• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Maoists Killed

Chhattisgarh Encounter
Chhattisgarh Encounter: ପୋଲିସ-ମାଓବାଦୀ ଗୁଳି ବିନିମୟ: ୨ ମାଓବାଦୀ ନିପାତ, ଜଣେ ଯବାନ ସହିଦ...

ଛତିଶଗଡ଼ରେ ପୋଲିସ-ମାଓବାଦୀ ଗୁଳି ବିନିମୟ । ବିଜାପୁର ଜିଲ୍ଲା ଗଙ୍ଗଲୁର ଜଙ୍ଗଲରେ ଗୁଳି ବିନିମୟ  । 

maoist killed
ଏନ୍‌କାଉଣ୍ଟରରେ ୨ ମାଓବାଦୀ ମୃତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଳକ ଡୁଡୁକାମାଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ। ଏଥିରେ ୨ଜଣ ମାଓବାଦୀ ପ୍ରାଣ ହରାଇଛନ୍ତି।  ମୃତକଙ୍କ ମଧ୍ୟରେ  କ୍ୟାଡର ମାଓବାଦୀ ସଞ୍ଜୀବ ଥିବା କୁହାଯାଉଛି।  ତାଙ୍କ ନାଁରେ ୨୫ରୁ ଅଧିକ ମାମଲା ଥିବା କୁହାଯାଉଛି। ସୂଚନା ଅନୁସାରେ ଡ଼ୁଡ଼ୁକାମାଲ ଜଙ୍ଗଲରେ ମାଓବାଦୀ ଥିବା ଖବର ପାଇବା ପରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା।  ପରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଗୋଟିଏ AK ୪୭ ଏବଂ ଗୋଟିଏ ଇନ୍‌ସାସ […]

maoists killed
୩ ମାଓବାଦୀ ମୃତ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ନାରାୟଣପାଟଣା: କୋରାପୁଟ ନାରାୟଣପାଟଣାରେ ପୋଲିସର ମାଓ ଏନକାଉଣ୍ଟର। ଡୋକରୀ ଘାଟିରେ କମ୍ବିଂ ବେଳେ ପୋଲିସ- ମାଓବାଦୀ ମୁହାଁମୁହିଁ ହୋଇଥିଲେ। ପୋଲିସ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏଥିସହ ଅପରେସନରେ ଏକ ମାଓ କ୍ୟାମ୍ପକୁ ଉଡ଼ାଇ ଦେଇଛନ୍ତି ସୁରକ୍ଷା ବାହିନୀ। ଘଟଣାସ୍ଥଳରୁ ବିପୁଳ ମାଓ ସାମଗ୍ରୀ ଓ ଗୁଳିଗୋଳା ଜବତ ହୋଇଛି। ଡୋକରୀ ଘାଟିରେ ମାଓବାଦୀ ଥିବା ଖବର ପାଇ ଡିଭିଏଫ, ଏସଓଜି ପକ୍ଷରୁ ମିଳିତ ଭାବେ କମ୍ବିଂ ଅପରେସନ କରାଯାଇଥିଲା। ଏ […]