• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Maoist Killed In Encounter

maoists
3 Maoists killed: ମରଡ଼ପଲ୍ଲୀ ଜଙ୍ଗଲରେ ଏନକାଉଣ୍ଟର୍; ୩ ଟପ୍ ମାଓବାଦୀ ନିହତ

ମାଲକାନଗିରି ସୀମାନ୍ତ ମରଡ଼ପଲ୍ଲୀ ଜଙ୍ଗଲରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ୩ ଟପ୍ ମାଓବାଦୀ ନିହତ ହୋଇଛନ୍ତି। ଜଙ୍ଗଲ ମଧ୍ୟରେ ମାଓବାଦୀ ଲୁଚିଥିବା ନେଇ ସର୍ଚ୍ଚ ଅପରେସନ୍ ଜାରି ରହିଛି।

Top Naxal leader Bhaskar killed
Maoist Leader Neutralized: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲା ଟପ ମାଓନେତା ଭାସ୍କର

ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଏନ୍‌କାଉଣ୍ଟରରେ ମୋଷ୍ଟ ୱାଣ୍ଟେଡ୍ ହାର୍ଡକୋର୍ ମାଓବାଦୀ ନିହତ ହୋଇଛି। ଗୋଟିଏ AK-47 ରାଇଫଲ ସହ ବିପୁଳ ମାଓ ସାମଗ୍ରୀ ଜବତ କରାଯାଇଛି।