ଆଗାମୀ ୩ ବର୍ଷ ମଧ୍ୟରେ ଗଡ଼ିବ ମେଟ୍ରୋ ଟ୍ରେନ୍। ୨୦୨୭ ସରୁ ସରୁ ସରିଯିବ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ କାମ।
ମାତ୍ର ୧୫ ଘଣ୍ଟା ୨୨ ମିନିଟ୍ ୪୯ ସେକେଣ୍ତରେ ଦିଲ୍ଲୀର ସବୁ ମେଟ୍ରୋ ଷ୍ଟେସନ୍ ବୁଲି ଗିନିଜ୍ ୱାର୍ଲ୍ଡ ରେକର୍ଡ କଲେ ଜଣେ ଯୁବକ ।
ବିମାନ ବନ୍ଦର, ରେଲୱେ ଷ୍ଟେସନ, ବାଣୀବିହାର, ଜୟଦେବ ବିହାର, ପଟିଆ, ନନ୍ଦନକାନନ ଏବଂ ତ୍ରିଶୁଲିଆ ଦେଇ ମେଟ୍ରୋ ଚଳାଇବାକୁ ଯୋଜନା ରହିଛି ।
କାନପୁର ମେଟ୍ରୋ ରେଳର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାସହିତ ଏଥିରେ ଯାତ୍ରା ମଧ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ଠିକ୍ ପୂର୍ବରୁ ସେ କାନପୁରବାସୀଙ୍କୁ ଏହି ଉପହାର ଦେଇଛନ୍ତି ।