ନର୍ସଙ୍କ କାର୍ଯ୍ୟରେ ବାଧା ଦେବାରୁ ଜଣେ ପ୍ରସୂତିଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଠିକ୍ ସମୟରେ ପ୍ରସବ ହୋଇନପାରିବରୁ ଅଧା ଜନ୍ମିତ ଅବସ୍ଥାରେ ଶିଶୁପୁତ୍ରଟିର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
ରୋଗୀଙ୍କ ପାଖରେ କିଛି ଲୋକ ଉପସ୍ଥିତ ଥିଲେ ମଧ୍ୟ ତଳେ ପଡ଼ିଥିବା ମୃତଦେହକୁ କେହିବି ଆଡ଼ ଆଖିରେ ଚାହୁଁ ନଥିଲେ।
ଏବେବି ବିଦ୍ୟୁତ୍ ଚାଲିଗଲେ ଚିକିତ୍ସା କରିବାକୁ ମୋବାଇଲ ଲାଇଟ୍ର ସାହାରା ନେଉଛନ୍ତି ଡାକ୍ତର। ବିଦ୍ୟୁତ୍ ଚାଲି ଯିବା ପରେ ବିକଳ୍ପ ବ୍ୟବସ୍ଥା ନଥିବାରୁ ମୋବାଇଲ ଲାଇଟ୍ରେ ରୋଗୀଙ୍କ ଚିକିତ୍ସା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି।
ଜରୁରୀ ବ୍ୟବହାର ପାଇଁ ରୋଗୀଙ୍କୁ ସହଜରେ ମିଳୁନି ଷ୍ଟ୍ରେଚର
ମୃତଦେହ ରଖି ରାସ୍ତା ଅବରୋଧ । କାଲି ରାତିରୁ ବାରିପଦା ଉଦଳା ରାସ୍ତାରେ ଗାଡ଼ି ଚଳାଚଳ ଠପ୍ । ଗତ ୩ ତାରିଖରେ ବାରିପଦା ପିଆରଏମ୍ ମେଡିକାଲରେ ଚିକିତ୍ସାଧୀନ ଥିବା ବେଳେ ଛାତରୁ କଂକ୍ରିଟ ଖସି ଶାମାଖୁଣ୍ଟା ଅଞ୍ଚଳର ଜଣେ ବ୍ୟକ୍ତି ଗୁରୁତର ହୋଇଥିଲେ
ଭୁବନେଶ୍ୱର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁଁ ମୃତ୍ୟୁ ଘଟିଥିବା ଅଭିଯୋଗରେ ଘରୋଇ ନର୍ସିଂ ହୋମ୍ରେ ଉତ୍ତେଜନା। ଏଭଳି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ସୂଚନା ଅନୁସାରେ ୩ଦିନ ତଳେ ବାଲେଶ୍ୱର ସାହାଡ଼ାର ଜୟଚନ୍ଦ୍ର ଦାସ ନାମକ ଜଣେ ରାଜମିସ୍ତ୍ରୀ ୩ମହଲା କୋଠାରୁ ପଡ଼ି ଆହତ ହୋଇଥିଲେ। ହାତ ଭାଙ୍ଗିଯାଇଥିବାରୁ ଏହି ନର୍ସିଂ ହୋମ୍ରେ ଅସ୍ତ୍ରୋପଚାର ପାଇଁ ତାଙ୍କୁ ଭର୍ତ୍ତି କରାଯାଇଥିଲା। ତେବେ ଅସ୍ତ୍ରୋପଚାର ବେଳେ ନିଶ୍ଚେତକ ବିଶେଷଜ୍ଞ ଡାକ୍ତର ଭୁଲ୍ ଇଞ୍ଜେକସନ୍ ଦେବାରୁ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ […]