ଲଗାତର ଗତ କିଛି ଦିନ ହେବ ରାଜ୍ୟରେ ଲାଗି ରହିଛି ଗୁଳୁଗୁଳି ସହ ଅସହ୍ୟ ତାତି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଆଜି ବି ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।