ଆନ୍ଧ୍ର ପ୍ରଦେଶର ଶିଳ୍ପମନ୍ତ୍ରୀ ମେକାପତି ଗୌତମ ରେଡ୍ଡୀଙ୍କ ପରଲୋକ ହୋଇଛି। ହୃଦ୍ଘାତ ଯୋଗୁ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୦ ବର୍ଷ ବୟସ ହୋଇଥିଲା।