• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Marital Discord

Marital Discord
ସାଂସଦ ଅନୁଭବ-ବର୍ଷାଙ୍କ ବିବାହ ବିଚ୍ଛେଦ ମାମଲା; ଅକ୍ଟୋବର ୩୧ ସୁଦ୍ଧା ପୂର୍ଣ୍ଣଚ୍ଛେଦ !

ପୂର୍ବରୁ ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ବିବାଦ ମାମଲାରେ ଅନେକ ନୂଆମୋଡ଼ ଦେଖିବାକୁ ମିଳିଛି । ସୋସିଆଲ ମିଡିଆରେ ପୋଷ୍ଟ କରି ତାଙ୍କ ଜୀବନରୁ ଓହରି ଯିବା ଲାଗି ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁରୋଧ କରିଛନ୍ତି ଅନୁଭବ ।

Marital discord
ଫ୍ୟାମିଲି କୋର୍ଟରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ଦିନ ୨ଟାରେ ଅନୁଭବ ଏବଂ ବର୍ଷାଙ୍କୁ ଏକାଠି ହାଜର ପାଇଁ ରହିଛି ନିର୍ଦ୍ଦେଶ

Sumit Tapaswini
ତପସ୍ୱିନୀଙ୍କୁ ମାସିକ ୧୦ ହଜାର ଟଙ୍କା ଦେବେ ସୁମିତ୍

ସୁମିତଙ୍କ ପକ୍ଷରୁ ଦିଆଯାଉଥିବା ମାସିକ ପାରିତୋଷିକ ହ୍ରାସ କରିଛନ୍ତି ହାଇକୋର୍ଟ

Anubhav Barsha Martial Discord
ବର୍ଷାଙ୍କ ସ୍ପାଉସ୍ କାର୍ଡ ପ୍ରତ୍ୟାହାର ସଂପର୍କରେ ହାଇକୋର୍ଟଙ୍କ ରହିତାଦେଶ

ବର୍ଷା ଜାଲ୍ କାଗଜପତ୍ର ତିଆରି କରିଥିବା ନେଇ ସାଂସଦ ଅନୁଭବ ସଂସଦକୁ ଜଣାଇଥିଲେ।

Tapaswini
'ମରିଯିବି ପଛେ ଏଠୁ ଯିବିନି'

ଛିଣ୍ଡୁନି ଶ୍ୱଶୁର-ବୋହୂ ବିବାଦ.. କବାଟ ଭାଙ୍ଗି ସିନି ଶାଶୁଘରକୁ ଏଣ୍ଟ୍ରି କଲେ ତପସ୍ୱିନୀ.. କିନ୍ତୁ ଏରୁଣ୍ଡି ଡେଇଁ ପାରିଲେନି.. ଗ୍ୟାରେଜରେ କଟୁଛି ତପସ୍ୱିନୀଙ୍କ ଦିନ-ରାତି.. ସେପଟେ ବୋହୂ ବିରୋଧରେ ଥାନାରେ ଏତଲା ଦେଇଛନ୍ତି ଶ୍ୱଶୁର ପ୍ରମୋଦ ସାହୁ

Marital Discord – We Didn’t Receive Any Notice About Imposition Sec 144, Says Social Activist
ସୁମିତ୍‌ଙ୍କ ଘର ସାମ୍ନାରେ ୧୪୪ ଧାରା ଲାଗୁ ହେଲା।

ସୁମିତ୍‌ଙ୍କ ଘର ସାମ୍ନାରେ ୧୪୪ ଧାରା ଲାଗୁ ହେଲା। ବ୍ରହ୍ମାନଗର ଅଂଚଳରେ ଥିବା ସୁମିତଙ୍କ ଘର ଆଗରେ ପୋଲିସ ୧୪୪ ଧାରା ଲାଗୁ କରିଛି। ସୂଚନା ଅନୁସାରେ, ଅନିର୍ଦ୍ଦିଷ୍ଟକାଳ ପାଇଁ ୧୪୪ ଲାଗିଛି।

Tapaswini-Sumit
ପଦାକୁ ଗୋଡ଼ କାଢ଼ିଛି, ମୁଁ ଲଢ଼େଇ କରିବି

ଯଦି ସେ ଅଡିଓ ଦେଇପାରିଲେ ତେବେ ଭିଡିଓ ଦେଲେନାହିଁ କାହିଁକି? ଦେହ ଖରାପ ଅଛି ବୋଲି କହି ସେ ଛୁଟି ନେଇଛନ୍ତି। ବାସ୍ତବରେ ସେ ଅସୁସ୍ଥ ଅଛନ୍ତି ନା ତପସ୍ୱିନୀଙ୍କୁ ଠକିବାକୁ ଏମିତି କରିଛନ୍ତି?

Wife Continues Sit-In Protest Outside Husband’s House
‘ମୁଁ ଘରର ବୋହୂ ବାହାରେ ଶୋଉଛି, କୁକୁର ଆସି ପାଖରେ ଶୋଉଛି’

୯ ଦିନ ହେଲା ଶ୍ୱଶୁର ଘର ଆଗରେ ଧାରଣାରେ ବସିଛନ୍ତି ତପସ୍ୱିନୀ। ସେ କହିଛନ୍ତି, ‘ଯେତେବେଳେ ସ୍ତ୍ରୀ ରାସ୍ତାରେ ଧୂଳିମାଟିରେ ଶୋଉଛି, ଏପରିକି କୁକୁର ଆସି ପାଖରେ ଶୋଉଛି, ତାଙ୍କୁ(ସ୍ୱାମୀ) କ’ଣ ଏସବୁ ଦେଖିକି ଦୟା ଲାଗୁନି ? ଏସବୁ ଦେଖି ବାହାର ଲୋକଙ୍କ ଆଖିରୁ ଲୁହ ଆସି ଯାଉଛି, ହେଲେ ତାଙ୍କ ଆଖିରୁ କ’ଣ ଲୁହ ଆସୁନି ?’