍ରାଣ୍ତର ପ୍ରମୋସନ ପାଇଁ ମନୁଙ୍କୁ ଅଫର୍ ମିଳିଛି ।
ଇତିହାସ ରଚିଲେ ଯୁବ ସୁଟର ମନୁ ଭାକର । ବନିଲେ ଗୋଟିଏ ଅଲିମ୍ପିକ୍ସ ସଂସ୍କରଣରେ ଏକରୁ ଅଧିକ ମେଡାଲ ଜିତିଥିବା ସ୍ୱାଧୀନ ଭାରତର ପ୍ରଥମ ଆଥଲେଟ୍ ।
ମନୁ ଷ୍ଟାର, ମୁଁ କେବଳ ଜଣେ ବେକାରିଆ କୋଚ୍ । ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ବିଜେତା ମନୁ ଭାକରଙ୍କ କୋଚ୍ ଜଶପାଲ୍ ରାଣାଙ୍କ ଚାଞ୍ଚଲ୍ୟକର ଖୁଲାସା ।
ବଢ଼ିଲା ପଦକ ଆଶା, ପୁଣି ମେଡାଲ ମ୍ୟାଚ୍ ଖେଳିବେ ସୁଟିଂ ଷ୍ଟାର ମନୁ ଭାକର । ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ ଇଭେଣ୍ଟର ମେଡାଲ୍ ରାଉଣ୍ଡରେ ମନୁ ଭାକର ଓ ସରବଜୋତ୍ ସିଂହ ।
ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିବା ପରେ ନିଜ ମନର କଥା କହିଛନ୍ତି ବ୍ରୋଞ୍ଜ ମେଡାଲ ବିଜେତା ମନୁ ଭାକର । ସେ କହିଛନ୍ତି, ଫାଇନାଲ ଇଭେଣ୍ଟ ଚାଲିଥିବାବେଳେ ତାଙ୍କ ମନରେ ଗୀତାର ବାଣୀ ଚାଲିଥିଲା ।
ଇତିହାସ ରଚିଲେ ସୁଟର ମନୁ ଭାକର । ସୁଟିଂରେ ଜିଣିଲେ ବ୍ରୋଞ୍ଜ ମେଡାଲ୍ । ପ୍ୟାରିସ୍ ଅଲିମ୍ପିକ୍ସରେ ପଦକ ଖାତା ଖୋଲିଲା ଭାରତ । ଆଜି ସାରା ଦେଶର ନଜର ଥିଲା ମନୁ ଭାକରଙ୍କ ଉପରେ।
ଇତିହାସ ରଚିଲେ ସୁଟର ମନୁ ଭାକର । ସୁଟିଂରେ ଜିଣିଲେ ବ୍ରୋଞ୍ଜ ମେଡାଲ୍ । ପ୍ୟାରିସ୍ ଅଲିମ୍ପିକ୍ସରେ ପଦକ ଖାତା ଖୋଲିଲା ଭାରତ । ଆଜି ସାରା ଦେଶର ନଜର ଥିଲା ମନୁ ଭାକରଙ୍କ ଉପରେ।
ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଲେ ସୁଟର ମନୁ ଭାକର । ପ୍ରଧାନମନ୍ତ୍ରୀ ଓ କ୍ରୀଡାମନ୍ତ୍ରୀଙ୍କ ଶୁଭେଚ୍ଛା ।
ପ୍ୟାରିସ ଅଲିମ୍ପିକରେ ଭାରତକୁ ପ୍ରଥମ ମେଡାଲ । ସୁଟର ମନୁ ଭାକର ଜିତିଲେ ବ୍ରୋଞ୍ଜ୍ ମେଡାଲ ।
ଆସନ୍ତାକାଲି ଅପରାହ୍ନ ୩ଟା ୩୦ରେ ଖେଳାଯିବ ଫାଇନାଲ ମ୍ୟାଚ୍ ।