ମାଟ୍ରିକ୍ ପାସ୍ କରିଥିବା ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ୍ ଦେବା ଲାଗି ପ୍ରଧାନଶିକ୍ଷକ ୨୦୦ ଟଙ୍କା ନେଉଥିବା ଅଭିଯୋଗ ହୋଇଛି।