ଅଭିନୟ ସାଙ୍ଗକୁ ଇଶ୍ୱରଙ୍କ ପୂଜାର୍ଚ୍ଚନା କରିବାକୁ ଭୁଲନ୍ତି ନାହିଁ ଶାହାରୁଖ । ମୁସଲିମ ଧର୍ମ ଅନୁଯାୟୀ ମସଜିଦ୍ରେ ନମାଜ ପାଠ କରି ମୁଣ୍ଡ ଟେକିବା ପରେ ଏବେ ଶାହରୁଖ ମାତା ବୈଷ୍ଣୋ ଦେବୀଙ୍କ ମନ୍ଦିରରେ ଶରଣ ପସିଛନ୍ତି ।
ନୂଆବର୍ଷରେ ମାତା ବୈଷ୍ଣୋ ଦେବୀ ଭବନରେ ଅଘଟଣ ଘଟିଯାଇଛି.. ଦଳାଚକଟାରେ ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି.