ରାଷ୍ଟ୍ରପତି ଭଳି ଉପ-ରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଦେଶର ସାଧାରଣ ନାଗରିକ ଭୋଟ୍ ଦେଇ ନ ଥାନ୍ତି। ଉପରାଷ୍ଟ୍ରପତି ନିର୍ବାଚନରେ କେବଳ ସାଂସଦ ଭୋଟ୍ ଦେଇଥାନ୍ତି।
ସଂସଦ ଭବନରେ ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟିଂ ଚାଲିବ। ଭୋଟିଂ ପରେ ସାଙ୍ଗେ ସାଙ୍ଗେ ଗଣତି କରାଯିବ।
ବିରୋଧୀ ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ ଆଲଭା
ବିଭିନ୍ନ ରାଜ୍ୟର ରାଜ୍ୟପାଳ ଦାୟିତ୍ୱ ତୁଲାଇଛନ୍ତି ମାର୍ଗାରେଟା ଆଲଭା