ଷ୍ଟେସନକୁ ଯିବା ଆସିବା ଲାଗି ୪ଟି ଏକ୍ସାଲେଟର୍ ରହିବ । ଯାତ୍ରୀଙ୍କ ସୂଚନା ପାଇଁ ଡିସପ୍ଲେ ବୋର୍ଡ ଓ ଦିବ୍ୟାଙ୍ଗଙ୍କ ପାଇଁ ଅନୁକୂଳ ବ୍ୟବସ୍ଥା ରହିବ ।
ଶିକ୍ଷୟିତ୍ରୀ ମମିତା ହତ୍ୟାକାଣ୍ଡ ଘଟଣାରେ ବିଜେପିର ଅଭିନବ ପ୍ରତିବାଦ । ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ବିଜେପି ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ ଛକ ନିକଟରେ ଘଣ୍ଟ ବଜାଇ ପ୍ରତିବାଦ କରାଯାଉଛି।
ମାଷ୍ଟରକ୍ୟାଣ୍ଟିନସ୍ଥିତ ଐତିହ୍ୟ ଘୋଡ଼ା ଚତୁଃପାର୍ଶ୍ୱରେ ସୌନ୍ଦର୍ଯ୍ୟକରଣ ପାଇଁ ମୂର୍ତ୍ତି ସ୍ଥାନାନ୍ତର ବେଳେ ଭାଂଗିଗଲା ନର୍ତ୍ତକୀ ମୂର୍ତ୍ତି । ଏହାର ପ୍ରତିବାଦ କରି ଆଜି ଘୋ଼ଡା ଏବଂ ଯୋଦ୍ଧା ମୂର୍ତ୍ତି ତଳେ ବିକ୍ଷୋଭ ଏବଂ ଧାରଣା ଦିଆଯାଇଥିଲା ।