ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି ନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି । ଏହାକୁ ଡିସେମ୍ବର ୧ ତାରିଖଠାରୁ ଅର୍ଥାତ୍ ଆସନ୍ତାକାଲିଠାରୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ମଧ୍ୟାହ୍ନ ଭୋଜନ ଯୋଗାଇବା ପାଇଁ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସରକାର ପ୍ରତି ମିଲ୍ ପିଛା ୧ ଟଙ୍କା ଅଧିକ ଖର୍ଚ୍ଚ କରିବେ।