• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Maoist

maoist
ପ୍ରେମ ପାଇଁ ଛାଡ଼ିଲେ ମାଓ ସଂଗଠନ

ଅନୁଗୁଳ: ପ୍ରେମ ପାଇଁ ଛାଡ଼ିଲେ ମାଓ ସଂଗଠନ। ୨ ମାଓବାଦୀଙ୍କ ମଧ୍ୟରେ ପ୍ରେମ ସମ୍ପର୍କକୁ ସଂଗଠନ ବିରୋଧ କରିବାରୁ ସେମାନେ ପୋଲିସ୍ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଅନୁଗୁଳ ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ୨ କ୍ୟାଡର ମାଓବାଦୀ ଦୟାନନ୍ଦ ଓ ଜଲି ଦେହୁରୀ । ସେମାନେ ସୁନ୍ଦରଗଡ଼-ଦେବଗଡ଼-ସମ୍ବଲପୁର ଡିଭିଜନ ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ। ସେକ୍ସନ୍ କମାଣ୍ଡର ଥିବା ଦୟାନନ୍ଦ ନାଁରେ ୪ ଲକ୍ଷ ଟଙ୍କାର ପୁରସ୍କାର ଥିଲା। ତେବେ ଜଲି ସହ ପ୍ରେମ ସମ୍ପର୍କ କାରଣରୁ […]

maoist torch tractor
ଫୁଲବାଣୀରେ ପୁଣି ମାତିଲେ ମାଓବାଦୀ

ଭୁବନେଶ୍ୱର: ଫୁଲବାଣୀରେ ପୁଣି ମାତିଲେ ମାଓବାଦୀ। ଗତରାତିରେ ମାଓବାଦୀ ମାନେ ବାଲିମାହା ଗାଁ ନିକଟରେ ୩ଟି ଟ୍ରାକ୍ଟର, ଗୋଟିଏ ଜେସିବି ଜାଳିଦେଇଥିବା ସୂଚନା ମିଳିଛି। ରାତିରେ ପ୍ରାୟ ୪୦ରୁ ୫୦ ମାଓବାଦୀ ସେଠାରେ ଏଭଳି କାଣ୍ଡ ଭିଆଇଥିବା କୁହାଯାଉଛି।  କୁର୍ତ୍ତମଗଡ଼-ଗୁମୁଡୁମାହା ରାସ୍ତା କାମକୁ ବିରୋଧ କରି ଏହି ଲାଲ୍‌ବାହିନୀ ଏହି ଲଙ୍କାକାଣ୍ଡ କରିଥିବା ସୂଚନା ମିଳିଛି।

maoists killed
୩ ମାଓବାଦୀ ମୃତ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ନାରାୟଣପାଟଣା: କୋରାପୁଟ ନାରାୟଣପାଟଣାରେ ପୋଲିସର ମାଓ ଏନକାଉଣ୍ଟର। ଡୋକରୀ ଘାଟିରେ କମ୍ବିଂ ବେଳେ ପୋଲିସ- ମାଓବାଦୀ ମୁହାଁମୁହିଁ ହୋଇଥିଲେ। ପୋଲିସ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏଥିସହ ଅପରେସନରେ ଏକ ମାଓ କ୍ୟାମ୍ପକୁ ଉଡ଼ାଇ ଦେଇଛନ୍ତି ସୁରକ୍ଷା ବାହିନୀ। ଘଟଣାସ୍ଥଳରୁ ବିପୁଳ ମାଓ ସାମଗ୍ରୀ ଓ ଗୁଳିଗୋଳା ଜବତ ହୋଇଛି। ଡୋକରୀ ଘାଟିରେ ମାଓବାଦୀ ଥିବା ଖବର ପାଇ ଡିଭିଏଫ, ଏସଓଜି ପକ୍ଷରୁ ମିଳିତ ଭାବେ କମ୍ବିଂ ଅପରେସନ କରାଯାଇଥିଲା। ଏ […]

