ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ଖଣ୍ଡନ କଲେ ବୋର୍ଡ ଉପସଭାପତି । କୌଣସି ପ୍ରଶ୍ନପତ୍ର ଲିକ୍ ହୋଇନଥିବା କହିଲେ ନିହାର ରଂଜନ ମହାନ୍ତି ।
ରାତି ପାହିଲେ ମାଟ୍ରିକ୍ ପରୀକ୍ଷା । ପ୍ରଥମ ପେପରରେ ଭଲ କରିବାକୁ ପିଲା ରିଭିଜନ ଚଳାଇଥିବା ବେଳେ ବୋର୍ଡ ପକ୍ଷରୁ ପ୍ରସ୍ତୁତିକୁ ଦିଆଯାଉଛି ଶେଷ ସ୍ପର୍ଶ ।
ଆଜି ଥିଲା ସାମାଜିକ ବିଜ୍ଞାନ ପରୀକ୍ଷା । ଇତିହାସ ଓ ରାଜନୀତି ବିଜ୍ଞାନ ବିଷୟର ବି-ସେଟରେ କିଛି ତ୍ରୁଟି ଦେଖି ଘାବରାଇ ଯାଇଥିଲେ ପରୀକ୍ଷାର୍ଥୀ ।
ଆଜି ଥିଲା ସାମାଜିକ ବିଜ୍ଞାନ ପରୀକ୍ଷା । ଇତିହାସ ଓ ରାଜନୀତି ବିଜ୍ଞାନ ବିଷୟର ବି-ସେଟରେ କିଛି ତ୍ରୁଟି ଦେଖି ଘାବରାଇ ଯାଇଥିଲେ ପରୀକ୍ଷାର୍ଥୀ ।
ସେଇ କାରଣରୁ ବହି ଆସିବାରେ ଡେରି ହେଉଛି ନା ଅନ୍ୟ କିଛି କାରଣ ଅଛି? ଏହାକୁ ନେଇ ପ୍ରଶ୍ନ ଉଠିଛି। ତେବେ ଏନେଇ ତାଙ୍କ ପାଖରେ କୌଣସି ଖବର ନଥିବା କହିଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ।
କରୋନା ପାଇଁ ଦୁଇ ବର୍ଷ ହେଲା ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ବାତିଲ କରିବାକୁ ପଡ଼ିଥିଲା। ତେଣୁ ମୂଲ୍ୟାୟନ ଓ ରେଜଲ୍ଟ ବାହାର କରିବାରେ ଅସୁବିଧା ହୋଇଥିଲା। ତେଣୁ ଏହି ବର୍ଷଠାରୁ ନୂଆ ପଦ୍ଧତିରେ ପରୀକ୍ଷା କରାଯାଉଛି।