ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍ କରୁଥିଲେ ସାବଧାନ ! ଧରାପଡ଼ିଯିବ କିଏ କେଉଁଠୁ କରିଛି ପେପର୍ ଲିକ୍ । ସିରିଏଲ୍ ନମ୍ୱର, ୱାଟରମାର୍କ, QR କୋଡ୍ । ପେପର୍ ଲିକ୍ ରୋକିବାକୁ ବୋର୍ଡର ବଡ଼ ପଦକ୍ଷେପ ।
ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍ କରୁଥିଲେ ସାବଧାନ ! ଧରାପଡ଼ିଯିବ କିଏ କେଉଁଠୁ କରିଛି ପେପର୍ ଲିକ୍ । ସିରିଏଲ୍ ନମ୍ୱର, ୱାଟରମାର୍କ, QR କୋଡ୍ । ପେପର୍ ଲିକ୍ ରୋକିବାକୁ ବୋର୍ଡର ବଡ଼ ପଦକ୍ଷେପ ।
ପୁରୀ ଜିଲ୍ଲାରେ A1 ମାର୍କ ରଖିବା ପାଇଁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ପୋଲିସ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ୱତନ୍ତ୍ର କ୍ଳାସର ଆୟୋଜନ କରାଯାଇଛି। ଯାହାଦ୍ୱାରା ମାଟ୍ରିକ ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇଛି ।
ଆସିଲା ମାଟ୍ରିକ୍ ପରୀକ୍ଷା କାର୍ଯ୍ୟସୂଚୀ । ଆସନ୍ତାବର୍ଷ ଫେବ୍ରୁଆରୀ ୨୧ ରୁ ମାର୍ଚ୍ଚ ୬ ଯାଏଁ ଚାଲିବ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ।
ଫେବ୍ରୁଆରୀ ୨୧ରୁ ହେବ ମାଟ୍ରିକ ପରୀକ୍ଷା । ଫେବ୍ରୁଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା । ୨୧ରେ MILO, ୨୪ରେ SLE ପରୀକ୍ଷା ଅନୁଷ୍ଠିତ ହେବ ।
ଆରମ୍ଭ ହୋଇଛି ମାଟ୍ରିକ ଫର୍ମ ଫିଲଅପ୍ । ମାଟ୍ରିକ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନଲାଇନରେ ଚାଲିଛି। ତେବେ ଛାତ୍ରଛାତ୍ରୀ କିପରି ଫର୍ମ ଫିଲଅପ କରିବେ ଆସନ୍ତୁ ଜାଣିବା।
ଆଜିଠୁ ମାଟ୍ରିକ ଫର୍ମ ଫିଲଅପ୍ । ମାଟ୍ରିକ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନଲାଇନରେ ହେବ । ଆସନ୍ତା ୧୮ ତାରିଖ ଯାଏ ଏହି ପ୍ରକ୍ରିୟା ଚାଲିବ।
