ଲୋକମାନେ ସାଧାରଣତଃ ଘର ସଜାଇବା ପାଇଁ ଫୁଲ ବ୍ୟବହାର କରନ୍ତି। କିନ୍ତୁ ଏଠାରେ ଏମିତି ଅନେକ ଫୁଲ ଅଛି ଯାହା ଔଷଧୀୟ ଗୁଣରେ ଭରପୂର। କିନ୍ତୁ ଅନେକ ଲୋକ ଅଛନ୍ତି ଯେଉଁମାନେ ଏହା ବିଷୟରେ ଜାଣନ୍ତି ନାହିଁ। ସେଥିମଧ୍ୟରୁ ଗେଣ୍ଡୁଫୁଲ ଗୋଟିଏ।
କେମିତି ରୋଜଗାର କରିବେ ବୋଲି ଭାବୁଥିଲେ, ଚିନ୍ତିତ ଥିଲେ । ଏବେ ଗେଣ୍ଡୁ ଚାଷ କରି ମାଲେମାଲ ହେଲେ । ମାସକୁ ରୋଜଗାର ଜାଣିଲେ ଉଡ଼ିଯିବ ହୋସ୍
ଚାଷ କଲେ ଭଲ ଦୁଇ ପଇସା ଲାଭ ହେବ । କିଛି ଏମିତି ଭାବି ଆରମ୍ଭ କରିଦେଲେ ଚାଷ । ବାସ୍ ଏହାପରେ ବହୁମାତ୍ରାରେ ଫୁଲ ଫୁଟୁଛି । ଗୋଟିଏ କ୍ଷେତରେ ସ୍ୱାମୀ,ସ୍ତ୍ରୀ, ବାପା-ମାଆଙ୍କ ସହ ୬ ଜଣ ଦିନ ମଜୁରିଆ ଭାବରେ ନିର୍ଦ୍ଧୁମ ଖଟୁଛନ୍ତି । ଆଉ ଯେତିକି ରୋଜଗାର ହେଉଛି ସେତିକିରେ ନିଜେ ଲାଭବାନ ହେବା ସହିତ ଲୋକଙ୍କୁ ଦେଉଛନ୍ତି ନିଯୁକ୍ତି ।
ସୌନ୍ଦର୍ଯ୍ୟ ଓ ସୁଗନ୍ଧ ବିତରଣ କରୁଥିବା ଏହିପରି ଏକ ଫୁଲ ହେଉଛି 'ଗେଣ୍ଡୁ' ଯାହାର ଅନେକଗୁଡିଏ ଭଲ ଗୁଣ ଅଛି । ଏହା ଶୀଘ୍ର ନଷ୍ଟ ହୁଏ ନାହିଁ, ଅପେକ୍ଷାକୃତ ଭାବେ ଟାଣ, ଶସ୍ତା, ସୁନ୍ଦର ଓ ସହଜରେ ମିଳିଥାଏ । ଆଜିକାଲି ଏହି ଫୁଲର ଚାହିଦା ଯଥେଷ୍ଟ ଅଧିକ ରହିଛି ।