ପିଲାଟି ଦିନରୁ ମାଆ ଚାଲିଗଲା....ଜେଜେ ମାଆ ପାଖରେ ସେ ମଣିଷ ହେଲା । ପରିବାରର ଆର୍ଥିକ ସ୍ଥିତି ଏତେଟା ଭଲ ନଥିବାରୁ ଶିକ୍ଷକଙ୍କ ସାହାଯ୍ୟରେ ସେ ପାଠ ପଢୁଥିଲା । ହେଲେ ପିଲାଟି ଦିନରୁ ମାଆକୁ ହରାଇଥିବାରୁ ବଡ ହୋଇ ଡାକ୍ତର ହେବାକୁ ସେ ଦେଖୁଛି ସ୍ୱପ୍ନ ।
ଏକା ସାଙ୍ଗରେ ମାଟ୍ରିକ୍ ଦେଇଥିଲେ ମାଆ-ପୁଅ । ରେଜଲ୍ଚ ବାହାରିବା ପରେ ସମସ୍ତେ ହେଲେ ଆଶ୍ଚର୍ଯ୍ୟ...କାରଣ ମାଆଠାରୁ ଅଧିକ ନମ୍ବର ରଖିଥିଲା ପୁଅ
କ୍ୟାନସରରେ ଚାଲିଗଲା ମାଆ । ଅଭାବ ଅନାଟନରେ ପାଠ ପଢୁଥିଲା ପୁଅ...ଏବେ ମାଟ୍ରିକ୍ରେ ୯୨ ପ୍ରତିଶତ ନମ୍ବର ରଖିବା ପରେ ଡାକ୍ତର ହେବାକୁ ଦେଖୁଛି ସ୍ୱପ୍ନ ।
ମାଟି କାନ୍ଥର ଭଙ୍ଗାଦଦରା ଘର...ଭିତରେ ଶିକାରେ ଝୁଲୁଥିବା ବୋଇତାଳୁ... ପିଣ୍ଡାରେ ଥିବା ଚୁଲି ଆଉ ଚୁଲି ମୁଣ୍ଡରେ ବସି ଖୁସିର ଲୁହରେ ବତୁରି ଯାଉଥିବା ମା’ର ପ୍ରାଣ ଆଜି ହାଲୁକା ହୋଇଯାଇଛି।
ମାଟି କାନ୍ଥର ଭଙ୍ଗାଦଦରା ଘର...ଭିତରେ ଶିକାରେ ଝୁଲୁଥିବା ବୋଇତାଳୁ... ପିଣ୍ଡାରେ ଥିବା ଚୁଲି ଆଉ ଚୁଲି ମୁଣ୍ଡରେ ବସି ଖୁସିର ଲୁହରେ ବତୁରି ଯାଉଥିବା ମା’ର ପ୍ରାଣ ଆଜି ହାଲୁକା ହୋଇଯାଇଛି।
ଜିଲ୍ଲାରେ ଥିବା ପ୍ରାଉଡ୍ ନାମକ ଅନୁଷ୍ଠାନରେ ସୁନୀତା ରହିଥିବା ବେଳେ ଜଗନ୍ନାଥ ନିକେତନରେ ରହୁଛନ୍ତି ଗଣେଶ । କେବଳ ଏହି ଦୁଇଜଣ ନୁହନ୍ତି,ଜିଲ୍ଲାର ୫ଟି ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ସେମାନଙ୍କ ପରି ଆଉ ୧୮ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପାସ୍ କରିବା ନିଶ୍ଚିତ ଭାବରେ ଏକ ଚର୍ଚ୍ଚ।ର ବିଷୟ।
ମାର୍ଚ୍ଚ ୨୦ରେ ସରିଥିଲା ମାଟ୍ରିକ୍ ପରୀକ୍ଷା । ବାପା-ମାଆଙ୍କ ସହ ବାହାରିଥିଲେ ମାମୁଁ ଘର ବୁଲିବାକୁ । ହେଲେ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିଲା । ଏବେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ପ୍ରାୟ ୨ ମାସ ତଳର ଏହି ଦୁର୍ଘଟଣା ପୁଣି ତାଜା ହୋଇଛି।
୧୨ ଟାରୁ ୱେବସାଇଟରେ ଉପଲବ୍ଧ, ଏସଏମଏସରେ ଜାଣି ହେବ । ୧୦ମ ଶ୍ରେଣୀ ରେଜଲ୍ଟ ଅପେକ୍ଷାରେ ୫ ଲକ୍ଷ ୪୧ ହଜାରରୁ ଅଧିକ ଛାତ୍ରଛାତ୍ରୀ ।
ଆଜି ଘୋଷଣା ହେବ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶନ ତାରିଖ । କଟକ ବୋର୍ଡ କାର୍ଯ୍ୟାଳୟରେ ଦିନ ୧୧ଟା ୩୦ରେ ଘୋଷଣା ହେବ । ଏନେଇ ସୂଚନା ଦେଲେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି ।
ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିବା ୫ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀଙ୍କ ଖାତାଦେଖିବେ ଶିକ୍ଷକ ଶିକ୍ଷୟିତ୍ରୀ ।
ଗଣଶିକ୍ଷା ମନ୍ତ୍ରୀ କାଉଣ୍ଟର ଆଟାକ୍ କରି କହିଛନ୍ତି, ମାଟ୍ରିକ ପରୀକ୍ଷା ଶୃଙ୍ଖଳିତ ଭାବେ ଶେଷ ହୋଇଛି । କିନ୍ତୁ ବିରୋଧୀ ଦଳମାନେ ପିଲାଙ୍କୁ ନେଇ ରାଜନୀତି କରୁଛନ୍ତି ।
ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖା ହେବ: ବୋର୍ଡ ସଭାପତି
ବିବାଦ, ବିଭ୍ରାଟ, ତ୍ରୁଟି । ଏସବୁ ଯେମିତି ମାଟ୍ରିକ ପରୀକ୍ଷା ଲାଗି ପ୍ରତିଶବ୍ଦ ପାଲଟିଗଲାଣି । ଚିନ୍ତାରେ ଛାତ୍ରଛାତ୍ରୀ, ଅଭିଭାବକ । ପ୍ରତିବର୍ଷ ମାଟ୍ରିକ ପରୀକ୍ଷା ଆସିଲେ, ସାଙ୍ଗରେ ବିବାଦ ବି ଆସିଥାଏ ।
ବିବାଦ, ବିଭ୍ରାଟ, ତ୍ରୁଟି । ଏସବୁ ଯେମିତି ମାଟ୍ରିକ ପରୀକ୍ଷା ଲାଗି ପ୍ରତିଶବ୍ଦ ପାଲଟିଗଲାଣି । ଚିନ୍ତାରେ ଛାତ୍ରଛାତ୍ରୀ, ଅଭିଭାବକ । ପ୍ରତିବର୍ଷ ମାଟ୍ରିକ ପରୀକ୍ଷା ଆସିଲେ, ସାଙ୍ଗରେ ବିବାଦ ବି ଆସିଥାଏ ।
ମାଟ୍ରିକ ପରୀକ୍ଷା ଦେବେ ବୋଲି ପରୀକ୍ଷାର୍ଥୀ ଏବଂ ଅଭିଭାବକଙ୍କୁ ନାକେଦମ ହେବାକୁ ପଡୁଛି । କିଏ ୪୫ କିଲୋମିଟର ଦୂରକୁ ପ୍ରତିଦିନ ଯା’ଆସ କରୁଛନ୍ତି ତ ଆଉ କିଏ ଘରଭଡ଼ା ନେଇ ରହିବା ସହ ପରୀକ୍ଷା ଦେଉଛନ୍ତି।
ମୂଲ୍ୟାୟନ ସମୟରେ ପରୀକ୍ଷାର୍ଥୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖାଯିବ ବୋଲି ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି।
ଘରେ ରୋଗୀଣା ବାପା । ତେଣୁ ଅଧାରୁ ପାଠ ଛାଡି ଟେଣ୍ଟ ହାଉସରେ ଶ୍ରମିକ ଭାବେ କାମ କରିବାକୁ ବାଧ୍ୟ ହେଉଛି ଅସୀମ ।
5T କୁ ନେଇ ବଢିଲା ବିବାଦ । ବିଧାନସଭାରେ ପୁଣି 5T ତାତି । ସ୍କୁଲଗୁଡ଼ିକର 5T ରୂପାନ୍ତୀକରଣକୁ ନେଇ ଉଠିଲା ପ୍ରଶ୍ନ । ଗତକାଲି ବିଧାନସଭାରେ 5T ଏକ ବିଭାଗ କି ବୋଲି ପ୍ରଶ୍ନ ଉଠିଥିବା ବେଳେ ଆଜି 5T ମାଧ୍ୟମରେ ସ୍କୁଲ୍ ରୂପାନ୍ତୀକରଣ ଉପରେ ଉଠିଛି ପ୍ରଶ୍ନ ।
ଏବର୍ଷ ମାଟ୍ରିକ ପରୀକ୍ଷାରେ ଫର୍ମ ଫିଲପ୍ ଓ ଆଡମିଟ କାର୍ଡ ଇସ୍ୟୁ ପରେ ବି ୧୫ହଜାରରୁ ଅଧିକ ଛାତ୍ରଛାତ୍ରୀଙ୍କ ଅନୁପସ୍ଥିତିକୁ ନେଇ ସୃଷ୍ଟି ହୋଇଛି ହଇଚଇ ।
କାକଟପୁର ଓ ନୟାହାଟ ବାଳିକା ଉଚ୍ଚ ବିଦ୍ୟାଳୟ ଅଧୀକ୍ଷକ ବଦଳିଲେ । ପରୀକ୍ଷା ବେଳେ ଅଧୀକ୍ଷକଙ୍କ ମୋବାଇଲ୍ ସ୍ୱିଚ୍ ଅନ୍ ଥିବାରୁ ବଦଳିଲେ । କାକଟପୁର ବାଳିକା ଉଚ୍ଚ ବିଦ୍ୟାଳୟ କିରାଣୀ ଚାକିରିରୁ ନିଲମ୍ବିତ ହୋଇଛନ୍ତି ।
ମାଟ୍ରିକ ପରୀକ୍ଷା ଆରମ୍ଭରୁ ଅନୁପସ୍ଥିତ ପରୀକ୍ଷାର୍ଥୀ । ଫର୍ମ ଫିଲପ୍ କରିଛନ୍ତି, ଆଡମିଟ କାର୍ଡ ମିଳିଛି କିନ୍ତୁ ପରୀକ୍ଷା ଦେବାକୁ ଆସୁନାହାଁନ୍ତି । ଜଣେ କି ଦୁଇ ଜଣ ନୁହେଁ ୧୫ ହଜାରରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ହଲ୍ ରେ ବସିନଥିବାରୁ ଉଠିଛି ପ୍ରଶ୍ନ ।
ଦାଦନ, ନାବାଳିକା ବିବାହ ଓ ଆର୍ଥିକ ସମସ୍ୟା ପାଇଁ ମାଟ୍ରିକ ପରୀକ୍ଷାର୍ଥୀ ପରୀକ୍ଷା ଦେଉନଥିବା କୁହାଯାଉଛି । କିନ୍ତୁ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ପରୀକ୍ଷା ପରେ ଅନୁପସ୍ଥିତ ଛାତ୍ରଛାତ୍ରୀଙ୍କ ତଥ୍ୟ ସଂଗ୍ରହ କରି ଆବଶ୍ୟକ ପଦକ୍ଷେପ ନିଆଯିବ ।
ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ହଜାର ହଜାର ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଅଛନ୍ତି। କେବଳ ନବରଙ୍ଗପୁର ଜିଲ୍ଲାରୁ ୯୭୩ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଅଛନ୍ତି।
ମାତୃଭାଷାରେ ପରୀକ୍ଷା ଦେଲେ ପିଲା । ମାଟ୍ରିକ ପରୀକ୍ଷା ପାଇଁ ଦୃଷ୍ଟିବାଧିତ ପିଲାଙ୍କ ମଧ୍ୟରେ ଉତ୍ସାହ ।