ଭବିଷ୍ୟତରେ ସୁଚରିତା କୃଷି ଓ କୃଷକଙ୍କ ଉନ୍ନତି ପାଇଁ କାର୍ଯ୍ୟ କରିବାର ଲକ୍ଷ୍ୟ ରଖିଥିବାବେଳେ ସୁଚିଶ୍ମିତା ଡାକ୍ତର ହୋଇ ରୋଗୀସେବା ପାଇଁ ଲକ୍ଷ୍ୟ ରଖିଛନ୍ତି।
ଯେବେ ଗରିବ ଝିଅଟିଏ ସଫଳତା ପାଏ, ପରିବାରରେ ଖେଳିଯାଏ ଖୁସିର ଲହରୀ । ଦୁଃଖ ଭିତରେ ଫୁଟି ଉଠେ ହସ । ସମସ୍ତେ ଝିଅଟିକୁ ବେଶ୍ ବାହାବାହା କରନ୍ତି । ଗରିବ ବାପା ଫଳ ବିକନ୍ତି ।
ରେଜଲ୍ଟ ବାହାରୁଛି ନା କେବେ ବାହାରିବ ଘୋଷଣା କରାଯାଉଛି। ଫଳରେ ଦ୍ୱନ୍ଦ୍ୱରେ ଉଭୟ ବାପପୁଅ ।
ଛାତ୍ରଛାତ୍ରୀଙ୍କ ଠାରୁ ଶହେ ଟଙ୍କା ଲେଖାଏଁ ନିଆଯାଇଥିବା ଅଭିଯୋଗ । ଭାଇରାଲ ହେଉଛି ପିଲାମାନେ ଟଙ୍କା ଦେବା ବେଳର ଦୃଶ୍ୟ ।
ବରଗଡ ଜିଲ୍ଲା ଗାଇସିଲାଟ ବ୍ଲକ ଫିରିଙ୍ଗିମାଲ ପଞ୍ଚାୟତ ହାଇସ୍କୁଲର ଘଟଣା ।
ଅଭିଭାବକ ମାନେ ସେମାନଙ୍କ ପିଲା ମାନଙ୍କୁ କପି ଯୋଗାଇବା ପାଇଁ କାନ୍ଥ ଡେଉଁଛନ୍ତି।
ପରୀକ୍ଷା ପୂର୍ବରୁ ସୋସିଆଲ୍ ମିଡିଆରେ ଘୂରି ବୁଲିଲା ଗଣିତ ପ୍ରଶ୍ନପତ୍ର । ଦୋଷୀଙ୍କୁ କଡ଼ା ଦଣ୍ଡ ପାଇଁ ପିଲା ଓ ଅଭିଭାବକଙ୍କ ଦାବି ।
ଭାଇରାଲ୍ ପ୍ରଶ୍ନପତ୍ରକୁ ପିଲାଏ ଚିହ୍ନିଲା ପରେ ଅଜବ ଉତ୍ତର ରଖିଛନ୍ତି ବୋର୍ଡ ସଭାପତି । ବୋର୍ଡ ସଭାପତିଙ୍କୁ ପ୍ରଶ୍ନ କରିବା ପରେ ସେ ସ୍ପଷ୍ଟୀକରଣ ଦେବା ପରିବର୍ତ୍ତେ ଗଣମାଧ୍ୟମକୁ ଓଲଟା ଟାର୍ଗେଟ କରିଛନ୍ତି ।
ମୋବାଇଲରୁ ମୋବାଇଲ୍ ଘୁରି ବୁଲୁଛି ମାଟ୍ରିକ ପ୍ରଶ୍ନପତ୍ର। ଆଜି ଗଣିତ ପରୀକ୍ଷା ଥିବା ବେଳେ ଏହାର କିଛି ପ୍ରଶ୍ନପତ୍ର ଭାଇରାଲ୍ ହେଉଛି।
ଏବେ ମାଟ୍ରିକ୍ ପରୀକ୍ଷା ଚାଲିଥିବା ବେଳେ ଯାତ୍ରାରେ ଡବଲ ଶୋ’ କିଭଳି ପରିସ୍ଥିତିରେ ହେଉଛି ଏଥିଲାଗି କିଏ ଅନୁମତି ଦେଲା ବୋଲି ପ୍ରଶ୍ନ କରିଛନ୍ତି ବିଜେପି କର୍ପୋରେଟର।
ମାଟ୍ରିକ୍ ପରୀକ୍ଷା ପିଛା ଛାଡୁନି ବିବାଦ। ଇଂରାଜୀ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ନେଇ ହଇଚଇ। ଅଭିଭାବକଙ୍କ ଉଦବେଗ, ବୋର୍ଡ କର୍ତ୍ତୃପକ୍ଷଙ୍କ ଖଣ୍ଡନ। ସମୟ ଆଗରୁ ପ୍ରଶ୍ନପତ୍ର ଖୋଲାଯାଇଥିବା ଧରିଲା AI ।
