ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁମ୍ବାଇ ଓ ଗୁଜରାଟ କ୍ୱାଲିପାୟାର-୨ରେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଅଧିନାୟକ ରୋହିତ ଶର୍ମା।
ଆଇପିଏଲ୍ ୨୦୨୨ ର ୫୧ ତମ ମ୍ୟାଚ୍ରେ ମୁହାଁମୁହିଁ ହୋଇଥିଲେ ଗୁଜୁରାଟ ଟାଇଟନ୍ସ ଓ ମୁମ୍ବାଇ ଇଣ୍ତିଆନ୍ସ ।
ଚଳିତ ଆଇପିଏଲର ୫୧ତମ ମ୍ୟାଚ୍ରେ ମୁହାଁମୁହୀଁ ହେଉଛନ୍ତି ଗୁଜୁରାଟ ଟାଇଟନ୍ସ ଓ ମୁମ୍ବାଇ ଇଣ୍ତିଆନ୍ସ । ପ୍ଲେ ଅଫରେ ନିଜର ସ୍ଥାନ ପକ୍କା କରିବା ପାଇଁ ଜୋର ଲଗାଇବ ଗୁଜୁରାଟ। ଏପଟେ ପଏଣ୍ଟ ଟେବୁଲରେ ନିଜକୁ ସମ୍ମାନୀୟ ସ୍ଥିତିରେ ପହଞ୍ଚାଇବା ପାଇଁ ଚେଷ୍ଟା କରିବ ମୁମ୍ବାଇ ।