ଶ୍ରୀକୃଷ୍ଣଙ୍କ ଅଣନାତି ବଜ୍ରନାଭ ମଥୁରାରେ ଶ୍ରୀକୃଷ୍ଣଙ୍କ ପ୍ରଥମ ମନ୍ଦିର ନିର୍ମାଣ କରିଥିଲେ। ଏହା ପରେ ଆଉ ତିନି ଥର ଏହାର ନିର୍ମାଣ ହୋଇଛି। ଔରଙ୍ଗଜେବଙ୍କ ଶାସନ କାଳରେ ଏହାକୁ ଭାଙ୍ଗି ଦିଆଯାଇଥିଲା।
୧୯୯୯ ମସିହାରେ ତୁଙ୍ଗନାଥ ଚତୁର୍ବେଦୀ, ଯିଏ କି ଜଣେ ଆଇନଜୀବୀ । ସେ ମଥୁରାରୁ ମୋରାଦାବାଦ ଯିବା ପାଇଁ ଦୁଇଟି ରେଳ ଟିକେଟ୍ କାଟିଲେ । ପ୍ରତି ଟିକେଟ୍ର ଦାମ ଥିଲା ୩୫ ଟଙ୍କା । ହେଲେ ତାଙ୍କଠାରୁ ୭୦ ବଦଳରେ ରଖାଯାଇଥିଲା ୯୦ ଟଙ୍କା ।
ସତରେ ନିର୍ବାଚନ ଗୋଟିଏ ନିଶାରେ ନାରଣ। ଯଦି ନେତା ଦଳୀୟ ଟିକେଟ୍ ପାଇଲା, ତା ହେଲେ ମନ କୁଣ୍ଢେ ମୋଟ। ଯଦି ଟିକେଟ୍ ନ ମିଳେ, ତାହେଲେ ଏମିତି ଦେଖିବାକୁ ହେବରେ...
ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବଡ ଘୋଷଣା । ମଥୁରାରେ ମଦ ଓ ମାଂସ କାରବାର ଉପରେ ସମ୍ପୂର୍ଣ ପ୍ରତିବନ୍ଧ ଲଗାଇଲେ ଉତ୍ତରପ୍ରଦେଶ ସରକାର । ମଦ ଏବଂ ମାଂସ କାରବାର କରୁଥିବା ବ୍ୟବସାୟୀଙ୍କୁ ଅନ୍ୟ କ୍ଷେତ୍ରରେ ବ୍ୟବସାୟ ଆରମ୍ଭ କରିବେ ପାଇଁ ଅନୁରୋଧ କରିବା ସହ ସେମାନଙ୍କ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି