ବେଙ୍ଗାଲୁରୁ ସହରର ଏହି ଘଟଣା । ଜଣେ ଚାଷୀ ମୁଣ୍ଡରେ କିଛି ଲୁଗାପଟା ଗଣ୍ଠିଲି ମୁଣ୍ଡାଇ ମେଟ୍ରୋ ଷ୍ଟେସନ୍ରେ ପହଞ୍ଚିଥିଲେ । ସେ ପିନ୍ଧିଥିବା ପୋଷାକ ମଳି ହୋଇଯାଇଥିଲା ।
ରାଜ୍ୟ ସରକାରଙ୍କ ବହୁ ଚର୍ଚ୍ଚିତ ମେଟ୍ରୋ ପ୍ରକଳ୍ପକୁ ନେଇ କଟାକ୍ଷ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତେବେ ଏହାର ଦିନକ ପରେ ପ୍ରସ୍ତାବିତ ମେଟ୍ରୋ ପ୍ରକଳ୍ପର ଡିଟେଲ୍ ପ୍ରୋଜେକ୍ଟ ରିପୋର୍ଟ ବା DPR ସାମ୍ନାକୁ ଆଣିଥିଲେ ରାଜ୍ୟ ସରକାର ।
ପରୀକ୍ଷା ପାଇଁ ୩୦ଫୁଟ୍ ତଳୁ ସଂଗ୍ରହ କରାଯାଉଛି ମାଟି । ପରୀକ୍ଷଣ ଆରମ୍ଭ କରିଛି ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ୍ ।
କେବେ ବାସ୍ତବ ରୂପ ନେବ ମୁଖ୍ୟମନ୍ତ୍ରୀଙ୍କ ମେଟ୍ରୋ ସ୍ୱପ୍ନ ? ଘୋଷଣା ପରଠୁ ଟ୍ୱିନ୍ ସିଟିରେ ଚର୍ଚ୍ଚା ଓ ଉତ୍କଣ୍ଠା । ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆ ଗଡ଼ିବ ମେଟ୍ରୋ ।
ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରକଳ୍ପର ଅନୁମୋଦନ ପୂର୍ବରୁ ଆଜି ମୁଖ୍ୟ ଶାସନ ସଚିବ, ଫାଇଭ୍ ଟି ସଚିବ, ବାଣିଜ୍ୟ ଓ ପରିବହନ ଏବଂ ନଗର ଉନ୍ନୟନ ବିଭାଗର ସଚିବ ମାନେ ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ସ୍ଥିତିର ଅନୁଧ୍ୟାନ କରିଥିଲେ ।