• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Massive Landslide

landslide-affected area.
ମଣିପୁରରେ ଭୟଙ୍କର ଭୂସ୍ଖଳନ, ୭ ଯବାନ ସହିଦ

ଏହି ଭୂସ୍ଖଳନ ଯୋଗୁ ଇଜାଇ ନଦୀ ପ୍ରଭାବିତ ହୋଇଛି। ମାଟି ଧସି ନଦୀରେ ମିଶିଛି।

Massive Landslide
କିନ୍ନୌରରେ ବଡ଼ ଧରଣର ଭୂସ୍ଖଳନ,୪୦ ଜଣ ମାଟି ତଳେ ଫସିଥିବା ଆଶଙ୍କା

କିନ୍ନୌରରେ ବଡ଼ ଧରଣର ଭୂସ୍ଖଳନ । ବୁଧବାର ଅପରାହ୍ନରେ ହିମାଚଳ ପ୍ରଦେଶରେ କିନ୍ନୌର ଜିଲ୍ଲାର ଚୌରା ନିକଟସ୍ଥ ଜାତୀୟ ରାଜପଥ ସଂଲଗ୍ନ ଇଗଲ ଜଙ୍ଗଲରେ ପାହାଡ଼ ଧସିବାରୁ ଏକ ବଡ଼ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ଜଣ ଆହତ ହୋଇଛନ୍ତି । ପାହାଡ଼ରୁ ମାଟି ଅତଡ଼ା ତଥା ପଥର ଖଣ୍ଡ ଖସି HRTC ବସ୍ ପୂରା ପୋତି ହୋଇ ଯାଇଥିବା ସୂଚନା ମିଳିଛି । ଏବେ ମାଟି ତଳେ ୪୦ରୁ ଅଧିକ ଲୋକ ଫସିଯିବାର ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।