mao poster
ପୁଣି ମାଓ ପୋଷ୍ଟର

ନୂଆପଡ଼ା: ପୁଣି ମାଓ ପୋଷ୍ଟର।  ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ନିଲାଜି ଓ କର୍ଲାଖମାର ଗାଁରେ ଶତାଧିକ ସଂଖ୍ୟାରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି। ମେନପୁର-ନୂଆପଡ଼ା ଡିଭିଜନାଲ କମିଟି ପକ୍ଷରୁ ଏହି ପୋଷ୍ଟର ମରାଯାଇଥିବା ଜଣାପଡିଛି। ପୋଷ୍ଟରରେ ମହିଳା ମାଓବାଦୀ ସୁମିତ୍ରା ଧରୁଆ, ମକରନ ପହରିଆ ଓ ଯୁସୁଫ ମହମ୍ମଦକୁ ମୁକ୍ତ କରିବାକୁ ଦାବି ହୋଇଛି। ମାଓବାଦୀ ନାଁରେ ପୋଲିସ ସାଧାରଣ ଜନତାଙ୍କୁ ହଇରାଣ କରୁଥିବା ପୋଷ୍ଟରରେ ଉଲ୍ଲେଖ ରହିଛି।  ସସପ୍ତାହକ ତଳେ ଆତ୍ମସମର୍ପଣ କରିଥିବା ସୁମିତ୍ରା […]

maoist killed
ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଉଠାଇ ନେଇ ଜଣକୁ ହତ୍ୟା

ବରଗଡ଼: ବରଗଡ଼ରେ ମାଓବାଦୀଙ୍କ ବର୍ବର କାଣ୍ଡ। ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଉଠାଇ ନେଇ ଜଣକୁ ହତ୍ୟା କରିଛନ୍ତି ମାଓବାଦୀ। ମୃତକ ଜଣକ ପାଇକମାଳ ଥାନା ସାଲେପାଲି ଗାଁର ବିଜୟ ସାହୁ। ଘଟଣାସ୍ଥଳରେ ମାଓବାଦୀମାନେ କିଛି ଲେଖାଥିବା ପୋଷ୍ଟର ଛାଡ଼ି ଯାଇଛନ୍ତି। ପୋଷ୍ଟରରେ ଲେଖା ହୋଇଛି, ଗତବର୍ଷ ସେପଟେମ୍ବରରେ ୨ ଜଣ କମ୍ରେଡ କୌଣସି କାମରେ ଯାଇଥିବା ବେଳେ ବିଜୟ ପୋଲିସକୁ ଖବର ଦେବା ସହ ସେମାନଙ୍କୁ ଧରାଇ ଦେଇଥିଲେ। ତେଣୁ ଜନ ଅଦାଲତରେ ସେମାନଙ୍କୁ ମୃତ୍ୟୁଦଣ୍ଡ […]

vlcsnap-error058
ଆତଙ୍କରେ ଆତଙ୍କର ସୌଦାଗର, ଲାଲ୍‌ସେନାର ଜୀବନ ନେଉଛି କରୋନା

ମାଲକାନଗିରି: ଆତଙ୍କରେ ଆତଙ୍କର ସୌଦାଗର । ମହାମାରୀ ପଞ୍ଝାରେ ମାଓବାଦୀ । ଲାଲ୍‌ଗଡ଼ରେ ଲାଲ୍‌ସେନାର ଜୀବନ ନେଉଛି କରୋନା । ପୂର୍ବରୁୁ ଉଭୟ ଛତିଶଗଡ଼ ଓ ତେଲେଙ୍ଗାନା ପୋଲିସ କହୁଥିଲେ ହେଲେ ଏବେ ଆଉ ଲୁଚେଇ ନପାରି ଖୋଦ୍ ମାଓବାଦୀ ବି…

vlcsnap-error053
କରୋନାରେ ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୃତ୍ୟୁ, ଭୟରେ ଆଉ ଦୁଇ ଜଣଙ୍କ ଆତ୍ମସମର୍ପଣ

ଦୁଇ ଟପ୍ ମାଓନେତା ହରିଭୂଷଣ ଓ ସାରକ୍କଙ୍କ ମୃତ୍ୟୁ । କରୋନାରେ ଉଭୟଙ୍କ ମୃତ୍ୟୁ ହୋଇଥିବା ଲାଲବାହିନୀ ପକ୍ଷରୁ ସ୍ପଷ୍ଟ କରାଯାଇଛି । ପ୍ରେସ୍ ବିଜ୍ଞପ୍ତିରେ ଏହା କହିଛି ତେଲେଙ୍ଗାନା ରାଷ୍ଟ୍ରୀୟ ମାଓ ଦଳ । ଏସଂପର୍କରେ ଆଗରୁ ମଧ୍ୟ ସୂଚନା…