ଭାରତ ସହ ଅଷ୍ଟ୍ରେଲିଆ, ଜର୍ମାନୀ, ଆମେରିକା, ୟୁକେରେ ମାଇକ୍ରୋସଫ୍ଟ ସର୍ଭର ଠପ୍ ହୋଇଥିବା ସୂଚନା ମିଳିଛି । ବ୍ୟାଙ୍କିଂ ସହ ବିମାନ ସେବା ମଧ୍ୟ ବ୍ୟାପକ ଭାବେ ପ୍ରଭାବିତ ହୋଇଛି ।