ମାଟ୍ରିକ ପରୀକ୍ଷା ଇଂରାଜୀ ବିଷୟରେ ପରୀକ୍ଷା ବେଳେ ବିଭ୍ରାଟ ଓ ତ୍ରୁଟି । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା AI ଦ୍ୱାରା ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ହୋଇଥିବା ବିଭ୍ରାଟ ସାମ୍ନାକୁ ଆସିଛି ।
ମାଟ୍ରିକ ପରୀକ୍ଷାରେ କପି ଧରିବା ହେଉ କି ବିଶୃଙ୍ଖଳା ରୋକିବା, ବିଭିନ୍ନ କ୍ଷେତ୍ରରେ ଫାଇଦା ଦେଉଛି ପ୍ରଥମ ଥର ପାଇଁ ବ୍ୟବହାର ହୋଇଥିବା ଆର୍ଟିଫିସିଆଲ ଇଣ୍ଟଲିଜେନ୍ସ ବା AI ।
ପରୀକ୍ଷା ସ୍ୱାଭାବିକ ଭାବରେ ମାନସିକ ଚାପକୁ ବଢାଇଦେଇଥାଏ। କିନ୍ତୁ ଆପଣ ଜାଣନ୍ତି କି ଅନିଶ୍ଚିତତା, ସାମାଜିକ ଚାପ ଏବଂ ଫଳାଫଳକୁ ଭୟ ମଧ୍ୟ ଅନେକାଂଶରେ ମାନସିକ ସ୍ୱାସ୍ଥ୍ୟ ଉପରେ ନକାରାତ୍ମକ ପ୍ରଭାବ ପକାଇଥାଏ। ପରୀକ୍ଷାରେ ଭଲ କରିବା ପାଇଁ ଜାଣନ୍ତୁ କେତେକ ଟିପ୍ସ।
ରାତି ପାହିଲେ ମାଟ୍ରିକ୍ ପରୀକ୍ଷା । ପ୍ରଥମ ପେପରରେ ଭଲ କରିବାକୁ ପିଲା ରିଭିଜନ ଚଳାଇଥିବା ବେଳେ ବୋର୍ଡ ପକ୍ଷରୁ ପ୍ରସ୍ତୁତିକୁ ଦିଆଯାଉଛି ଶେଷ ସ୍ପର୍ଶ ।
ଆସନ୍ତା ୨୦ରୁ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ମାର୍ଚ୍ଚ ୧୬ ତାରିଖରୁ ଖାତାଦେଖା ଆରମ୍ଭ ହୋଇ ୩୦ ତାରିଖରେ ସରିବ। ସେପଟେ କପି ରୋକିବାକୁ ନୂଆ ଫର୍ମୂଲା ସ୍ୱରୂପ, ଏଥର ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପଶିବେ ପରୀକ୍ଷାର୍ଥୀ।
ଆସିଲା ପରୀକ୍ଷା ଋତୁ । ଚିନ୍ତାରେ ଅଭିଭାବକ, ଚାପରେ ପରୀକ୍ଷାର୍ଥୀ । CBSE , I CSE ଠାରୁ ଆରମ୍ଭ କରି ରାଜ୍ୟ ବୋର୍ଡ ପରୀକ୍ଷା ଯାଏଁ ସମସ୍ତ ଛାତ୍ରଛାତ୍ରୀଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ।
ଆସିଲା ପରୀକ୍ଷା ଋତୁ । ଚିନ୍ତାରେ ଅଭିଭାବକ, ଚାପରେ ପରୀକ୍ଷାର୍ଥୀ । CBSE , I CSE ଠାରୁ ଆରମ୍ଭ କରି ରାଜ୍ୟ ବୋର୍ଡ ପରୀକ୍ଷା ଯାଏଁ ସମସ୍ତ ଛାତ୍ରଛାତ୍ରୀଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ।