ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର, ବଲାଙ୍ଗୀରରେ ୪ଟି ଡେଣ୍ଟାଲ କଲେଜ ଓ ମୟୁରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ କରାଯିବ।
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ରାଜ୍ୟରେ ପ୍ରତିଷ୍ଠା ହେବାକୁ ଯାଉଛି ୯ଟି ନୂଆ ମେଡିକାଲ କଲେଜ । ଏନେଇ ବଜେଟ୍ ଅନୁମୋଦନ ମିଳିଥିବା ମନ୍ତ୍ରୀ କହିଛନ୍ତି । MBBS କଲେଜ, ଡେଣ୍ଟାଲ କଲେଜ ଓ ଆୟୁର୍ବେଦିକ କଲେଜ ପ୍ରତିଷ୍ଠା ହେବ । ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ଦ୍ୱାରା ଦୂର ହେବ ସ୍ୱାସ୍ଥ୍ୟ ସମସ୍ୟା ।
ବିଶେଷତଃ ଜମ୍ମୁ ଓ କାଶ୍ମୀରର ଛାତ୍ରଛାତ୍ରୀମାନେ ଇରାନରେ ମେଡିକାଲ୍ ଓ ଅନ୍ୟ ପ୍ରଫେସନାଲ୍ କୋର୍ସରେ ନାମ ଲେଖାଇଥାନ୍ତି । କମ୍ ଖର୍ଚ୍ଚରେ ପାଠପଢ଼ା ଓ ସାଂସ୍କୃତିକ ସାମଞ୍ଜସ୍ୟ ପାଇଁ କାଶ୍ମୀର ଛାତ୍ରଛାତ୍ରୀ ଇରାନର ବିଭିନ୍ନ ବିଶ୍ବବିଦ୍ୟାଳୟରେ ପଢ଼ିବାକୁ ପସନ୍ଦ କରିଥାନ୍ତି ।
କୋଲକାତା ଇଡିର 8ଟି ଟିମ୍ ରାଉରକେଲା ସହ ଭୁବନେଶ୍ବର ହାଇଟେକ୍ ହସ୍ପିଟାଲ୍ ଓ ଭୁବନେଶ୍ବରେ କିମ୍ସ ଓ ସମ୍ ହସ୍ପିଟାଲରେ ଏହି ଯାଞ୍ଚ କରୁଛି। ପୂର୍ବରୁ ଏଭଳି କେଳେଙ୍କାରୀରେ ପଶ୍ଚିମବଙ୍ଗର ପୂର୍ବତନ ଶିକ୍ଷାମନ୍ତ୍ରୀ ଗିରଫ ହୋଇଥିଲା ବେଳେ ଓଡ଼ିଶାରେ ଇଡିର ଏ ରେଡ୍ ଚର୍ଚ୍ଚା ସୃଷ୍ଟି କରିଛି।
କେରଳj ଏକ ସରକାରୀ ନର୍ସିଂ କଲେଜରେ ସୀମା ଟପିଲା ରାଗିଂ । ଜୁନିୟରଙ୍କୁ ଉଲଗ୍ନ କରି ଗୁପ୍ତାଙ୍ଗରେ ଝୁଲାଇଲେ ଡମ୍ବଲ୍ ।
ଭାରତୀୟ ଛାତ୍ରଛାତ୍ରୀ ଆମେରିକା ଯାଇ ସେଠିକାର ବିଶ୍ୱବିଦ୍ୟାଳୟରେ ବି ଡାକ୍ତରୀରେ ନାମ ଲେଖାଇପାରିବେ । ସବୁଠାରୁ ବଡ କଥା ହେଉଛି, ସେଠାରେ ଡାକ୍ତରୀ ପାଠ ପଢିବା ପାଇଁ ନିଟ ପରୀକ୍ଷା ଦେବାର ଆବଶ୍ୟକତା ନାହିଁ । ଯଦି ଆପଣ ବିଦେଶ ଯାଇ ମେଡିକାଲ ପଢିବା ପାଇଁ ଚାହୁଁଛନ୍ତି ତେବେ ଆମେରିକା ଏକ ବିକଳ୍ପ ନିଶ୍ଚୟ ହୋଇପାରିବ ।
ସଂଜୟ ରାୟକୁ ଯେଉଁ ଧାରା ଅନୁସାରେ ଦୋଷୀ ସାବ୍ୟସ୍ତ କରାଯାଇଛି, ସେଥିରେ ଅତି କମରେ ଆଜୀବନ ଜେଲ୍ କିମ୍ବା ମୃତ୍ୟୁ ଦଣ୍ଡାଦେଶ ହୋଇପାରେ।
ସି.ସି.ଟିଭି ଫୁଟେଜରେ ଯୁବକ ଜଣକ ଟିକେଟ ଧରି ଏକା ଆଉଟଡୋର ଆଗରେ ଘୁରି ବୁଲୁଥିବା ଜଣାପଡିଛି । ଯଦି ରୋଗୀଙ୍କ ଆଟେଣ୍ଡାନସ ନଥିବେ , ତାହେଲେ ଆମ୍ବୁଲାନସ କର୍ମଚାରୀ ତଥା ହେଲ୍ପଡେକ୍ସର କର୍ମଚାରୀ, ରୋଗୀକୁ ୱାର୍ଡରେ ଭର୍ତ୍ତି କରିବା କଥା । କିନ୍ତୁ ସେସବୁ କରାଯାଇନାହିଁ ।
କୋଲକାତା ସ୍ଥିତ ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର କର୍ତ୍ତୃପକ୍ଷ ଏକ ବିଜ୍ଞପ୍ତି ଜାରି କରି ୧୦ ଜଣ ଡାକ୍ତରଙ୍କୁ ବହିଷ୍କାର କରିଛନ୍ତି।
ଅଲଟ୍ରାସାଉଣ୍ଡ, ଆମ୍ବୁଲାନ୍ସ ଓ ପରିମଳରେ ବି ଅବ୍ୟବସ୍ଥା ! ଅଭିଯୋଗକୁ ନେଇ ଜିଲ୍ଲା ପରିଷଦ ବୈଠକରେ ଉଦବେଗ ।
ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ଥିବାବେଳେ ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ପାଇପ ଲାଇନରେ ରହିଛି ।
ଡାକ୍ତର ହେବେ ବଣ୍ଡା ଛାତ୍ର। ଡାକ୍ତରୀ ପଢ଼ିବେ ମାଲକାନଗିରି ବଣ୍ଡାଘାଟିର ଛାତ୍ର ମଙ୍ଗଳା ମୁଦୁଲି। ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ପରେ ଏମକେସିଜିରେ ପଢ଼ିବେ ଡାକ୍ତରୀ ପାଠ। ମୁଦୁଲିପଡ଼ା ବଡ଼ବେଲ ଗାଁର ହାଡୁ ମୁଦୁଲିଙ୍କ ପୁଅ ମଙ୍ଗଳା ମୁଦୁଲି ।
ପକ୍କା ସୈତାନ ସନ୍ଦୀପ ଘୋଷ ! ଅପରାଧର ପୃଷ୍ଠ ଭୂମିରେ କରିଥିଲା ଘର । ଡେଲି ଡେଲି ସୁନ୍ଦରୀଙ୍କ କରୁଥିଲା ସଉଦା । ହେଲେ କିଏ ଏ ସନ୍ଦୀପ ଘୋଷ ? କେମିତି କଲା ଏତେ ବଡ଼ ଅପରାଧର ସାମ୍ରାଜ୍ୟ ?
କୋଲକାତା RG କର ମେଡିକାଲ୍ କଲେଜ ଜୁନିୟର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଘାଣ୍ଟୁଛି ସିବିଆଇ। ସ୍କାନରରେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ।ତାଙ୍କ ଘରେ ଆଜି ରେଡ୍ କରିଛି ସିବିଆଇ।
ସାରା ଦେଶରେ ହସ୍ପିଟାଲ ଗୁଡ଼ିକରେ ସୁରକ୍ଷାକୁ ନେଇ ଉଠିଛି ପ୍ରଶ୍ନ । ରାତିରେ କାମ କରୁଥିବା ହସ୍ପିଟାଲର ମହିଳା କର୍ମଚାରୀ, ଡାକ୍ତର, ଏମିତିକି ରୋଗୀ ଓ ତାଙ୍କ ସମ୍ପର୍କୀୟ କେତେ ସୁରକ୍ଷିତ ?
କୋଲକାତା ଲଜ୍ଜା । ଆର୍ .ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ନାଁରେ CBI ପକ୍ଷରୁ ଏତଲା ।
ମହିଳା ଡାକ୍ତରଙ୍କ ସୁରକ୍ଷାକୁ ନେଇ ବଢୁଛି ଉଦବେଗ । ବ୍ରହ୍ମପୁରର ଏମକେସିଜି, ବୁର୍ଲାର ଭିମସାର୍ ଓ ବାରିପଦାର ପିଆରଏମରେ ବିଳମ୍ବିତ ରାତିରେ ସୁରକ୍ଷା ସ୍ଥିତି ପରଖିଲା ଓଟିଭି ।
କେବେ କାର୍ଯ୍ୟକ୍ଷମ ହେବ ଅକ୍ସିଜେନ୍ ପ୍ଲାଣ୍ଟ ? ଗତ ଦୁଇ ବର୍ଷ ହେବ ରାଜ୍ୟ ସରକାରଙ୍କ ଭାଙ୍ଗୁନି ନିଦ । ରାଜ୍ୟରେ ବିଜେଡି ସରକାର ସମୟରେ କୋରାପୁଟର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଦୁଇ ଦୁଇଟି ଅକ୍ସିଜେନ୍ ପ୍ଲାଣ୍ଟ ବନ୍ଦ ହୋଇଛି । ହେଲେ ନୂଆ କରି ଓଡ଼ିଶାରେ ବିଜେପି ସରକାର ଆସିଥିବାରୁ ଏହି ପ୍ଲାଣ୍ଟ ପୁଣି ଥରେ କାର୍ଯ୍ୟକ୍ଷମ ହେବ ବୋଲି ଅଶାକରିଛନ୍ତି ସ୍ଥାନୀୟ ଲୋକେ ।
ମେଡିକାଲ୍ କଲେଜରେ ଏକାଧିକ ସେବା ବନ୍ଦ ହୋଇରହିଛି । ବିଶେଷ କରି ଜରୁରୀ ସେବା ଭାବେ ବିବେଚିତ ଅକ୍ସିଜେନ୍ ସେବା ପ୍ରଦାନ ଦିଗରେ ଏଠାରେ ବ୍ୟତିକ୍ରମ ଦେଖିବାକୁ ମିଳିଛି ।
ବେଡ୍ରେ ମୂଷା... ବେଡ୍ ତଳେ ବି ମୂଷା... ରୋଗୀ ମୁଣ୍ଡ ଉପରେ ବି ମୂଷା...। ଯୁଆଡ଼େ ଦେଖିଲେ ସିଆଡ଼େ ମୂଷା ।
ସିନିୟର ବର୍ଗର କିଛି ଡାକ୍ତରୀ ଛାତ୍ର ଜୁନିୟର ଛାତ୍ରଙ୍କୁ ରାଗିଂ କରିଥିଲେ। ପ୍ରଥମେ ସେମାନେ ତାଙ୍କୁ ଜୋର ଜବରଦସ୍ତ ଲଣ୍ଡା କରିଥିଲେ। ପରେ ଟ୍ରିମରରେ ତାଙ୍କ ନିଶ କାଟି ଦେଇଥିବା ଅଭିଯୋଗ ହୋଇଛି।
ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟରେ ଅହୋରାତ୍ର ଧାରଣା..ସେପ୍ଟେମ୍ବର ୨୩ରେ ଅର୍ଥନୈତିକ ଅବରୋଧ ପାଇଁ ଚେତାବନୀ
କେନ୍ଦୁଝର ମେଡିକାଲ୍ କଲେଜରେ ୮୦ ପ୍ରତିଶତରୁ ଅଧିକ ଷ୍ଟାଫ୍ ନିଯୁକ୍ତ ହୋଇନାହାନ୍ତି । ମାତ୍ର ୧୯ ଜଣ ଠିକା କର୍ମଚାରୀରେ ଚାଲିଛି ଏହି ମେଡିକାଲ୍ କଲେଜ୍ ।
ପୀଡିତା ଛାତ୍ରୀଙ୍କ ଦ୍ୱାରା ବିଶ୍ୱବିଦ୍ୟାଳୟର ହେଲ୍ପଲାଇନ୍ ନମ୍ବରରୁ ଅଭିଯୋଗ ଆସିବା ପରେ ଆକ୍ସନକୁ ଆସିଲା ପୁଲିସ।